ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ। ପ୍ରାର୍ଥିପତ୍ର ଦାଖଲ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁନ ୨୪ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ। ଗୁରୁବାର ଦିନ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ...

ଦାୟିତ୍ୱ ଗ୍ରହଣ କଲେ ସୁନ୍ଦରଗଡ଼ ନୂଆ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ଗୁରୁବାର ଦିନ ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି...

ଏମିତି ବି ଆସେ ମୃତ୍ୟୁ: ବର୍ଷାପାଣି ଜମିଥିବା ଖାଲରେ ପଡ଼ି ଚାଲିଗଲା ୪ ଶିଶୁଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ଅପରାହ୍ଣରେ ଏକ ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ଖାଲରେ ଜମା ହୋଇଥିବା ବର୍ଷା ପାଣିରେ ପଡ଼ି ପ୍ରାଣ ହରାଇଛନ୍ତି ୪ ଜଣ ଶିଶୁ। ମୃତ ଶିଶୁମାନେ ହେଲେ ଦଶମନ୍ତପୁର...

ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ସାମିଲ ହେବ ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୨୪ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ...

ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ସାମାଜିକ ସମ୍ପର୍କ ସୁଦୃଢ଼ କରିବାକୁ ପଡ଼ିବ: ଆକାଶ ଦାସନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟଠାରେ ‘ମାନସିକ ସ୍ୱାସ୍ଥ୍ୟ’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଏବଂ ବିଶ୍ୱବିଦ୍ୟାଳୟସ୍ତରରୁ...

ଜୀବନ ଜଗନ୍ନାଥ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୧)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

କାଉନସିଲରରୁ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏ ପକ୍ଷରୁ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ସମସ୍ତଙ୍କ ମନରେ ଉତ୍କଣ୍ଠା ପ୍ରକାଶ ପାଇଛି ଜାଣିବାକୁ ଦ୍ରୌପଦୀ ମୁର୍ମୁ କିଏ ଏବଂ ବିଜେପି କାହିଁକି ତାଙ୍କୁ ପ୍ରାର୍ଥୀ ଭାବେ...

ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମରେ ପହଞ୍ଚିବା ପରେ ବୁଧବାର ଦିନ ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନବୀନ...

ଦ୍ରୌପଦୀ ମୁର୍ମୁଙ୍କୁ ଜେଡ୍ ପ୍ଲସ ସୁରକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏ ପକ୍ଷରୁ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ଏବେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତାଙ୍କୁ ଜେଡ୍ ପ୍ଲସ ସୁରକ୍ଷା ଯୋଗାଇ ଦିଆଯାଇଛି। କୁହାଯାଉଛି ଯେ, ଆଇବିର...