ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶନିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ପରୀକ୍ଷା ଖାତାର...

‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନ ମିଟ୍-୨୦୨୨’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋ’ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଆକାଶ ଦାସନାୟକ...

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ରାଈମୋହନ ପରିଡ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ଦେଖିବାକୁ ମିଳିବନି ସେ ଦମଦାର ଅଭିନୟ, ଶୁଭିବନି ଦର୍ଶକଙ୍କୁ ଥରହର କରିବା ଭଳି ସ୍ଵର। ସବୁ ଦିନ ପାଇଁ ନୀରବୀ ଗଲେ ଓଡ଼ିଆ ସିନେ ଜଗତର ସୁପରିଚିତ ଅଭିନେତା ରାଈମୋହନ...

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ରାଷ୍ଟ୍ରୀୟ ସେବା ଯୋଜନା ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜୁନ୍ ୨୬ ତାରିଖ ଅନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଏବଂ...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବିଶ୍ଵକୁ ବାଟ ଦେଖାଇବ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା। ଓ୍ଵାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ...

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ସାଂସଦ ଭାବେ ଶୁକ୍ରବାର ଦିନ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ...

ରାଈମୋହନ – ଖଳନାୟକ ନୁହେଁ, ସେ ଥିଲେ ନାୟକ

ନୀଳାମ୍ବର ରଥ [youtube https://www.youtube.com/watch?v=RcbT4KkTKjY] ରାଈ। ରାଈମୋହନ। ଖଳନାୟକ ରାଈମୋହନ ପରିଡ଼ା। କ୍ଷମା କରିବେ, ରାଈମୋହନ ଖଳନାୟକ ନଥିଲେ, ଥିଲେ ନିଜ ଜୀବନ କାହାଣୀର ନାୟକ। ସିନେମା ବା ଟେଲିଭିଜନ୍ ପରଦାରେ ଏବଂ ରଙ୍ଗମଞ୍ଚ ବା ଅପେରାରେ...

ଝୁଲନ୍ତା ଅବସ୍ଥାରେ ଅଭିନେତା ରାଈମୋହନ ପରିଡ଼ାଙ୍କ ମୃତଦେହ ଉଦ୍ଧାର

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=RcbT4KkTKjY] ଓଲିଉଡ ଅଭିନେତା ରାଇମୋହନ ପରିଡ଼ାଙ୍କର ଝୁଲନ୍ତା ମୃତ ଦେହ ପୋଲିସ୍ ଉଦ୍ଧାର କରିଛି। ଶୁକ୍ରବାର ଭୁବନେଶ୍ଵର ପ୍ରାଚୀ ବିହାର ସ୍ଥିତ ନିଜ ବାସଭବନରେ ଝୁଲନ୍ତା ଅବସ୍ଥା ରାଇମୋହନଙ୍କୁ ଦେଖିବା ପରେ...

ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ଲାଗି ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ତଥା...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା! ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ...