ଜୁନ ୧୨ରେ ବାରବାଟୀରେ ଟି-୨୦ ମ୍ୟାଚ: ଜୁନ ୧ରୁ ମିଳିବ ଟିକେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁନ ୧୨ ତାରିଖରେ ବାରବାଟୀରେ ଟି-୨୦ ମ୍ୟାଚ। ଏହି ମ୍ୟାଚରେ ଓ୍ଵେଷ୍ଟ ଇଣ୍ଡିଜକୁ ଭେଟିବ ଟିମ୍ ଇଣ୍ଡିଆ। ଏଥର ବାରବାଟୀ ଷ୍ଟାଡିୟମରେ ବସି ଶତ ପ୍ରତିଶତ ଦର୍ଶକ ମ୍ୟାଚ୍ ଦେଖିବେ। ଏଥିପାଇଁ...
ପିଇବା ପାଣି ପାଇଁ ଡହଳ ବିକଳ ପରଜାପାତ୍ରପୁଟ ଗ୍ରାମବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗ୍ରୀଷ୍ମ ଦିନ ଶେଷ ହେବାକୁ ବସିଲାଣି। କିନ୍ତୁ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଲଗିରହିଛି ପାନୀୟ ଜଳର ଉତ୍କଟ ସମସ୍ୟା। ପିଇବା ପାଣି ପାଇଁ ଲୋକଙ୍କୁ ନାହିଁନଥିବା...
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ – ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଶେଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଆସନ୍ତା ୧୬ ତାରିଖରେ ହେବାକୁ ଯାଉଥିବା ତ୍ରିୟସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଲାଗି ସୋମବାର ସନ୍ଧ୍ୟା ୭ଟାରେ ପ୍ରଚାର ଶେଷ ହୋଇଛି। ବ୍ଲକ ହେଡକ୍ଵାଟରରୁ ବୁଥ ମୁହାଁ ହୋଇଛନ୍ତି...
‘ଅଗ୍ନିପଥ’ ଯୋଜନାକୁ ଦେଶବ୍ୟାପୀ ବିରୋଧ, ତେଜୁଛି ଆନ୍ଦୋଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ଅଗ୍ନିପଥ’ ଯୋଜନାକୁ ନେଇ ଦେଶବ୍ୟାପୀ ପ୍ରତିବାଦର ନିଆଁ ଜଳୁଛି। କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ନିଯୁକ୍ତି ଯୋଜନାକୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ତେଜିବାରେ ଲାଗିଛି। ସେନା ବାହିନୀରେ ନଯୁକ୍ତି ପାଇଁ...
ବିଜେଡିର ମେୟର ପ୍ରାର୍ଥୀ: ଭୁବନେଶ୍ଵରରେ ସୁଲୋଚନା, କଟକରୁ ସୁବାସ ଓ ବ୍ରହ୍ମପୁର ପାଇଁ ସଂଘମିତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ବିଜେଡି କାହାକୁ ମେୟର ପ୍ରାର୍ଥୀ କରିବ ସେ ନେଇ ଉଠିଥିବା ପ୍ରଶ୍ନ ଉପରୁ ପରଦା ହଟିଛି। ଶନିବାର ବିଜୁ ଜନତା ଦଳ(ବିଜେଡି) ଭୁବନେଶ୍ଵର, କଟକ...
ପୌର ନିର୍ବାଚନ: ମୈଦାନରେ ୮୨ କାଉନସିଲର ଓ ୪ ପୌର ଅଧ୍ୟକ୍ଷ ପ୍ରାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ା ପୌରାଞ୍ଚଳରେ ୮୨ ଜଣ ଓ୍ଵାର୍ଡ କାଉନସିଲର ପ୍ରାର୍ଥୀ ଏବଂ ୪ଜଣ ପୌର ଅଧ୍ୟକ୍ଷ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ନିର୍ବାଚନ ପାଇଁ ମାର୍ଚ୍ଚ ୧୪ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ...
ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ରେଜଲ୍ଟ ଆସିବା ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଦିନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା...
ଓଡ଼ିଶାରେ କେମିତି ପାଳନ ହୁଏ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ଓଡ଼ିଶା ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆମାନେ ଧୂମଧାମରେ ପାଳନ କରିଥାନ୍ତି...
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ସହ ଉପକୂଳ...
ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ବହୁଛି ପବନ। ମୌସୁମୀ...





















