ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇଥିବାବେଳେ ଆସନ୍ତା ୮ ତାରିଖରେ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ୮ ତାରିଖ...
ଏ ମାଟିର କନ୍ୟା
ନବୀନ ପଟ୍ଟନାୟକ
“ମୁଁ ଦ୍ରୌପଦୀ ମୁର୍ମୁ...”। ଜୁଲାଇ ୨୫ ତାରିଖ ସମୟ ପୂର୍ବାହ୍ନ ୧୦.୧୪ ମିନିଟ୍। ଆମ ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିର ନୂଆଦିଲ୍ଲୀର ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ ଏହି ଶବ୍ଦ ଉଚ୍ଚାରିତ...
ମମତାଙ୍କ ମନ୍ତ୍ରିମଣ୍ଡଳରୁ ବିଦାହେଲେ ପାର୍ଥ ଚାଟାର୍ଜୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁର୍ନୀତି ଅଭିଯୋଗରେ ଛନ୍ଦି ହେବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଘୋଟାଲାରେ ଫସିଥିବା ପାର୍ଥ ଚାଟାର୍ଜୀଙ୍କୁ...
ଓଡ଼ିଶା ବାହାରୁ ରିପୋର୍ଟିଂର ପରମ୍ପରା – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୪)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...
“ରାଷ୍ଟ୍ରପତ୍ନୀ” କହି ଅଡ଼ୁଆରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ବଦଳରେ ରାଷ୍ଟ୍ରପତ୍ନୀ କହି ଅଡ଼ୁଆରେ ପଡ଼ିଛନ୍ତି କଂଗ୍ରେସର ଲୋକସଭା ସାଂସଦ ଅଧୀର ରଞ୍ଜନ ଚୌଧୁରୀ। ଏହି ଘଟଣାକୁ ନେଇ ବିବାଦ ବଢ଼ିବା ପରେ ସଫେଇ ଦେଇଛନ୍ତି...
ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ ‘ଏ ମାଟିର କନ୍ୟା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ। ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ଏ ମାଟିର କନ୍ୟା’ ଶୀର୍ଷକରେ ମୁଖ୍ୟମନ୍ତ୍ରୀଙ୍କ ଆଲେଖ୍ୟକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ଓଡ଼ିଶା ମାଟିର ଝିଅ...
ପୁରୀରେ ନିର୍ମାଣ ହେବ ଗ୍ରୀନଫିଲ୍ଡ ଏୟାରପୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ପୁରୀରେ ନିର୍ମାଣ ହେବ ଗ୍ରୀନଫିଲ୍ଡ ଏୟାରପୋର୍ଟ। ଏଥିନିମନ୍ତେ ସିପସରୁବାଲିର ଗିରଳଠାରେ ଚିହ୍ନଟ ହୋଇସାରିଛି ୧୫ ଶହ ଏକର ଜମି। ଖୁବ୍ଶୀଘ୍ର ଅଧିଗ୍ରହଣ କାର୍ଯ୍ୟ ଆରମ୍ଭ ହେବ। ଏ ସମ୍ପର୍କରେ ଇଡ୍କୋର...
ନୟାଗଡ଼: ନାବାଳିକା ଦୁଷ୍କର୍ମ ମାମଲାରେ ପୋଲିସ କର୍ମଚାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ନାବାଳିକା ଦୁଷ୍କର୍ମ ମାମଲାରେ ପୋଲିସ କର୍ମଚାରୀକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡ ସହ ୬୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ନୟାଗଡ଼ ଜିଲ୍ଲା ଫାଷ୍ଟଟ୍ରାକ କୋର୍ଟର...
କାଶୀପୁରରେ ଥମୁନି ହଇଜା, ୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା କାଶୀପୁରରେ ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମ ସତ୍ତ୍ୱେ ହଇଜା ସ୍ଥିତି ଆୟତ୍ତକୁ ଆସୁନି। କ୍ରମଶଃ ବଢ଼ିଚାଲିଛି ରୋଗୀଙ୍କ ସଂଖ୍ୟା।...
ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୯୪ ଓ ବାଣିଜ୍ୟରେ ୮୯ ପ୍ରତିଶତ ପାସହାର
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଅପରାହ୍ଣ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଏବଂ...