ସୁନ୍ଦରଗଡ଼: ଖଣି ପ୍ରଭାବିତ କୋଇଡ଼ା ବ୍ଲକରେ ଛାତ୍ରଛାତ୍ରୀଙ୍କ ସ୍କୁଲ, କଲେଜ ଯିବା ଆସିବା ସୁବିଧା ପାଇଁ ଡିଏମ୍‌ଏଫ୍ ଯୋଗାଇଦେଲା...

ଓଡ଼ିଶାଲାଇଭ୍ ବ୍ୟୁରୋ ଖଣି ପ୍ରଭାବିତ କୋଇଡ଼ା ବ୍ଲକର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ଓ କଲେଜ ଯିବା ଆସିବା ସୁବିଧା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ୫ଟି ସ୍ୱତନ୍ତ୍ର ବସ୍ ଯୋଗାଇ ଦିଆଯାଇଛି। କୋଇଡ଼ା...

ସୁନ୍ଦରଗଡ଼: ଖଣି ପ୍ରଭାବିତ ଅଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଲାଗି ମାଗଣାରେ କୋଚିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ସର୍ବଭାରତୀୟ ସ୍ତରରେ ଇଞ୍ଜିନିୟରିଂ, ମେଡିକାଲ, ଆଇନ ଏବଂ ଆର୍କିଟେକ୍ଚର ଆଦି ଉଚ୍ଚଶିକ୍ଷା କ୍ଷେତ୍ରରେ ନାମ ଲେଖାଇବା ଲାଗି ଆବଶ୍ୟକ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ ସୁନ୍ଦରଗଡ଼ ଜିଲ୍ଲାର ମେଧାବୀ ଛାତ୍ରଛାତ୍ରୀଙ୍କୁ...

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ଟିକାକରଣକୁ ବ୍ୟାପକ କରିବାରେ ସହାୟକ ହେଉଛି ମୋବାଇଲ ମେଡିକାଲ ଭ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଏମଏମଭି ବା ମୋବାଇଲ୍ ମେଡିକାଲ ଭ୍ୟାନଗୁଡ଼ିକୁ ନିୟୋଜିତ କରାଯାଉଛି। ଜିଲ୍ଲାର ସମସ୍ତ ପଞ୍ଚାୟତ ଏବଂ ବିଭିନ୍ନ ଅପହଞ୍ଚ ସ୍ଥାନରେ ସ୍ୱାସ୍ଥ୍ୟସେବା...

ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ତିଆରି ହେଉଛି ସୁଆଦିଆ ଜଳଖିଆ ମିଶନଶକ୍ତି ମା’ଙ୍କୁ ମିଳୁଛି ରୋଜଗାର ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ...

ସୁନ୍ଦରଗଡ଼ ପରେ ଏବେ ରାଉରକେଲାରେ ସ୍ଥାପନ ହେବ ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍, ଏସ୍‌ଏଚ୍‌ଜି ମହିଳା କରିବେ ପରିଚାଳନା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ପରେ ଏବେ ପାନପୋଷ ଉପଖଣ୍ଡରେ ସ୍ଥାପନ ହେବାକୁ ଯାଉଛି ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍। ଏଥିପାଇଁ ଶୁକ୍ରବାର ଦିନ ରାଉରକେଲାର ମା’ ତାରିଣୀ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଏବଂ ଜିଲ୍ଲା...

ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ ଜିଲ୍ଲାରେ ଅଧିକ ଶିଳ୍ପ ସମ୍ଭାବନା ଉପରେ ଅନୁଧ୍ୟାନ ପାଇଁ ଡିଆଇପିଏକୁ ନିର୍ଦ୍ଦେଶ ତୈଳବୀଜ ଓ ବାଦାମ ଚାଷ ବୃଦ୍ଧି ପାଇଁ ଯୋଜନାବଦ୍ଧ କୃଷି ନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ସୁନ୍ଦରଗଡ଼: ମୁଖ୍ୟମନ୍ତ୍ରୀଙ୍କ...

ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ସଫଳ ହକି ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ୍‌ ପଦକ ଜିତି ଦେଶ ଓ ରାଜ୍ୟକୁ ଗର୍ବିତ କରାଇଥିବା ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ହକିରୁ ଅବସର ନେଇଛନ୍ତି। ଏହି ତାରକାଙ୍କ ହକି ଯାତ୍ରା ସମ୍ପର୍କରେ...

ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ ସୁନ୍ଦରଗଡ଼ରେ ୭ ଜଣ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ  ‘‘ଚିକିତ୍ସା ପାଇଁ ଅର୍ଥ କେବେ ବାଧକ ନହେଉ’’: ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀମାନଙ୍କ ପାଇଁ ବିଜୁ...

ସୁନ୍ଦରଗଡ଼ : ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଖୋଲିବ ୮୧ଟି ମିଲେଟ୍...

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ସ୍ତରରେ ସ୍ୱାବଲମ୍ବୀ ହେବେ ମିଶନ ଶକ୍ତିର ମା’ ପୁଷ୍ଟିଶସ୍ୟରୁ ଖାଦ୍ୟ ପ୍ରସ୍ତୁତି, କିଓସ୍କ ପରିଚାଳନା ପାଇଁ ତାଲିମ (ସୁନ୍ଦରଗଡ଼): ସୁନ୍ଦରଗଡ଼ ଜିଲ୍ଲାରେ ମାଣ୍ଡିଆ ସହ ନାନାଦି ପୁଷ୍ଟିଶସ୍ୟ ଚାଷ ଓ...

ସୁନ୍ଦରଗଡ଼: କଳାପଟା ବଦଳରେ ସ୍ମାର୍ଟ ବୋର୍ଡ, ସ୍ମାର୍ଟ କଣ୍ଟେଣ୍ଟରେ ପିଲାଙ୍କୁ ପାଠ ପଢ଼ାଇବେ ଶିକ୍ଷକ

ଓଡ଼ିଶାଲାଇଭ୍ ବ୍ୟୁରୋ ପାରମ୍ପରିକ କଳାପଟା ବଦଳରେ ସ୍ମାର୍ଟ ବୋର୍ଡ, ସ୍ମାର୍ଟ କଣ୍ଟେଣ୍ଟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା ନିମନ୍ତେ ସୁନ୍ଦରଗଡ଼ରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଉଛି। ଦିନେ ପୁରୁଣା...