ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ!

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ବହୁଛି ପବନ। ମୌସୁମୀ...

ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ଦ୍ଵିତୀୟ ପର୍ଯ୍ୟାୟ ପାଇଁ ସଜବାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ମୋଟ ୭୨.୨ ପ୍ରତିଶତ ଅଧିକ ମତଦାନ ହୋଇଥିବା ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ...

ବିଜେବି କଲେଜ ଛାତ୍ରୀ ରୁଚିକା ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା, ଗୃହ ୧୧ଟା ୩୦ ଯାଏଁ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ...

ସରିଲା ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ତୃତୀୟ ପର୍ଯ୍ୟାୟ ପାଇଁ ସଜବାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୮.୩ ପ୍ରତିଶତ ମତଦାନ ହୋଇଥିବା...

ଏମିତି ବି ବଦଳେ ଭାଗ୍ୟ : ଦିନ ମଜୁରିଆରୁ ମଡେଲ ୬୦ ବର୍ଷୀୟ ମମ୍ମିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାଗ୍ୟ ଏମିତି ବି ପରିବର୍ତ୍ତନ ହୋଇପାରେ। ରାତାରାତି ଭାଗ୍ୟ ବଦଳିବା କୌଣସି ଚମତ୍କାରଠାରୁ କମ୍ ନୁହେଁ। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି କେରଳର ୬୦ ବର୍ଷ ବୟସ୍କ ମମ୍ମିକା, ଯିଏ ଦିନ...

ସିନେମା ହଲରେ ଜାତୀୟ ସଙ୍ଗୀତ ଗାନ ବାଧ୍ୟତାମୂଳକ ନୁହେଁ: ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସିନେମା ହଲରେ ଜାତୀୟ ସଙ୍ଗୀତଗାନକୁ ନେଇ ଆଜି ସୁପ୍ରିମକୋର୍ଟ ଏକ ଗୁରୁତ୍ଵପୁର୍ଣ୍ଣ ଶୁଣାଣି କରିଛନ୍ତି। ନିଜ ପୂର୍ବ ଆଦେଶକୁ ସଂଶୋଧନ କରି ସୁପ୍ରିମକୋର୍ଟ ସିନେମା ହଲରେ ଜାତୀୟ ସଙ୍ଗୀତ ଗାନ ବାଧ୍ୟତାମୂଳକ...

ଜୁନ ୬ରୁ ୧୬ ତାରିଖ ସ୍କୁଲ ଖରାଛୁଟି

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ମାତ୍ର ୧୦ ଦିନ ପାଇଁ ହେବ ସ୍କୁଲ ଖରାଛୁଟି। ଆସନ୍ତା ଜୁନ ୬ରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ଖରାଛୁଟି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପୂର୍ବରୁ...

ଅଲବିଦା କେକେ: କୋଲକାତା କନସର୍ଟ ହେଲା ଶେଷ ଠିକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ବଲିଉଡର ପ୍ରସିଦ୍ଧ ଗାୟକ କେକେ ଓରଫ କୁଷ୍ଣ କୁମାର କୁନ୍ନଥଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମାତ୍ର ୫୩ ବର୍ଷ ବୟସରେ ତାଙ୍କର ଅକାଳ ବିୟୋଗ ହୋଇଛି। କୋଲକାତାରେ ଏକ...

ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ଵରକୁ ସିଧାସଳଖ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ୱରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏନେଇ ଦୁବାଇରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିନା ଅପେକ୍ଷାରେ...

ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ଆଡଭାଇଜରି

ଓଡ଼ିଶାଲାଇଭ୍ ବ୍ୟୁରୋ ରୁଷ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ବିବାଦ ଆହୁରି ତୀବ୍ର ହୋଇ ଏହା ଯୁଦ୍ଧର ରୂପ ନେଇଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୋଲାଖୋଲି ଭାବେ ୟୁକ୍ରେନ୍ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ...