ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ଵସ୍ତି, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଗିରଫ ହେବେନି

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେଇ ବିବାଦ ଘେରରେ ଫସିଥିବା ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଆଶ୍ଵସ୍ତି ଦେଇଛନ୍ତି ସୁପ୍ରିୟମକୋର୍ଟ। ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ନୂପୁର ଶର୍ମାଙ୍କୁ...

କ୍ୟାବିନେଟ ଅନୁମୋଦନ: ପୁରୀରେ ୧୩୫ କୋଟି ଟଙ୍କାରେ ନିର୍ମାଣ ହେବ ଧର୍ମଶାଳା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟରେ ମଙ୍ଗଳବାର ଦିନ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ। ପାନୀୟ ଜଳ ପ୍ରକଳ୍ପ,...

ଉପରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼, ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ ଆଲଭା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ। ଏଥିପାଇଁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ ଏବଂ ମିଳିତ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସୋମବାର...

ଭୁବନେଶ୍ଵରଠାରେ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ କର୍ମଶାଳା

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷଣ ଓ ଅନ୍ତଃନଳୀଜନିତ ସଂକ୍ରମଣ ସମସ୍ୟା ଶିଶୁଙ୍କ ଅଭିବୃଦ୍ଧିରେ ପ୍ରମୁଖ ବାଧକ ସାଜିଛି ସାନ ସାନ ପିଲାଙ୍କ ଶାରୀରିକ ଓ ମାନସିକ ଅଭିବୃଦ୍ଧି ପାଇଁ ପୋଷଣ ନିହାତି ଜରୁରୀ। ତେଣୁ...

ଆଇଏଲଏସ ନିର୍ଦ୍ଦେଶକ ପଦ୍ମଶ୍ରୀ ଅଜୟ ପରିଡ଼ାଙ୍କର ହୃଦଘାତରେ ଦେହାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୀବ ବିଜ୍ଞାନ ବା ଇନଷ୍ଟିଚ୍ୟୁଟ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲଏସ) ଭୁବନେଶ୍ଵରର ନିର୍ଦ୍ଦେଶକ ପ୍ରଦ୍ମଶ୍ରୀ ଡକ୍ଟର ଅଜୟ ପରିଡ଼ାଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ଅଜୟ ପରିଡ଼ା ଗୌହାଟୀକୁ ଏକ କନଫରେନ୍ସରେ ଯୋଗ...

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଅବଗତ...

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଦିନ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି। ରାଜ୍ୟ ବିଧାନସଭା ମୌସୁମୀ...

ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ: ୪ ରାଜ୍ୟରେ କ୍ରସ ଭୋଟିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଥିବାବେଳେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବା ଲାଗି ବିଭିନ୍ନ ରାଜ୍ୟରେ କ୍ରସ ଭୋଟିଂ ହୋଇଥିବା ସୂଚନା ମିଳିଛି। ଯାହାକୁ ନେଇ...

ରାୟଗଡ଼ା: ନାଗାବଳୀ ନଦୀରେ ଫସିଥିବା ଦୁଇ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହର ଉପଖଣ୍ଡ ଝୁଲାବ୍ରିଜ ନିକଟ ନାଗାବଳୀ ନଦୀ ମଝିରେ ଫସି ରହିଥିବା ଦୁଇ ଯୁବକଙ୍କୁ ଉଦ୍ଧାର କରାଯାଇଛି। ରବିବାର ଦିନ ଦୁଇ ଜଣ ଯୁବକ...

ମାନିଲେନି ହାଇକମାଣ୍ଡଙ୍କ ନିର୍ଦ୍ଦେଶ: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ରାଷ୍ଟ୍ରପତି ନିର୍ବାଚନ ଲାଗି ଭୋଟ ଗ୍ରହଣ ଚାଲିଥିବାବେଳେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। ହାଇକମାଣ୍ଡଙ୍କ ନିର୍ଦ୍ଦେଶ ଏବଂ ଦଳୀୟ ନିଷ୍ପତ୍ତି ବିରୋଧରେ...