ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ: ଅନୁଷ୍ଠିତ ହେଲା ସର୍ବଦଳୀୟ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁାରୋ
ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଦିନ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନର ସୁପରିଚାଳନା...
ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଭୂତତ୍ତ୍ଵବିତ୍ ସତ୍ୟମ୍ବଦ ପାତ୍ରଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରବସାଗରରେ ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ରହିଛନ୍ତି। ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର ସତ୍ୟମ୍ବଦ ପାତ୍ର। ସତ୍ୟମ୍ବଦ ଓଏନଜିସିରେ...
ପୁରୀରେ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ମହାପ୍ରଭୁଙ୍କର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଅନୁଷ୍ଠିତ ହୋଇଛି। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତ। ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ...
ଆକାଶ ଅମ୍ବାନୀ ସମ୍ଭାଳିବେ ‘ରିଲାଏନ୍ସ ଜିଓ’ କମାଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଟେଲିକମ୍ ୟୁନିଟ ‘ରିଲାଏନ୍ସ ଜିଓ’ ବୋର୍ଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ମୁକେଶ ଅମ୍ବାନୀଙ୍କ ସ୍ଥାନ ନେବେ ତାଙ୍କ ବଡ଼ ପୁଅ ଆକାଶ ଅମ୍ବାନୀ।...
ଛାତ୍ରଛାତ୍ରୀଙ୍କ ଟିକାକରଣ ବଢ଼ାଇବାକୁ ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପୁଣି ମୁଣ୍ଡ ଟେକିଛି କୋଭିଡ। ଦିନକୁ ଦିନ କୋଡଭି ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନେଇ ଚିନ୍ତା ବଢ଼ିଛି। ଏହାରି ମଧ୍ୟରେ ଛାତ୍ରଛାତ୍ରୀଙ୍କ ଟିକାକରଣ ବଢ଼ାଇବା ଲାଗି ସ୍ଵାସ୍ଥ୍ୟ...
ବିଦ୍ରୋହୀ ବିଧାୟକଙ୍କୁ ମନେଇବାକୁ ଉଦ୍ଧବ ଠାକରେଙ୍କ ଆଉ ଏକ ପ୍ରୟାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ମୁଣ୍ଡ ଟେକିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବିଦ୍ରୋହୀ ବିଧାୟକଙ୍କୁ ମନେଇବା ପାଇଁ ପୁଣି ଏକ ପ୍ରୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆପୋସ ଆଲୋଚନା କରି ନିଜ ନିଜ ଭିତରେ...
ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...
ଆସିଲା ଅଭିନେତା ରାଈମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ: ଶ୍ଵାସରୁଦ୍ଧ କାରଣରୁ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଭିନେତା ରାଈମୋହନ ପରିଡ଼ାଙ୍କ ପୋର୍ଷ୍ଟମର୍ଟମ ରିପୋର୍ଟ ଆସିଛି। ମଙ୍ଗଳବାର ଦିନ ଆସିଥିବା ରିପୋର୍ଟରେ ଶ୍ଵାସରୁଦ୍ଧ କାରଣରୁ ରାଈମୋହନଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି। କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କମିଶନରେଟ ପୋଲିସକୁ ପୋଷ୍ଟମର୍ଟମ...
ହେମଗିର ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ହେମଗିର ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଉପସ୍ଥିତ ରହି ଜନସାଧାରଣଙ୍କ...
ବନ୍ଧୁଙ୍କ ମୃତ୍ୟୁକୁ ନେଇ ଅଡ଼ୁଆରେ ବୀରେନ୍ଦ୍ର ଲାକ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ବନ୍ଧୁ ଆନନ୍ଦ ଟପ୍ପୋଙ୍କ ମୃତ୍ୟୁକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରା। ବୀରେନ୍ଦ୍ର ଲାକ୍ରାଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଆନନ୍ଦଙ୍କ ପିତା ବନ୍ଧନା ଟପ୍ପୋ।...




















