ରାଉରକେଲାଠାରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା: ରାଉରକେଲା ସହରର ଉଦିତ ନଗର ପଡ଼ିଆଠାରେ ରବିବାର ୭୫ତମ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳନ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ମୁଖ୍ୟ ଅତିଥି ଭାବେ...

ସୁନ୍ଦରଗଡ଼ରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼: ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆଠାରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ...

ସୁନ୍ଦରଗଡ଼ରେ ‘ସ୍ପିରୁଲିନାଯୁକ୍ତ ଚିକି’ ପ୍ରସ୍ତୁତି ୟୁନିଟକୁ ଉଦଘାଟନ କଲେ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଏବେ ପ୍ରସ୍ତୁତ କରାଯିବ ସ୍ପିରୁଲିନାଯୁକ୍ତ ଚିକି। ସଦର ବ୍ଲକ୍ ଅନ୍ତର୍ଗତ ରଙ୍ଗାଢ଼ିପାଠାରେ ଏଥିପାଇଁ ଏକ ଚିକି ପ୍ରସ୍ତୁତି ୟୁନିଟର ଶୁଭାରମ୍ଭ କରାଯାଇଛି। ଶନିବାର ଦିନ ରାଜ୍ୟ କୃଷି...

ସୁନ୍ଦରଗଡ଼ର ବୀର ପୁଅ ବୀରେନ୍ଦ୍ର – ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ୍ ପଦକ ଜିତି ପୂରା କଲେ ପରିବାରର ସ୍ୱପ୍ନ

ଶୁଭଶ୍ରୀ ନାୟକ ଟୋକିଓ ଅଲିମ୍ପିକ୍ସର ବ୍ରୋଞ୍ଜ୍‌ ପଦକ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ କ୍ରୀଡ଼ା କ୍ୟାରିୟରରେ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଯୋଗାଇଛି। ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ଲଛଡ଼ାର ପୁଅ ବୀରେନ୍ଦ୍ର ଲାକ୍ରା...

ସୁନ୍ଦରଗଡ଼ର ସୁନା ଝିଅ ଦୀପ୍ ଗ୍ରେସ ଏକ୍କା – ଆଦିବାସୀ ଗାଁରୁ ଟୋକିଓ ଅଲିମ୍ପିକ୍ସ ଯାଏଁ ଯାତ୍ରା

ଅଭିପ୍‌ସା ବରାଳ ଟୋକିଓ ଅଲିମ୍ପିକ୍ସ ସହ ଅନେକ ଅନ୍ତର୍ଜାତୀୟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଚର୍ଚ୍ଚାରେ ରହିଆସିଥିବା ଓଡ଼ିଆ ହକି ତାରକା ହେଉଛନ୍ତି ଦୀପ୍ ଗ୍ରେସ୍ ଏକ୍କା। ଦିନେ ଏହି ଖେଳାଳି ନିଜର ହକି...

ସୁନ୍ଦରଗଡ଼ ଜିଲ୍ଲା ପାଠାଗାରରେ ଖୋଲିବ ଇ-ଲାଇବ୍ରେରି, ରାଜ୍ୟ ପାଠାଗାର ସହ ହେବ ସଂଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲା ସଂସ୍କୃତି ଭବନଠାରେ ଥିବା ଜିଲ୍ଲାସ୍ତରୀୟ ପାଠାଗାରରେ ଖୁବ୍ ଶୀଘ୍ର ଇ-ଲାଇବ୍ରେରି ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପାଳନ କରାଯାଉଥିବା ‘ଆଜାଦି କି...

ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ୫-ଟି କାର୍ଯ୍ୟକ୍ରମ ଅଧୀନରେ ସୁନ୍ଦରଗଡ଼ର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଅକ୍ଟୋବର ସୁଦ୍ଧା ଶେଷ ହେବ ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ସୁନ୍ଦରଗଡ଼:...

ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସେଠାରେ ପହଞ୍ଚି ବିଭିନ୍ନ ନିର୍ମାଣାଧୀନ ମେଗା ପ୍ରକଳ୍ପ ବୁଲି...

ସ୍ମାର୍ଟ ସିଟି ରାଉରକେଲାରେ ଗ୍ରିନ ଏନର୍ଜି ବ୍ୟବହାର ଉପରେ ଗୁରୁତ୍ୱ, ସରକାରୀ କୋଠାରେ ହେବ ସୌରଶକ୍ତି ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ମାର୍ଟ ସିଟି କାର୍ଯ୍ୟକ୍ରମ ଅଧୀନରେ ୫୪ଟି ପ୍ରକଳ୍ପ ଲାଗି ଯୋଜନା ଜନସାଧାରଣଙ୍କୁ ସୌରଶକ୍ତି ବ୍ୟବହାର ଲାଗି ଉତ୍ସାହିତ କରାଯିବ ବସ୍ତିରେ ଜଳିବ ସୌର ଚାଳିତ ବତୀ ସ୍ମାର୍ଟ ସିଟି ରାଉରକେଲାରେ ସୌରଶକ୍ତି...

ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବା ପାଇଁ ଅନଲାଇନ ବ୍ୟବସ୍ଥାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ପୌର ସଂସ୍ଥାରୁ ଲିଜ୍ ପାଇଥିବା ଜମିର ମାଲିକାନା ସ୍ୱତ୍ତ୍ୱ ନିଜ ନାମରେ ପରିବର୍ତ୍ତନ କରିବା ବା ଲିଜ୍ ହୋଲ୍ଡରୁ ଫ୍ରି ହୋଲ୍ଡ କରିବା ପାଇଁ ରାଉରକେଲା ମହାନଗର ନିଗମ ବାସିନ୍ଦାଙ୍କୁ...