ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟ୍ ଲାଗି ଅନୁମୋଦନ, ଚଳିତ ଶିକ୍ଷାବର୍ଷରୁ ପାଠପଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର। ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମବିବିଏସ୍ ପାଠପଢ଼ା ଲାଗି ନାସନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ଟି...

ସୁନ୍ଦରଗଡ଼ ଜିଲ୍ଲାରେ ମୋବାଇଲ ମେଡିକାଲ ଭ୍ୟାନ: ଲୋକଙ୍କୁ ଦୁଆର ମୁହଁରେ ମିଳୁଛି ମାଗଣାରେ ସ୍ୱାସ୍ଥ୍ୟ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଲୋକଙ୍କ ଦୁଆର ମୁହଁରେ ମାଗଣାରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ରହିଛି ‘ମୋବାଇଲ ମେଡିକାଲ ଭ୍ୟାନ ବା ଏମଏମଭି’। ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପ ଯୋଗୁଁ...

କଳା, ସଂସ୍କୃତି, ଐତିହ୍ୟ ଏବଂ କ୍ରୀଡ଼ା କ୍ଷେତ୍ରରେ ରାଉରକେଲାର ସ୍ୱତନ୍ତ୍ର ପରିଚୟ ରହିଛି: ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡକ୍ଟର...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଉଦିତନଗର ପଡ଼ିଆଠାରେ ଆୟୋଜିତ ସ୍ୱାଧୀନତା ଦିବସ ସମାରୋହରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ ମୁଖ୍ୟ ଅତିଥି ଭାବେ...

ଉଦ୍ୟୋଗ ବିକାଶ ସହିତ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଏବଂ କ୍ରୀଡ଼ା କ୍ଷେତ୍ରରେ ସୁନ୍ଦରଗଡ଼ ଜିଲ୍ଲା ଉଲ୍ଲେଖନୀୟ ସଫଳତା ହାସଲ...

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ରେ ୭୬ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଜନସାଧାରଣଙ୍କ ଉଦ୍ୟମ ଯୋଗୁଁ ସାରା ବିଶ୍ୱରେ ଆମ ଦେଶ ନିଜର ସ୍ୱତନ୍ତ୍ର ପରିଚୟ ପାଇପାରିଛି: ମନ୍ତ୍ରୀ ପ୍ରତାପ କେଶରୀ ଦେବ ସୁନ୍ଦରଗଡ଼ ରିଜର୍ଭ...

ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରାଉରକେଲାରେ ଗଣଦୌଡ଼ ପ୍ରତିଯୋଗିତା ‘ରାଉରକେଲା ରନସ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭାଗ ନେଲେ ୧୦୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ରାଜ୍ୟ ବାହାରର ପ୍ରତିଯୋଗୀ ମଧ୍ୟ ସାମିଲ ସ୍ଵାଧୀନତା ଦିବସର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି।...

ସୁନ୍ଦରଗଡ଼ ଜିଲ୍ଲାରେ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ‘କୃମିନାଶକ’ ଔଷଧ

ଓଡ଼ିଶାଲାଇଭ୍ ବ୍ୟୁରୋ ପିଲାମାନଙ୍କ ମଧ୍ୟରେ ଦେଖାଯାଉଥିବା କୃମି ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ମାଗଣାରେ କୃମିନାଶକ ଔଷଧ ‘ଆଲବୋଣ୍ଡାଜୋଲ୍’ ବଣ୍ଟନ କରାଯାଉଛି। ଶୁକ୍ରବାର ଦିନ...

ସୁନ୍ଦରଗଡ଼ ଜିଲ୍ଲାରେ ୨୮୭ଟି ସ୍କୁଲର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ଯୋଡ଼ିପାରୁଛି ‘ଭର୍ଚୁଆଲ କ୍ଲାସ’

ଓଡ଼ିଶାଲାଇଭ୍ ବ୍ୟୁରୋ ଜଣେ ଶିକ୍ଷକ ଗୋଟିଏ ଶ୍ରେଣୀଗୃହରେ ରହି ହୁଏତ ୨୫ରୁ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥାନ୍ତି। କିନ୍ତୁ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଯେତେବେଳେ ସେହି ଶିକ୍ଷକଙ୍କୁ ଶତାଧିକ ସ୍କୁଲରେ ଥିବା...

ସୁନ୍ଦରଗଡ଼ସ୍ଥିତ ମାଦ୍ରିକାଲୋ ଭବନର ନବୀକରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ବଡ଼ଗାଁ ଆଇଟିଆଇ କେନ୍ଦ୍ର ପରିଦର୍ଶନ କଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁନ୍ଦରଗଡ଼ ଗସ୍ତର ତୃତୀୟ ଦିନ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ...

ରାଉରକେଲାରେ କ୍ରୀଡ଼ା ଭିତ୍ତିଭୂମିର ଅନୁଧ୍ୟାନ ସହ ଓଏସଏପି କ୍ୟାମ୍ପସରେ କଲ୍ୟାଣ ମଣ୍ଡପ ଉଦଘାଟନ କଲେ ପଶ୍ଚିମ ଓଡ଼ିଶା ବିକାଶ...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ସୁନ୍ଦରଗଡ଼ ଜିଲ୍ଲାରେ ଏମଏସଏମଇ ସହିତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଭିତ୍ତିକ ଉଦ୍ୟୋଗର...

ବଣାଇଁ ଏବଂ ଲହୁଣୀପଡ଼ା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛନ୍ତି।...