ଭାରତକୁ ଆମେରିକାର ଚେତାବନୀ: ରୁଷ ସହ ସମ୍ପର୍କକୁ ସୀମିତ କରୁ ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ରୁଷ ସହ ସମ୍ପର୍କ ନିବିଡ଼ କଲେ ଭାରତକୁ ଏହାର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଆମେରିକା କହିବା ସହ ରୁଷ ସହ ସମ୍ପର୍କକୁ ସୀମିତ କରିବା ପାଇଁ ପରାମର୍ଶ ଦେଇଛି। ଅନ୍ୟ...

ଶପଥ ନେଲେ କଟକ ନୂଆ ମେୟର ସୁବାସ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ମହାନଗର ନିଗମର ନବନିର୍ବାଚିତ ମେୟର ସୁବାସ ସିଂ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ମୋଟ ୫୯ ଓ୍ଵାର୍ଡର କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି। ଶପଥ ଗ୍ରହଣ ପାଇଁ କଟକ...

ରୋଷଘର ଚୁଲି ଭଙ୍ଗା ଘଟଣା: ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ଇତିହାସରେ ପ୍ରଥମ ଘଟଣା ଘଟିଛି। କଡ଼ା ସୁରକ୍ଷା ସତ୍ତ୍ଵେ ବଡ଼ଦେଉଳ ରୋଷଘର ଚୁଲି ଭଙ୍ଗା ଘଟଣାକୁ ନେଇ ଏବେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ...

ବେଲଗାମ ପେଟ୍ରୋଲ ଏବଂ ଡିଜେଲ ଦର: ୧୬ ଦିନରେ ୧୪ ଥର ବଢ଼ିଲାଣି

ଓଡ଼ିଶାଲାଇଭ୍ ବ୍ୟୁରୋ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ବ୍ରେକ୍ ଲାଗିବାର ନା ଧରୁନି। ୧୬ ଦିନ ହେଲା ଲଗାତର ବଢ଼ି ଚାଲିଛି ପେଟ୍ରୋଲ ଏବଂ ଡିଜେଲର ଦର। ୧୬ ଦିନରେ ୧୪ ଥର ତେଲ...

ସଙ୍କଟରେ ପାକିସ୍ତାନ: ଚୌକି ହରାଇବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ!

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନ ରାଜନୀତିରେ ଏବେ ଉତ୍‌ଥାନ ପତନ ଜାରି ରହିଛି। ଏପରିକି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଚୌକି ମଧ୍ୟ ସଙ୍କଟରେ ରହିଛି। ଦିନକୁ ଦିନ ପାକିସ୍ତାନ ପ୍ରଧାମନ୍ତ୍ରୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ସଙ୍କଟରେ...

ଆଗକୁ ରାଜ୍ୟସଭା ନିର୍ବାଚନ: ରେସ୍‌ରେ କିଏ ହେବେ ସାମିଲ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ମାସରେ ହେବ ରାଜ୍ୟସଭା ନିର୍ବାଚନ। କିଏ ଏହି ରେସ୍‌ରେ ସାମିଲ ହେବେ ତାକୁ ନେଇ ଏବେ ସବୁଠି ଚର୍ଚ୍ଚା। ଓଡ଼ିଶାର ତିନି ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ସେମାନେ...

ଭୁବନେଶ୍ଵର ପଳାଶୁଣୀ ଭୟାନକ ସିରିଜ୍ ଦୁର୍ଘଟଣା – ଏକ ଦୁର୍ଘଟଣା ନା ସ୍ପଷ୍ଟ ଦିବାଲୋକରେ ହତ୍ୟା?

ନୀଳାମ୍ବର ରଥ ବେପରୁଆ ଭାରିଯାନ ଚାଳନା ଆମ ରାଜ୍ୟରେ ସଡ଼କକୁ କିପରି ମୃତ୍ୟୁ ପଥରେ ପରିଣତ କରିଛି ଭୁବନେଶ୍ଵର ପଳାଶୁଣୀ, କଟକର ୪୨ ମୌଜା ଏବଂ ରାଜଗାଙ୍ଗପୁରର ତିନୋଟି ଦୁର୍ଘଟଣା ତା’ର ତାଜା ଉଦାହରଣ।...

ନୃତ୍ୟ ସଂଗୀତରେ ସରିଲା ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହି ଉତ୍ସବରେ ଯୋଗ ଦେଇଥିଲେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଲୋକେ। ବିଭିନ୍ନ ରକମର ଘରକରଣା ଉପକରଣ ସାଙ୍ଗକୁ...

ବଡ଼ଦେଉଳ ଚୁଲି ଭଙ୍ଗା ଘଟଣା: ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ – ପୁରୀ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ଇତିହାସରେ ପ୍ରଥମ ଘଟଣା ଘଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବଡ଼ଦେଉଳରେ ବିଶୃଙ୍ଖଳା ସୀମା ଟପିଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଶ୍ରୀମନ୍ଦିର ରୋଷଶାଳାରେ ପଶି ପ୍ରାୟ ୪୦ରୁ ଊର୍ଦ୍ଧ୍ଵ...

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ସହ ଉପକୂଳ...