ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ୫-ଟି କାର୍ଯ୍ୟକ୍ରମ ଅଧୀନରେ ସୁନ୍ଦରଗଡ଼ର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଅକ୍ଟୋବର ସୁଦ୍ଧା ଶେଷ ହେବ ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ସୁନ୍ଦରଗଡ଼:...

ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସେଠାରେ ପହଞ୍ଚି ବିଭିନ୍ନ ନିର୍ମାଣାଧୀନ ମେଗା ପ୍ରକଳ୍ପ ବୁଲି...

ସ୍ମାର୍ଟ ସିଟି ରାଉରକେଲାରେ ଗ୍ରିନ ଏନର୍ଜି ବ୍ୟବହାର ଉପରେ ଗୁରୁତ୍ୱ, ସରକାରୀ କୋଠାରେ ହେବ ସୌରଶକ୍ତି ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ମାର୍ଟ ସିଟି କାର୍ଯ୍ୟକ୍ରମ ଅଧୀନରେ ୫୪ଟି ପ୍ରକଳ୍ପ ଲାଗି ଯୋଜନା ଜନସାଧାରଣଙ୍କୁ ସୌରଶକ୍ତି ବ୍ୟବହାର ଲାଗି ଉତ୍ସାହିତ କରାଯିବ ବସ୍ତିରେ ଜଳିବ ସୌର ଚାଳିତ ବତୀ ସ୍ମାର୍ଟ ସିଟି ରାଉରକେଲାରେ ସୌରଶକ୍ତି...

ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବା ପାଇଁ ଅନଲାଇନ ବ୍ୟବସ୍ଥାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ପୌର ସଂସ୍ଥାରୁ ଲିଜ୍ ପାଇଥିବା ଜମିର ମାଲିକାନା ସ୍ୱତ୍ତ୍ୱ ନିଜ ନାମରେ ପରିବର୍ତ୍ତନ କରିବା ବା ଲିଜ୍ ହୋଲ୍ଡରୁ ଫ୍ରି ହୋଲ୍ଡ କରିବା ପାଇଁ ରାଉରକେଲା ମହାନଗର ନିଗମ ବାସିନ୍ଦାଙ୍କୁ...

ସୁନ୍ଦରଗଡ଼ ଡିଏମଏଫ ପରିଚାଳନା ପରିଷଦର ବାର୍ଷିକ ବୈଠକ – ଜିଲ୍ଲାର ଦୀର୍ଘକାଳୀନ ବିକାଶ ଦିଗରେ ପାଣ୍ଠି ବିନିଯୋଗ ଉପରେ...

ଓଡ଼ିଶାଲାଇଭ୍‌ ବ୍ୟୁରୋ ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ପରିଚାଳନା ପରିଷଦର ଅଷ୍ଟମ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶନିବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନଠାରେ ଆୟୋଜିତ ଏହି ବୈଠକରେ ଡିଏମଏଫ...

ସୁନ୍ଦରଗଡ଼ ଜିଲ୍ଲାରେ ଗର୍ଭବତୀ ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’, କମୁଛି ପ୍ରସବଜନିତ ମାତୃ ମୃତ୍ୟୁ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ ବିଶେଷ ଭୂମିକା ନେବାକୁ ଯାଉଛି। ୨୦୨୦ ନଭେମ୍ବର ମାସରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟକ୍ରମ ଲାଗୁ ହେବା...

ରାଉରକେଲାରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ: ୫ଟି ସଚିବଙ୍କ ଆଗରେ ଛାତ୍ରଛାତ୍ରୀ ବଖାଣିଲେ ନିଜ ନିଜର ଭବିଷ୍ୟତର ସ୍ୱପ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଉଦିତ ନଗର ସରକାରୀ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ବିଜୟେନ୍ଦ୍ରୀ ମହାନ୍ତି। ତାଙ୍କର ଲକ୍ଷ୍ୟ ହେଉଛି ଆଇଏଏସ୍ ଅଫିସର ହୋଇ ପ୍ରଶାସନିକ ସେବାରେ ସାମିଲ ହେବା। ଆଚାର୍ଯ୍ୟ ହରିହର ସରକାରୀ...

ସୁନ୍ଦରଗଡ଼: ବଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଳିଲା ଆଇଏସଓ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ (ସୁନ୍ଦରଗଡ଼): ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)କୁ ଆଇଏସଓ ମାନ୍ୟତା ମିଳିଛି। ଜୁଲାଇ ୧୪ ତାରିଖରେ ୨୦୨୧ ବର୍ଷ ପାଇଁ...

ମାରାତ୍ମକ ନିମୋନିଆରୁ ସାନ ପିଲାଙ୍କୁ ସୁରକ୍ଷା ଦେବା ପାଇଁ ଆରମ୍ଭ ହେଲା ପିସିଭି ଟିକାକରଣ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ସାର୍ବଜନୀନ ଟିକାକରଣରେ ସାମିଲ ହେଲା ପିସିଭି ୩, ୬ ଓ ୯ ମାସରେ ମାଗଣାରେ ତିନୋଟି ଟିକା ପ୍ରତି ବୁଧବାର ନିକଟସ୍ଥ ଟିକାକରଣ କେନ୍ଦ୍ରରେ ମିଳିବ ଟିକା (ସୁନ୍ଦରଗଡ଼) : ନିମୋନିଆ...

ସମଗ୍ର ସୁନ୍ଦରଗଡ଼ ଜିଲ୍ଲାରେ ୧୮ ବର୍ଷରୁ ଅଧିକ ବୟସର ସବୁ ବର୍ଗଙ୍କ ପାଇଁ କୋଭିଡ୍ ଟିକାକରଣ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ୧୮ ବର୍ଷରୁ ଅଧିକ ବୟସର ସବୁ ବର୍ଗର ବ୍ୟକ୍ତିଙ୍କ ପାଇଁ କୋଭିଡ୍ ଟିକାକରଣ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ସୋମବାରଠାରୁ ଜିଲ୍ଲାର ସମସ୍ତ ପୌରପାଳିକା ଓ...