ଖରାରେ ଶିଝୁଛନ୍ତି ରାଜ୍ୟବାସୀ, ମେ’ ୨ ଯାଏଁ ନିସ୍ତାର ନାହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବଳ ଖରା ତାତିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ସର୍ବାଧିକ ତାପମାତ୍ରା ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଆଗକୁ ତାପମାତ୍ରାରେ ବୃଦ୍ଧି ହୋଇ ୪୭...

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୨୯ତାରିଖଠାରୁ ରାଜ୍ୟର ବିଭିନ୍ନ ହାଇସ୍କୁଲରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଛି। ମାଟ୍ରିକ ସମେଟିଭ୍-୨, ମଧ୍ୟମା ଓ...

ନୟାଗଡ଼ ସିଡିଏମ୍ଓଙ୍କ କଡ଼ା ନିର୍ଦ୍ଦେଶ: ସରକାରୀ ବାସଭବନରେ ରୋଗୀଙ୍କଠାରୁ ଟଙ୍କା ନେଇ ଚିକିତ୍ସା କରିବେ ନାହିଁ ଡାକ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ କୌଣସି ଡାକ୍ତର ନିଜ ସରକାରୀ ବାସଭବନରେ ରୋଗୀଙ୍କଠାରୁ ଫି’ ଆଦାୟ କରି ଚିକିତ୍ସା ଯୋଗାଇବେ ନାହିଁ ବୋଲି ସିଡିଏମ୍ଓ ଡାକ୍ତର ମକରନ୍ଦ ବେଉରା କଡ଼ା...

ଗଜପତି ଜିଲ୍ଲାରେ ଜଳବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି କେ ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ଛେଳିଗଡ଼ ଜଳସେଚନ (ଜଳବିଦ୍ୟୁତ)...

‘ହେଲୋ ଇଣ୍ଡିଆ’ ଟେଲିଭିଜନର ଏକ ଭିନ୍ନ ଅଧ୍ୟାୟ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୧୪)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

ମଧୁବାବୁଙ୍କ କବିତାରେ ଓଡ଼ିଆ ଜାତୀୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ମଧୁବାବୁଙ୍କ...

ଏପ୍ରିଲ ୨୮ରୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଏପ୍ରିଲ ୨୮ ତାରିଖରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ପୋଲିସ ଏବଂ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ରକୁ ହବରୁ ବିଭିନ୍ନ ପରୀକ୍ଷା...

ଉତ୍କଳ ଗୌରବ ମଧୁସୂଦନ ଦାସ – ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବରେଣ୍ୟ କର୍ଣ୍ଣଧାର

ଡକ୍ଟର ଭାଗ୍ୟଲିପି ମଲ୍ଲ [youtube https://www.youtube.com/watch?v=Jq66SMtS8qk] ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶାଲାଇଭ୍‌ର ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ମଧୁ ବାବୁଙ୍କ ଜୀବନୀ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍‌ର ଏକ ପ୍ରୟାସ। ଉତ୍କଳ...

ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣାରେ ଉତ୍କର୍ଷ: ଏଆଇପିଏଚ୍ ବିଶ୍ୱବିଦ୍ୟାଳୟକୁ ‘ଆଉଟ୍‌ଷ୍ଟାଣ୍ଡିଂ ୟୁନିଭର୍ସିଟି’ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଓଡ଼ିଶାର ପ୍ରଥମ ଉଚ୍ଚ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟକୁ ‘ଆଉଟ୍‌ଷ୍ଟାଣ୍ଡିଂ ୟୁନିଭର୍ସିଟି’ ପୁରସ୍କାର ମିଳିଛି। ଶିକ୍ଷା କ୍ଷେତ୍ରରେ ସାମଗ୍ରିକ ଭାବେ ଉତ୍କର୍ଷ ପାଇଁ...

ବଦଳିଲା ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ପରୀକ୍ଷା ସୂଚୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଏପ୍ରିଲ ୨୯ ତାରିଖଠାରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପରୀକ୍ଷା ସୁପରିଚାଳନା ନିମନ୍ତେ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକ ଉପରେ ୨୪ ଘଣ୍ଟା...