ଆଜି ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀଲଙ୍କାରେ ହେବ ରାଷ୍ଟ୍ରପତି ନିର୍ବାଚନ। ପ୍ରଥମଥର ଲାଗି ଶ୍ରୀଲଙ୍କାରେ ପରୋକ୍ଷରେ ହୋଇଛି ରାଷ୍ଟ୍ରପତି ନିର୍ବାଚନ। ସିକ୍ରେଟ ବାଲଟ ମାଧ୍ୟମରେ ନିର୍ବାଚନ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ପଦବୀ ପାଇଁ ଏଥର ତ୍ରିମୁଖୀ...

ଆଜିଠାରୁ ଯୁକ୍ତ ୨ ନାମ ଲେଖା ପାଇଁ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନଠାରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ କରାଯିବ। ଅଗଷ୍ଟ ୧୭ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଆସନ୍ତା ଅଗଷ୍ଟ ୧୯ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ।...

ଆଇଏଲଏସ ନିର୍ଦ୍ଦେଶକ ପଦ୍ମଶ୍ରୀ ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ସମ୍ପନ୍ନ ହେବ ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଇନଷ୍ଟିଚ୍ୟୁଟ ଅଫ୍ ଲାଇଫ ସାଇନ୍ସ) ଭୁବନେଶ୍ଵରର ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ନୟାଗଡ଼: ଦିନ ଦ୍ୱିପ୍ରହରରେ ଜୁଏଲାରୀ ଏବଂ ପେଟ୍ରୋଲ ପମ୍ପରୁ ଡକାୟତି

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ଗୋଡ଼ିପଡ଼ା ବଜାରରେ ମଙ୍ଗଳବାର ଦିନ ଦ୍ୱିପ୍ରହରରେ ଜୁଏଲାରୀ ଦୋକାନ ଏବଂ ପେଟ୍ରୋଲ ପମ୍ପରେ ଡକାୟତି ହୋଇଛି। ଗୋଡ଼ିପଡ଼ା ବଜାରରେ ଥିବା ଏକ ଜୁଏଲାରୀ ଦୋକାନରୁ ଦୁର୍ବୃତ୍ତମାନେ ୫ ଲକ୍ଷରୁ...

ରାଜ୍ୟ କ୍ୟାବିନେଟ ଅନୁମୋଦନ : ପାଇକ ବିଦ୍ରୋହୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିର୍ମାଣ ହେବ ‘ପାଇକ ସ୍ମାରକୀ’

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ଆଜି ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସଂସଦୀୟ ବ୍ୟାପାର...

ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ଵସ୍ତି, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଗିରଫ ହେବେନି

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେଇ ବିବାଦ ଘେରରେ ଫସିଥିବା ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଆଶ୍ଵସ୍ତି ଦେଇଛନ୍ତି ସୁପ୍ରିୟମକୋର୍ଟ। ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ନୂପୁର ଶର୍ମାଙ୍କୁ...

କ୍ୟାବିନେଟ ଅନୁମୋଦନ: ପୁରୀରେ ୧୩୫ କୋଟି ଟଙ୍କାରେ ନିର୍ମାଣ ହେବ ଧର୍ମଶାଳା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟରେ ମଙ୍ଗଳବାର ଦିନ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ। ପାନୀୟ ଜଳ ପ୍ରକଳ୍ପ,...

ଉପରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼, ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ ଆଲଭା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ। ଏଥିପାଇଁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ ଏବଂ ମିଳିତ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସୋମବାର...

ଭୁବନେଶ୍ଵରଠାରେ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ କର୍ମଶାଳା

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷଣ ଓ ଅନ୍ତଃନଳୀଜନିତ ସଂକ୍ରମଣ ସମସ୍ୟା ଶିଶୁଙ୍କ ଅଭିବୃଦ୍ଧିରେ ପ୍ରମୁଖ ବାଧକ ସାଜିଛି ସାନ ସାନ ପିଲାଙ୍କ ଶାରୀରିକ ଓ ମାନସିକ ଅଭିବୃଦ୍ଧି ପାଇଁ ପୋଷଣ ନିହାତି ଜରୁରୀ। ତେଣୁ...

ଆଇଏଲଏସ ନିର୍ଦ୍ଦେଶକ ପଦ୍ମଶ୍ରୀ ଅଜୟ ପରିଡ଼ାଙ୍କର ହୃଦଘାତରେ ଦେହାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୀବ ବିଜ୍ଞାନ ବା ଇନଷ୍ଟିଚ୍ୟୁଟ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲଏସ) ଭୁବନେଶ୍ଵରର ନିର୍ଦ୍ଦେଶକ ପ୍ରଦ୍ମଶ୍ରୀ ଡକ୍ଟର ଅଜୟ ପରିଡ଼ାଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ଅଜୟ ପରିଡ଼ା ଗୌହାଟୀକୁ ଏକ କନଫରେନ୍ସରେ ଯୋଗ...