ଗୁଜୁରାଟର ଅଡାଲଜ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଜୁରାଟର ଅଡାଲଜଠାରେ ଅବସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପବିତ୍ର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଗୁଣ୍ଡିଚା ମନ୍ଦିରର ରୂପ ନେଇଥିବା ମୁଖ୍ୟ ମନ୍ଦିରର ତଳତାଲା ସ୍ଥିତ କମ୍ୟୁନିଟି ହଲରେ...
ଜାଣନ୍ତୁ, କେମିତି ପ୍ରସ୍ତୁତ ହୁଏ ମହାପ୍ରଭୁଙ୍କ ଅଧରପଣା ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଲାଗି ହୋଇଥାଏ ଅଧରପଣା। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ।
ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ...
ରୁଚିକା ଆତ୍ମହତ୍ୟା ଘଟଣା: ରୁଚିକାଙ୍କ ମା’ଙ୍କୁ ଧାରଣାସ୍ଥଳରୁ ଉଠାଇନେଲା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟାକୁ ୧୦ ଦିନ ହେଲାଣି। ହେଲେ ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ। ନ୍ୟାୟ ପାଇଁ ବିଜେବି କଲେଜ ଆଗରେ ଧାରଣାରେ ବସିଥିବା ରୁଚିକାଙ୍କ ମା’ଙ୍କୁ ଆଜି...
ଆଜି ମହାପ୍ରଭୁଙ୍କ ଅଧରପଣା ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀ କ୍ଷେତ୍ରରେ ବଡ଼ ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ୯ଟି ମାଟି ହାଣ୍ଡିରେ ଲାଗି ହେବ ଅଧରପଣା। ଏହାପରେ ଚଣ୍ଡୀ ଚାମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଅଧରପଣା ହାଣ୍ଡି...
କୋଭିଡ୍ ଚିକିତ୍ସା ପାଇଁ ସୁନ୍ଦରଗଡ଼ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ରାଉରକେଲା ସରକାରୀ ଚିକିତ୍ସାଳୟରେ ଫ୍ଲୁ କ୍ଲିନିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାରେ ସମ୍ଭାବ୍ୟ କୋଭିଡ୍ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଜିଲ୍ଲାରେ କୋଭିଡ୍ ନିୟନ୍ତ୍ରଣ ପାଇଁ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ ଓ ଟିକାକରଣ ଉପରେ ଗୁରୁତ୍ୱ...
ଆତତାୟୀଙ୍କ ଟାର୍ଗେଟରେ ରାଜନେତା – ଆବ୍ରାହମ ଲିଙ୍କନଙ୍କଠାରୁ ସିଞ୍ଜୋ ଆବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାରମ୍ବାର ଆତତାୟୀଙ୍କ ଆକ୍ରୋସର ଶିକାର ହେଉଛନ୍ତି ଚର୍ଚ୍ଚିତ ରାଜନେତା। ବର୍ତ୍ତମାନ ପର୍ଯ୍ୟନ୍ତ ଆତତାୟୀଙ୍କ ହାତରେ ପ୍ରାଣ ହରାଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଆବ୍ରାହମ ଲିଙ୍କନଙ୍କଠାରୁ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ...
ଶରଧାବାଲିରୁ ଶ୍ରୀମନ୍ଦିର ବାହୁଡ଼ଛନ୍ତି ବଡ଼ ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡୁଛନ୍ତି ବଡ଼ଠାକୁର। ନବଦିନାତ୍ମକ ଯାତ୍ରା ପରେ ମାଉସୀ ମା’ଙ୍କ ଘରୁ ଫେରୁଛନ୍ତି କାଳିଆ ସାଆନ୍ତ। ସାଙ୍ଗରେ ଅଛନ୍ତି ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଚକ୍ରରାଜ...
କ୍ୟାମେରାମ୍ୟାନ ମାନସ ସ୍ଵାଇଁ ହତ୍ୟା ମାମଲା: ୮ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ଵାଇଁ ହତ୍ୟା ମାମଲାରେ ୮ ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ମାସନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସମ୍ପୂର୍ଣ୍ଣ ଓ୍ଵେବ ପୋର୍ଟାଲ ମାଲିକାଣୀ...
ରେଡ ଜୋନକୁ ଫେରିଲା ରାଜଧାନୀ: ମାସ୍କ ନପିନ୍ଧିଲେ ଦେବାକୁ ପଡ଼ିବ ଫାଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାକୁ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୫୧୨ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ କେବଳ...
ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ୁଛନ୍ତି ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡୁଛନ୍ତି ବଡ଼ଠାକୁର। ଶ୍ରୀମନ୍ଦିର ଫେରିବାକୁ ରଥ ପ୍ରସ୍ତୁତ ଭକ୍ତବି ପ୍ରସ୍ତୁତ। ଉଠୁଛି ପଡୁଛି ବଡ଼ଦାଣ୍ଡ। ୯ ଦିନର ଯାତ୍ରାପରେ ବଡ଼ ଦେଉଳକୁ ଫେରୁଛନ୍ତି କାଳିଆ ସାଆନ୍ତ।...





















