ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଏଲ୍‌ଏଲ୍‌ଆଇଏନ୍ ବଣ୍ଟନର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରଥମ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବା ଏଲ୍‌ଏଲ୍‌ଆଇଏନ୍ ବଣ୍ଟନ କାର୍ଯ୍ୟକ୍ରମର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲା ରାଜ୍ୟସ୍ତରରେ ପ୍ରଥମ ପୁରସ୍କାର ପ୍ରାପ୍ତ କରିଛି। ରାଜ୍ୟ ସ୍ୱାସ୍ଥ୍ୟ...

ପ୍ରାକୃତିକ ଶୋଭାର ସମ୍ଭାର ସୁନ୍ଦରଗଡ଼ର ‘ଟେନ୍‌ସା ନେଚର କ୍ୟାମ୍ପ’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=wBcHeOfJK5Q] ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ଟେନ୍‌ସା ନେଚର କ୍ୟାମ୍ପ ଶାନ୍ତ ପରିବେଶ, ସବୁଜ ବନାନୀ ଟେନ୍‌ସାର ଅନ୍ୟତମ ଆକର୍ଷଣ ପର୍ଯ୍ୟଟକଙ୍କ ରାତ୍ରୀଯାପନ ପାଇଁ ରହିଛି କଟେଜ୍ ସୁବିଧା ସୁନ୍ଦର ପ୍ରକୃତି, ସୁନ୍ଦର...

ସୁନ୍ଦରଗଡ଼ରେ ମିଶନ ଶକ୍ତିର ମା’ଙ୍କୁ ରୋଜଗାର ଦେଉଛି ‘ଉତ୍କଳ କିଚେନ୍’ – କମ୍ ମୂଲ୍ୟରେ ମିଳୁଛି ସ୍ୱାସ୍ଥ୍ୟକର ଓ...

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ବ୍ଲକ୍ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଜନସାଧାରଣଙ୍କ ସୁବିଧା ପାଇଁ ପ୍ରଶାସନ ପକ୍ଷରୁ ‘ଉତ୍କଳ କିଚେନ’ ଖୋଲାଯାଇଛି। ପାଇଲଟ୍ କାର୍ଯ୍ୟକ୍ରମ ଭାବେ କୁଆରମୁଣ୍ଡା ବ୍ଲକରେ ଜିଲ୍ଲାର ପ୍ରଥମ...

ରାଜ୍ୟ ସରକାରଙ୍କ ବିଶେଷ ପୋଷଣ କାର୍ଯ୍ୟକ୍ରମ ‘ସୋପାନ’ ସମଗ୍ର ସୁନ୍ଦରଗଡ଼ ଜିଲ୍ଲାକୁ ସଂପ୍ରସାରିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିଶୁ, କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମା’ଙ୍କ ପାଇଁ ବଳିଷ୍ଠ ପଦକ୍ଷେପ ଶ୍ରମଜୀବୀ ମହିଳାଙ୍କ ସାନ ସାନ ପିଲାଙ୍କ ଯତ୍ନ ସେବା ପାଇଁ ଆରମ୍ଭ ହେଲା ‘କଳିକା’ ହାଇସ୍କୁଲ...

ହେମଗିର ବ୍ଲକର ୫ଟି ପଞ୍ଚାୟତ ପାଇଁ ୧୧୯ଟି ଉନ୍ନୟନ ପ୍ରକଳ୍ପ ଘୋଷଣା କଲେ ଜିଲ୍ଲା ପ୍ରଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ ଖଣି ପ୍ରଭାବିତ ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ପାଇଁ ନିଷ୍ପତ୍ତି ନିଆଯିବା ବେଳେ ପ୍ରଶାସନ ପକ୍ଷରୁ ଜନସହଭାଗିତାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଲୋକମାନଙ୍କ ଦ୍ୱାରା ଗ୍ରାମସଭା ସ୍ତରରୁ ପାରିତ ହୋଇ...

ଲହୁଣୀପଡ଼ା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ବୁଧବାର ଓ ଗୁରୁବାର ଦୁଇ ଦିନିଆ କୋଇଡ଼ା ଏବଂ ଲହୁଣୀପଡ଼ା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବଣାଇଁ ବିଧାୟକ ଲକ୍ଷ୍ମଣ...

ସୁନ୍ଦରଗଡ଼ ଜିଲ୍ଲାରେ ରାସ୍ତା ସଂଯୋଗୀକରଣ ପ୍ରକଳ୍ପ: ଖଣି ପ୍ରଭାବିତ ଲହୁଣୀପଡ଼ା ଓ କୋଇଡ଼ା ବ୍ଲକରେ ନିର୍ମିତ ୧୬ଟି ରାସ୍ତାର ଲୋକାର୍ପଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଖଣି ପ୍ରଭାବିତ ଅଞ୍ଚଳକୁ ରାସ୍ତା ସଂଯୋଗୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ସୁଗମ କରାଯାଉଛି। ଏହି କ୍ରମରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ କରି ନିର୍ମାଣ କରାଯାଇଥିବା ୧୬ଟି ରାସ୍ତାର...

କୋଇଡ଼ାରେ ‘ସୁଦକ୍ଷ’ କୋଚିଂ କେନ୍ଦ୍ର ଉଦଘାଟିତ, ଶିକ୍ଷିତ ଯୁବକ ଯୁବତୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ମାଗଣାରେ କୋଚିଂ

ଓଡ଼ିଶାଲାଇଭ୍‌ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକରେ ଖୋଲିଲା ‘ସୁଦକ୍ଷ’ କୋଚିଂ କେନ୍ଦ୍ର। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏବଂ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ଉପସ୍ଥିତିରେ ବୁଧବାର ଦିନ ଏହି କେନ୍ଦ୍ର...

ସୁନ୍ଦରଗଡ଼: ଧାନ ସଂଗ୍ରହ ପ୍ରକ୍ରିୟାରେ ଏସଏଚଜି ମହିଳାମାନଙ୍କ ସଫଳତା, ୭ଟି ବ୍ଲକରୁ ୧ ଲକ୍ଷରୁ ଅଧିକ କୁଇଣ୍ଟାଲ ଧାନ...

ଓଡ଼ିଶାଲାଇଭ୍ ବ୍ୟୁରୋ ପାଇଲଟ୍ ଭିତ୍ତିରେ ପ୍ରଥମ ଥର ପାଇଁ ଏସଏଚଜିକୁ ଧାନ ସଂଗ୍ରହ ଦାୟିତ୍ୱ ୭ଟି ବ୍ଲକରେ ୮ଟି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ନିୟୋଜିତ ଆଗାମୀ ଖରିଫ୍ ୠତୁରେ ୫୦ଟି ଗୋଷ୍ଠୀକୁ...

ଭୁବନେଶ୍ଵର ପଳାଶୁଣୀ ଭୟାନକ ସିରିଜ୍ ଦୁର୍ଘଟଣା – ଏକ ଦୁର୍ଘଟଣା ନା ସ୍ପଷ୍ଟ ଦିବାଲୋକରେ ହତ୍ୟା?

ନୀଳାମ୍ବର ରଥ ବେପରୁଆ ଭାରିଯାନ ଚାଳନା ଆମ ରାଜ୍ୟରେ ସଡ଼କକୁ କିପରି ମୃତ୍ୟୁ ପଥରେ ପରିଣତ କରିଛି ଭୁବନେଶ୍ଵର ପଳାଶୁଣୀ, କଟକର ୪୨ ମୌଜା ଏବଂ ରାଜଗାଙ୍ଗପୁରର ତିନୋଟି ଦୁର୍ଘଟଣା ତା’ର ତାଜା ଉଦାହରଣ।...