ଗଜପତି ଜିଲ୍ଲାରେ ଜଳବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି କେ ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ଛେଳିଗଡ଼ ଜଳସେଚନ (ଜଳବିଦ୍ୟୁତ)...
‘ହେଲୋ ଇଣ୍ଡିଆ’ ଟେଲିଭିଜନର ଏକ ଭିନ୍ନ ଅଧ୍ୟାୟ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୧୪)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...
ମଧୁବାବୁଙ୍କ କବିତାରେ ଓଡ଼ିଆ ଜାତୀୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ମଧୁବାବୁଙ୍କ...
ଏପ୍ରିଲ ୨୮ରୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଏପ୍ରିଲ ୨୮ ତାରିଖରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ପୋଲିସ ଏବଂ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ରକୁ ହବରୁ ବିଭିନ୍ନ ପରୀକ୍ଷା...
ଉତ୍କଳ ଗୌରବ ମଧୁସୂଦନ ଦାସ – ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବରେଣ୍ୟ କର୍ଣ୍ଣଧାର
ଡକ୍ଟର ଭାଗ୍ୟଲିପି ମଲ୍ଲ
[youtube https://www.youtube.com/watch?v=Jq66SMtS8qk]
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶାଲାଇଭ୍ର ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ମଧୁ ବାବୁଙ୍କ ଜୀବନୀ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍ର ଏକ ପ୍ରୟାସ।
ଉତ୍କଳ...
ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣାରେ ଉତ୍କର୍ଷ: ଏଆଇପିଏଚ୍ ବିଶ୍ୱବିଦ୍ୟାଳୟକୁ ‘ଆଉଟ୍ଷ୍ଟାଣ୍ଡିଂ ୟୁନିଭର୍ସିଟି’ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଓଡ଼ିଶାର ପ୍ରଥମ ଉଚ୍ଚ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟକୁ ‘ଆଉଟ୍ଷ୍ଟାଣ୍ଡିଂ ୟୁନିଭର୍ସିଟି’ ପୁରସ୍କାର ମିଳିଛି। ଶିକ୍ଷା କ୍ଷେତ୍ରରେ ସାମଗ୍ରିକ ଭାବେ ଉତ୍କର୍ଷ ପାଇଁ...
ବଦଳିଲା ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ପରୀକ୍ଷା ସୂଚୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଏପ୍ରିଲ ୨୯ ତାରିଖଠାରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପରୀକ୍ଷା ସୁପରିଚାଳନା ନିମନ୍ତେ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକ ଉପରେ ୨୪ ଘଣ୍ଟା...
ପୁରୀରେ ପଦଯାତ୍ରା ପାଇଁ ମିଳିଲାନି ଅନୁମତି, ମହାପ୍ରଭୁଙ୍କ ଦର୍ଶନ କରି ଫେରିଲେ ଅପରାଜିତା ଷଡ଼ଙ୍ଗୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ପଦଯାତ୍ରା ପାଇଁ ଅନୁମତି ନମିଳିବାରୁ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଫେରିଛନ୍ତି। ଅନ୍ୟପଟେ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି...
କୋଭିଡ ମୁକାବିଲା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ବୃଦ୍ଧି ପାଉଥିବା କୋଭିଡ ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚିନ୍ତା ବ୍ୟକ୍ତ କରିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ କୋଭିଡ ସ୍ଥିତିର ସମୀକ୍ଷା କରିବା ସହ କୋଭିଡ ପରିସ୍ଥିତିର ମୁକାବିଲା ନେଇ...
ପୁଣି କୋଭିଡ ଚିନ୍ତା: ଦେଶରେ ୨,୯୨୭ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଚିନ୍ତା ବଢ଼ାଇଛି କରୋନା। ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ ଜଣ ନୂଆ କୋଭିଡ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଦେଶର ରାଜଧାନୀ ଦିଲ୍ଲୀରେ ସର୍ବାଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...





















