ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ସାଂସଦ ଭାବେ ଶୁକ୍ରବାର ଦିନ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ...

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୪ ବିଜେଡି ପ୍ରାର୍ଥୀ। ଆଜି, ମେ’ ୩୧ ତାରିଖ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାରୁ ୪...

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ଦାଖଲ ହେବ ପ୍ରାର୍ଥିପତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ଉପନିର୍ବାଚନ ପାଇଁ ଗୁରୁବାର ଦିନ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆସନ୍ତା ଜୁନ ୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ। ଆସନ୍ତା...

ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକ୍ରିୟ ରହିଛି କାଳବୈଶାଖୀ। ଆଗକୁ ମଧ୍ୟ କାଳାବୈଶାଖୀର ପ୍ରଭାବ ରହିବ। ଏହା ପ୍ରଭାବରେ ଘଡ଼ଘଡ଼ି ଓ ବିଜୁଳି ସହିତ ବର୍ଷା ହେବ। କାଳବୈଶାଖୀ ନେଇ ରାଜ୍ୟର ୬ଟି...

ରାଜ୍ୟରେ ରେକର୍ଡ ଭାଙ୍ଗୁଛି ତାତି, ଆହୁରି ଅସହ୍ୟ ହେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି ଗରମ। ରାଜ୍ୟବାସୀ ଅସମ୍ଭାଳ ଖରା ତାତିରେ ଆଉଟୁପାଉଟୁ ହେଉଛନ୍ତି। ଆଗକୁ ଆହୁରି ତାପମାତ୍ରାରେ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।...

ରାଜ୍ୟରେ ମହଙ୍ଗା ହେବ ବସ୍ ଯାତ୍ରା, ବଢ଼ିଲା ଭଡ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା। ଦେଶ ତଥା ରାଜ୍ୟରେ ଲଗାତର ୧୦ ଦିନ ହେଲା ଡିଜେଲ ଏବଂ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବସ୍ ଭଡ଼ାରେ...

ରାଜ୍ୟରେ ବଢ଼ିଲା ଆଳୁ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧିର ପ୍ରଭାବ ଏବେ ଆଳୁ ଉପରେ ପଡ଼ିଛି। ରାଜ୍ୟରେ ଆଳୁ କେଜି ପିଛା ୨ରୁ ୩ ଟଙ୍କା ବୃଦ୍ଧି ହୋଇଛି। ପୂର୍ବରୁ କେଜି ପିଛା ୨୦...

ରାଜ୍ୟରେ ବଢ଼ିବ ତାତି: ଦିନ ୧୧ଟାରୁ ୩ଟା ଗଡ଼ିବନି ବସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୬ ତାରିଖଠାରୁ ରାଜ୍ୟରେ ଅସହ୍ୟ ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏହାର ମୁକାବିଲା ପାଇଁ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏହା...

ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମଣ, ୨୯୮ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୨୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୧୯ ଜଣ...

ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଡିଜେଲ ଏବଂ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହେଉଥିବାରୁ ରାଜ୍ୟରେ ଗତ ମାର୍ଚ୍ଚ ୩୧ ତାରିଖରେ ବସ୍ ଭଡ଼ାରେ ବୃଦ୍ଧି କରାଯାଇଥିଲା। ସୋମବାର ପୁଣି ଥରେ ବସ୍ ଭଡ଼ାରେ ବୃଦ୍ଧି କରାଯାଇଛି। ଏ...