ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଶ୍ରୀଗୁଣ୍ଡିଚା ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାରେ ଶନିବାର ଦିନ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ଅନୁଷ୍ଠିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ପରଦିନ ବାରିପଦାଠାରେ ଏହି ପରାମ୍ପରା ପାଳନ...

ଓଡ଼ିଶା ବଜେଟ ୨୦୨୨-୨୩: ଶିକ୍ଷା କ୍ଷେତ୍ର ପାଇଁ ୨୭,୩୨୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ଟଙ୍କା ରହିଛି।...

ଓଡ଼ିଶା ବଜେଟ ୨୦୨୨-୨୩: ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୨, ୨୪୧ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ...

ବିଧାନସଭାରେ ନୂପୁର ଶର୍ମା ପ୍ରସଂଗକୁ ନେଇ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳଙ୍କ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ଗୃହରେ ଆଲୋଚନା ପାଇଁ ରାଜ୍ୟର ଅନେକ ସମସ୍ୟା ରହିଥିବାବେଳେ ନୂପୁର ଶର୍ମାଙ୍କ ବିବାଦୀୟ ବୟାନ ଉପରେ...

ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ଶ୍ରୀକ୍ଷେତ୍ରରେ। ଶୁକ୍ରବାର ରାତିରେ ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ସୂଚନା...

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। କୋଭିଡ କଟକଣା ମଧ୍ୟରେ ଚାଲିବ ୨୪ ଦିନିଆ କାର୍ଯ୍ୟ ଦିବସ। ଶନିବାର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ...

ନୟାଗଡ଼ରେ ଶ୍ରୀଗୁଣ୍ଡିଚା ଯାତ୍ରା, ଦୁଇ ବର୍ଷ ପରେ ବଡ଼ଠାକୁରଙ୍କୁ ପାଖରେ ପାଇଲେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ ଓ କିଶୋର କୁମାର ମହାପାତ୍ର): ମହା ଆଡ଼ମ୍ବରରେ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ପୁରୀ ବ୍ୟତୀତ ବିଭିନ୍ନ ସ୍ଥାନରେ ମଧ୍ୟ ରଥଯାତ୍ରା ପାଳନ କରୁଛନ୍ତି...

ବଡ଼ଦାଣ୍ଡରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ଦୁଇ ବର୍ଷ ପରେ ରଥଯାତ୍ରାରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଶ୍ରୀଗୁଣ୍ଡିଚା...

ଅଧା ରହିଗଲା ରଥଯାତ୍ରା ଫଟୋ ସଂଗ୍ରହ ସ୍ଵପ୍ନ: ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଧୁରା ରହିଗଲା ରଥଯାତ୍ରା ବେଳେ ଫଟୋ ସଂଗ୍ରହ କରିବା ସ୍ଵପ୍ନ। ବଡ଼ଦାଣ୍ଡରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଜୀବନ। ରଥଯାତ୍ରା ଫଟୋ ସଂଗ୍ରହ କରିବାକୁ ଶୁକ୍ରବାର...

ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...