ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ। ସୁସ୍ମିତା ମିଞ୍ଜଙ୍କ...

ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ, ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ରେ...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ଜନ ଅସନ୍ତୋଷ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ଜନ ଅସନ୍ତୋଷ ବଢ଼ିବାକୁ ଲାଗିଛି। ମୃତ ସୁସ୍ମିତାଙ୍କ ପରିବାର, ଜିଲ୍ଲା ଆଦିବାସୀ ମଞ୍ଚ ଏବଂ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି...

ରାଜ୍ୟର ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଓମ୍ବାଡସି ସହାୟତାରେ ଲୋକଙ୍କ ଦୁଆର ମୁହଁରେ ପହଞ୍ଚୁଛି ପନୀୟ ଜଳ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଲୋକଙ୍କ ଦୁଆର ମୁହଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକତା ଦିଆଯାଉଛି। ଓମ୍ବାଡସି ପାଣ୍ଠି ସହାୟତାରେ...

ହକିର ଦ୍ରୋଣାଚାର୍ଯ୍ୟ ପ୍ରଦୀପ କୁମାର ଷଡ଼ଙ୍ଗୀ

ସତୀଶ ଶର୍ମା ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ହକି ଖେଳାଳିଙ୍କୁ ଗଢ଼ିଛନ୍ତି କୋଚ୍ ପ୍ରଦୀପ କୁମାର ଷଡ଼ଙ୍ଗୀ। ଆଜିର ଯୁଗରେ ଯେତେବେଳେ ଅଧିକାଂଶ ଲୋକ ଅଳ୍ପ ପରିଶ୍ରମ କରି ଅନ୍ୟମାନଙ୍କ ଉପଲବ୍ଧିକୁ ନିଜର କହି...

ହେମଗିରି ବ୍ଲକରେ ଚାଷୀଙ୍କ ରୋଜଗାର ବଢ଼ାଉଛି ପରିବା ଚାଷ

ଓଡ଼ିଶାଲାଇଭ୍ ବ୍ୟୁରୋ ପରିବା ଚାଷ ଭାଗ୍ୟ ବଦଳାଇପାରେ। ରାଜ୍ୟ ବାହାରୁ ଏଭଳି ଅନେକ ଉଦାହରଣ ଦେଖିବାକୁ ମିଳେ। ଆମ ରାଜ୍ୟ ଭିତରେ ମଧ୍ୟ ଏହି ଉଦାହରଣ ରହିଛି। ଟାଙ୍ଗରଭୂମିରେ ପରିବା ଫଳାଇ ଅନେକ ଚାଷୀ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ସତ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଉପରୁ ଉଠିପାରୁନି ପରଦା। କଲ ଡିଟେଲ ରେକର୍ଡ (ସିଡିଆର) ଆଧାରରେ ଆରମ୍ଭ ହୋଇଛି ତଦନ୍ତ। ଏ ନେଇ ମଙ୍ଗଳବାର ଦିନ ସୂଚନା...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲାକୁ ନେଇ ତେଜୁଛି ଆନ୍ଦୋଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ଦୁଇ ମହିଳା ଅଧିକାରୀଙ୍କ ମୃତ୍ୟୁକୁ ନେଇ ତେଜୁଛି ଆନ୍ଦୋଳନ। ଗୁରୁବାର ଦିନ ବିଜେପି ପକ୍ଷରୁ ସୁନ୍ଦରଗଡ଼ ବନ୍ଦ କରାଯାଇଥିବାବେଳେ ଶୁକ୍ରବାର ଦିନ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ...

ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ, ପୁଣି ୨୫ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ। ଜିଲ୍ଲାରୁ ପୁଣି ୨୫ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୁରୁବାରଦ ଦିନ ୧୦୮ଟି ନମୁନା ପରୀକ୍ଷା କରାଯାଇଥିଲା, ସେମାନଙ୍କ ମଧ୍ୟରୁ...

ରହସ୍ୟ ଘେରରେ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ମାମଲା: ଆଜି...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ିବାକୁ ଲାଗିଛି। ଗୋଟିଏ ଅଞ୍ଚଳର ଦୁଇ ଦୁଇ ଜଣ ମହିଳା ଅଧିକାରୀଙ୍କର ସନ୍ଦେହଜନକ ଭାବେ...