ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଢ଼ିଲା ରିୟା ଚକ୍ରବର୍ତ୍ତୀଙ୍କ ଅଡ଼ୁଆ: ଚର୍ଜସିଟ୍ ଦାଖଲ କଲା ଏନସିବି

ଓଡ଼ିଶାଲାଇଭ୍ ବ୍ୟୁରୋ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଲଖ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ...

ବଢ଼ୁଛି କୋଭିଡ ସଂକ୍ରମଣ: ଟିକା ନେବାକୁ ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରା ସରିଛି। ବିଭିନ୍ନ ସ୍ଥାନରୁ ଭକ୍ତ ପୁରୀରେ ଏକାଠି ହୋଇ ଫେରିଛନ୍ତି। ତେଣୁ ଗୋଷ୍ଠୀ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ଲାଗି...

ସାର କଳାବଜାରୀକୁ ନେଇ ବିଧାନସଭାରେ ଉଦବେଗ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ସାର ଯୋଗାଣ ଓ କଳାବଜାରୀକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା, ସୁରେଶ କୁମାର ରାଉତରାୟ ଏବଂ ଅଧିରାଜ ପାଣିଗ୍ରାହୀ ଚାଷ ଏବଂ...
covid testing centers-2

ରାଜ୍ୟରେ ଉପର ମୁହାଁ କୋଭିଡ: ଦିନକରେ ୭୪୩ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ...

ଆଜିଠାରୁ ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ। ଏହି ଅଧିବେଶନ ଆସନ୍ତା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ସରକାରଙ୍କ ସମସ୍ତ ବିଭାଗର ଖର୍ଚ୍ଚ ଦାବି ଆଲୋଚନା...

ଲହୁଣୀପଡ଼ା ବ୍ଲକରେ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ଅନୁଧ୍ୟାନ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ଖଣି ପ୍ରଭାବିତ ଲହୁଣୀପଡ଼ା ବ୍ଲକରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି। ସୋମବାର ଦିନ ସେ ଲହୁଣୀପଡ଼ା ବ୍ଲକ...

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ଶିବସେନା

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ସମର୍ଥନ ଯୋଗାଡ଼ କରିବାରେ ଲାଗିପଡ଼ିଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏହାରି ମଧ୍ୟରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଘୋଷଣା କରିଛନ୍ତି ମହାରାଷ୍ଟ୍ରର...

ସରକାରୀ କର୍ମଚାରୀଙ୍କ ପାଇଁ ବଢ଼ିଲା ଗୃହ ନିର୍ମାଣ ଋଣ ସହାୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି। ଏବେ ଗୃହ ନିର୍ମାଣ ସହାୟତା ରାଶି ୨୫...

ମୃତ ନାଗେଶ୍ୱର ଭତ୍ରାଙ୍କ ୪ ଅନାଥ ଝିଅଙ୍କ ଦାୟିତ୍ଵ ନେବ ରାୟଗଡ଼ା ପ୍ରଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ବାପା ଚାଲିଯିବାର ଇତି ମଧ୍ୟରେ ୭ ବର୍ଷ ବିତି ଗଲାଣି। ମା’ ବି ୪ ଝିଅଙ୍କୁ ଛାଡ଼ି ଆରପାରିକୁ ଚାଲିଗଲେ। ବାପା ମା’ଙ୍କୁ ହରାଇ ଏବେ...

ସୋନପୁର: ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ସକାଳୁ ସକାଳୁ ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ...