ଆର୍ମି ଯବାନଙ୍କଠାରୁ ଭିନ୍ନ ରହିବ ‘ଅଗ୍ନିବୀର’ଙ୍କ ପରିଚୟ: ପ୍ରତିରକ୍ଷା ମନ୍ତ୍ରାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ଦିନରେ ଇଣ୍ଡିଆନ ଆର୍ମିର ପ୍ରମୁଖ ଅଂଶ ହେବାକୁ ଯାଉଛନ୍ତି ‘ଅଗ୍ନିବୀର’। ଅଗ୍ନିବୀରଙ୍କୁ ମିଳିବାକୁ ଥିବା ସୁବିଧା ଏବଂ ସର୍ତ୍ତ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ମନ୍ତ୍ରାଳୟ ପକ୍ଷରୁ...

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ଆତ୍ମହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଝୁଲନ୍ତା ମୃତ ଦେହ ତାଙ୍କ ଭଡ଼ାଘରୁ ପୋଲିସ୍ ଜବତ କରିଛି। ଭୁବନେଶ୍ଵର ନୟାପଲ୍ଲୀ ଗଡ଼ସାହି ଭଡ଼ାଘରେ ସୋମବାର ସକାଳୁ ରଶ୍ମିରେଖାଙ୍କୁ ଝୁଲନ୍ତା ଅବସ୍ଥାରେ ଘର...

ଜୁନ ୨୦ରୁ ରୋମ ଏବଂ ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ଜୁନ ୨୦ ତାରିଖରେ ଏକାଧିକ ଅଧିକାରୀଙ୍କୁ ସାଙ୍ଗରେ ଧରି ରୋମ ଏବଂ ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ...

ବିବାହ ପାଇଁ ଆସିଲେନି: ତିର୍ତ୍ତୋଲ ବିଧାୟକଙ୍କ ନାଁରେ ଏତଲା ଦେଲେ ପ୍ରେମିକା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମେ ପ୍ରେମ ତା’ ପରେ ବିବାହ ପାଇଁ ପ୍ରତିଶ୍ରୁତି, ଆଉ ତା’ ପରେ ପ୍ରତାରଣା। ଏଭଳି କିଛି ଅଭିଯୋଗ ଆଣି ଜଣେ ବିଧାୟକଙ୍କ ବିରୋଧରେ ଏତଲା ଦେଇଛନ୍ତି ପ୍ରେମିକା। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ...

ରଥଯାତ୍ରା ପ୍ରସ୍ତୁତିର ସ୍ଵତନ୍ତ୍ର ସମୀକ୍ଷା: ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସ୍ଵତନ୍ତ୍ର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ସ୍ଵତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି...

ଦେଶରେ କୋଭିଡ ସ୍ଥିତି ଅଣାୟତ: ୨୪ ଘଣ୍ଟାରେ ୭,୫୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ୨୪ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ପୁଣି କାୟା ବିସ୍ତାର ଆରମ୍ଭ କରିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭,୫୮୪ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ମହାରାଷ୍ଟ୍ର...

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା: ୪ ବର୍ଷର ଚାକିରି ପୂରଣ ପରେ ଅଗ୍ନିବୀରଙ୍କୁ ମିଳିବ ସିଏପିଏଫ୍ ଏବଂ ଆସାମ...

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ନିଯୁକ୍ତି ଯୋଜନାକୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ଜୋର ଧରିଥିବାବେଳେ ଏହାରି ମଧ୍ୟରେ ଶନିବାର ଗୃହମନ୍ତ୍ରାଳୟ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଗୃହମନ୍ତ୍ରାଳୟ ପକ୍ଷରୁ ହୋଇଥିବା...

ଶସ୍ତା ହେଲା ଖାଇବା ତେଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଖାଇବା ତେଲ ମୂଲ୍ୟରେ ବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିଯାଇଥିଲେ ସାଧାରଣ ଗ୍ରାହକ। ବଜାରକୁ ଗଲେ ଦେଖିଚାହିଁ ତେଲ କିଣୁଥିଲେ। କିନ୍ତୁ ଏବେ ଗ୍ରାହକଙ୍କ ପାଇଁ ଖୁସି ଖବର ନେଇ ଆସିଛନ୍ତି ଖାଇବା...

ପ୍ରତ୍ୟେକ ଜୀବନ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,...

‘ଅଗ୍ନିପଥ’ ଆନ୍ଦୋଳନ: ପୋଲିସ୍ ଗୁଳିରେ ପ୍ରାଣ ହରାଇଲେ ଜଣେ ଆନ୍ଦୋଳନକାରୀ

 ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ନିଯୁକ୍ତି ଯୋଜନାକୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ତେଜିବାରେ ଲାଗିଛି। ତେଲେଙ୍ଗାନା ସ୍ଥିତ ସିକନ୍ଦରାବାଦ ରେଳଓ୍ଵେ ଷ୍ଟେସନରେ ଶୁକ୍ରବାର ସକାଳଠାରୁ ‘ଅଗ୍ନିପଥ’ ବିରୋଧି ଆନ୍ଦୋଳନ ଜାରି ରହିଛି।...