ଲକ୍‌ଡାଉନ୍ ନିୟମ ମାନିବା, ସମଗ୍ର ଜିଲ୍ଲାରେ କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବା: ସୁନ୍ଦରଗଡ଼ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ୍ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ୍ ଅବଧିକୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେଣୁ ଏହି ସମୟରେ କୋଭିଡ୍ ଉପଯୋଗୀ ଆଚରଣ ପାଳନ କରିବା...

ମୂଳରୁ କରୋନା ଚେନକୁ ଭାଙ୍ଗିବାକୁ ରାଉରକେଲା ମହାନଗର ନିଗମର ତିନି ସୂତ୍ର – ଟେଷ୍ଟିଂ, ଆଇସୋଲେସନ ଓ ମନିଟରିଂ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=sXeorGqX5us] ରାଉରକେଲା ମହାନଗର ଅଞ୍ଚଳରେ କରୋନା ସଂକ୍ରମଣ ଚେନକୁ ମୂଳରୁ ଭାଙ୍ଗିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ବିଶେଷକରି ଚିକିତ୍ସା ସହିତ ଟେଷ୍ଟିଂ, ଆଇସୋଲେସନ ଏବଂ କମ୍ୟୁନିଟିସ୍ତରରେ...

ରାଉରକେଲାର ୩ଟି ଅଞ୍ଚଳରୁ କୋଭିଡ୍ କଣ୍ଟେନମେଣ୍ଟ ହଟିଲା

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ୍ ସଂକ୍ରମଣ ଉପରେ ରୋକ୍ ଲଗାଇବାକୁ ରାଉରକେଲା ମହାନଗର ନିଗମର ବିଭିନ୍ନ ଅଞ୍ଚଳକୁ ଆବଶ୍ୟକସ୍ଥଳେ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଉଛି। ଗତ କିଛିଦିନ ତଳେ କଣ୍ଟେନମେଣ୍ଟ ଲାଗୁ ହୋଇଥିବା ସେକ୍ଟର...

ସୁନ୍ଦରଗଡ଼ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ଡିଏମଏଫ ସିଇଓ ରସାଇ ଲାଗୁରୀଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ତଥା ସୁନ୍ଦରଗଡ଼ ଜିଲ୍ଲା ଖଣିଜ ପ୍ରତିଷ୍ଠାନର ସିଇଓ ରସାଇ ଲାଗୁରୀଙ୍କର ଗୁରୁବାର ଦିନ ପରଲୋକ ହୋଇଯାଇଛି। ଗତ କିଛିଦିନ ହେଲା...

ରାଉରକେଲାରେ କୋଭିଡ୍ ଟିକା ପାଇଁ ଯୁବପିଢ଼ିଙ୍କ ଉତ୍ସାହ – ପ୍ରଥମ ଦିନରେ ୩,୮୦୦ ଜଣ ନେଲେ ସୁରକ୍ଷା କବଚ

ଓଡ଼ିଶାଲାଇଭ୍‌ ବ୍ୟୁରୋ ୧୮ରୁ ୪୪ ବର୍ଗ ପାଇଁ ମଙ୍ଗଳବାର, ଗୁରୁବାର ଓ ଶନିବାର ଟିକା ୪୫ ପ୍ଲସଙ୍କ ପାଇଁ ବୁଧବାର, ଶୁକ୍ରବାର ଓ ସୋମବାର, କେବଳ ଦ୍ୱିତୀୟ ଡୋଜ୍ ଟିକା ଟିକା ପାଇଁ...

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ଚିକିତ୍ସା ପାଇଁ ବଢ଼ିବ ଆଉ ୯୦ ଆଇସିୟୁ ଓ ୧୨୦ ଅକ୍ସିଜେନ୍ ବେଡ୍

ଓଡ଼ିଶାଲାଇଭ୍‌ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍‌ ପରିଚାଳନା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ୍‌ କୁମାର ତ୍ରିପାଠୀ। ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ...

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ନିୟନ୍ତ୍ରଣ ପାଇଁ ଜନସାଧାରଣଙ୍କୁ ପ୍ରଶାସନର ଡାକରା ‘ବ୍ରେକ୍ ଦ ଚେନ୍’

ଓଡ଼ିଶାଲାଇଭ୍ ବ୍ୟୁରୋ ଲକଡାଉନ ନିୟମ ମାନି ଘରେ ରହିଲେ ହିଁ ଆମେ କରୋନା ଚେନକୁ ଭାଙ୍ଗି ପାରିବା: ଜିଲ୍ଲାପାଳ ରାଉରକେଲା ମହାନଗରରେ ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ ବ୍ୟାପକ ଟେଷ୍ଟିଂ କରାଯାଉଛି: କମିସନର ସୁନ୍ଦରଗଡ଼...

କରୋନା ଚେନ୍ ଭାଙ୍ଗିବା ପାଇଁ ରାଉରକେଲା ସହରର ୩ଟି ସ୍ଥାନ ହେଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହରରେ କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ ଆଜି ୩ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶ ଜାରି...

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ଚିକିତ୍ସାରେ ଯୋଗଦେଲେ ୪୦ ଇଣ୍ଟର୍ଣ୍ଣ ଡାକ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଥିବା କୋଭିଡ୍ ଚିକିତ୍ସାରେ ସହଯୋଗ କରିବା ପାଇଁ ୪୦ ଜଣ ଇଣ୍ଟର୍ଣ୍ଣ ଡାକ୍ତର ଯୋଗ ଦେଇଛନ୍ତି। ସେମାନଙ୍କୁ ସୁନ୍ଦରଗଡ଼ ଏବଂ ରାଉରକେଲାର ବିଭିନ୍ନ କୋଭିଡ୍ ହସ୍ପିଟାଲ ଓ କୋଭିଡ୍...

କୋଭିଡ୍ ନିୟମ ଉଲ୍ଲଂଘନ କଲେ ଗଣିବାକୁ ହେବ ଜରିମାନା, ସୁନ୍ଦରଗଡ଼ ଜିଲ୍ଲାରେ ସକ୍ରିୟ ଅଛନ୍ତି ଏନଫୋର୍ସମେଣ୍ଟ ସ୍କ୍ୱାଡ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୧୨ରୁ ମେ’ ୭ ତାରିଖ ଭିତରେ ୪୭ ଲକ୍ଷ ୪୪ ହଜାର ୬୯୦ ଟଙ୍କାର ଜରିମାନା ଆଦାୟ କୋଭିଡ୍ ନିୟମ ନମାନିଲେ ଗଣିବାକୁ ହେବ ଜରିମାନା। ଏ ବାବଦରେ କଡ଼ାକଡ଼ି...