ସୁନ୍ଦରଗଡ଼ ଜିଲ୍ଲାରେ ବଦଳୁଛି ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ହଷ୍ଟେଲର ରୂପ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସୁନ୍ଦରଗଡ଼): ଅନୂସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଆବାସିକ ବିଦ୍ୟାଳୟ ହଷ୍ଟେଲଗୁଡ଼ିକର ରୂପ ବଦଳୁଛି। ଜିଲ୍ଲାର ମୋଟ ୫୧୫ଟି ହଷ୍ଟେଲ ମଧ୍ୟରୁ ୨୨୩ଟି ହଷ୍ଟେଲର...
ଓମ୍ବାଡସି ସହାୟତାରେ ନୂଆ ରୂପ ପାଇଛି ‘ରାଉରକେଲା ସରକାରୀ ଆଇଟିଆଇ’ ଏବଂ ‘ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ’
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ‘ଓମ୍ବାଡସି’ର ପ୍ରୋତ୍ସାହନ
(ରାଉରକେଲା): ରାଉରକେଲାସ୍ଥିତ ସରକାରୀ ଆଇଟିଆଇ ଏବଂ ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ (ୟୁଜିଆଇଇ) ଏବେ ନୂଆ ରୂପ...
ସୁନ୍ଦରଗଡ଼: ବ୍ଲକ ସ୍ତରରେ ଲୋକେ ପାଉଛନ୍ତି ମାଗଣା ଫିଜିଓଥେରାପି ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିର ସମୟରେ ଦେଖାଦେଉଥିବା ବିଭିନ୍ନ ଶାରୀରିକ ରୋଗର ମୁକାବିଲା ପାଇଁ ଫିଜିଓଥେରାପି ଏକ ବଳିଷ୍ଠ ମାଧ୍ୟମ ପାଲଟିଛି। ଭିନ୍ନକ୍ଷମ ବ୍ୟକ୍ତି, ବରିଷ୍ଠ ନାଗରିକ ତଥା ଶାରୀରିକ ସମସ୍ୟାର ସମ୍ମୁଖୀନ ହେଉଥିବା ଅନ୍ୟ...
ସ୍କ୍ରବ ଟାଇଫସ୍କୁ ନେଇ କେନ୍ଦ୍ରୀୟ ଟିମ୍ର ପ୍ରାଥମିକ ରିପୋର୍ଟ: ବାହ୍ୟ ମଳତ୍ୟାଗ ଓ ଖାଲି ପାଦରେ ବୁଲିବା ସଂକ୍ରମଣର...
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରେ ମଳତ୍ୟାଗ କରିବା, ଘାସରେ ଶୋଇବା, ବସିବା ଏବଂ ଖାଲିପାଦରେ ବୁଲିବା ସ୍କ୍ରବ ଟାଇଫସ୍ ସଂକ୍ରମଣର ମୁଖ୍ୟ କାରଣ ବୋଲି କେନ୍ଦ୍ରୀୟ ଟିମ୍ର ପ୍ରାଥମିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ରିପୋର୍ଟରେ ଆହୁରି ମଧ୍ୟ...
ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ଦାବି କଲେ ପରିବାର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ପରିବାର ଲୋକ। ଗୁରୁବାର ଦିନ ମୃତ ଆଲିସାଙ୍କ ସ୍ୱାମୀ ପ୍ରେସମିଟ୍ କରି ଏହି...
ସୁନ୍ଦରଗଡ଼ରେ ହାଇଡ୍ରୋ ରକେଟ୍ ଲଞ୍ଚିଂ କୌଶଳ ଶିଖିଲେ ୧୦୦ ସ୍କୁଲର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସୁନ୍ଦରଗଡ଼): ଭାରତର ପୂର୍ବତନ ରାଷ୍ଟ୍ରପତି ମିସାଇଲ୍ ମ୍ୟାନ୍ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ଜନ୍ମଦିନ ଅକ୍ଟୋବର ୧୫ ତାରିଖକୁ ସାରା ପୃଥିବୀରେ ବିଶ୍ୱ ଛାତ୍ରଛାତ୍ରୀ ଦିବସ ଭାବେ ପାଳନ କରାଯାଉଛି। ଚଳିତ...
ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ।
ସୁସ୍ମିତା ମିଞ୍ଜଙ୍କ...
ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ, ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ରେ...
ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ଜନ ଅସନ୍ତୋଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ଜନ ଅସନ୍ତୋଷ ବଢ଼ିବାକୁ ଲାଗିଛି। ମୃତ ସୁସ୍ମିତାଙ୍କ ପରିବାର, ଜିଲ୍ଲା ଆଦିବାସୀ ମଞ୍ଚ ଏବଂ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି...
ରାଜ୍ୟର ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଓମ୍ବାଡସି ସହାୟତାରେ ଲୋକଙ୍କ ଦୁଆର ମୁହଁରେ ପହଞ୍ଚୁଛି ପନୀୟ ଜଳ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଲୋକଙ୍କ ଦୁଆର ମୁହଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକତା ଦିଆଯାଉଛି। ଓମ୍ବାଡସି ପାଣ୍ଠି ସହାୟତାରେ...





















