ଏପ୍ରିଲରୁ ପୁଣି ମଧ୍ୟାହ୍ନ ଭୋଜନ ଖାଇବେ ସ୍କୁଲ ପିଲା

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀ ପାଇଁ ଦୁଇ ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲରେ ବନ୍ଦ ରହିଥିଲା ମଧ୍ୟାହ୍ନ ଭୋଜନ। ଧୀରେ ଧୀରେ କୋଭିଡ ପ୍ରଭାବ କମିଥିବାରୁ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି...

ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ବାଣପୁର ଜେଏମ୍ଏଫସି କୋର୍ଟ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ମଙ୍ଗଳବାର ବାଣପୁର ପୋଲିସ୍ ତାଙ୍କୁ...

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ବଢ଼ିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ। ଲଗାତର ଦ୍ଵିତୀୟ ଦିନରେ ଡିଜେଲ ଓ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହୋଇଛି। ଗତକାଲି ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରେ ପେଟ୍ରୋଲ ଏବଂ ଡିଜେଲ...

‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ: ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ...

ପୌର ନିର୍ବାଚନ: ଶେଷ ଦିନ ପ୍ରଚାରରେ କମ୍ପିଲା ସହର

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଓ ବିଜ୍ଞପିତ ଅଞ୍ଚଳ ଏବଂ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ବି...

ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମଙ୍ଗଳବାର ଗିରଫ କରିଛି ବାଣପୁର ପୋଲିସ। ତାଙ୍କୁ ଭୁବନେଶ୍ଵର କୋର୍ଟରେ ହାଜର କରିଯିବା ପରେ ବାଣପୁର କୋର୍ଟକୁ ନିଆଯିବ। ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ସମ୍ପର୍କରେ...

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ମର୍ଡର ମିଷ୍ଟ୍ରି: ଧୀରେ ଧୀରେ ଖୋଲୁଛି ଗୁମର

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଏହି ହାଇପ୍ରୋଫାଇଲ ହତ୍ୟା ଘଟଣାରେ ଜଣକ ପରେ ଜଣକର ନାଁ ସାମିଲ ହେବାରେ ଲାଗିଛି।...

ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ହୋଇଛି। ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦ ପଇସା ଲେଖାଏଁ ବଢ଼ିଛି। ମଙ୍ଗଳବାରଠାରୁ ଏହି ନୂତନ ଦର ଲାଗୁ ହେବ। ଭାରତର...

ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ହେଲେ ଏନ ବୀରେନ ସିଂହ

ଓଡ଼ିଶାଲାଇଭ୍ ବ୍ୟୁରୋ ଲଗାତର ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ଗାଦିରେ ବସିଛନ୍ତି ଏନ୍ ବୀରେନ ସିଂହ। ସୋମବାର ରାଜବଭନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବୀରେନ ସିଂହଙ୍କୁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ପଦ ଏବଂ ଗୋପନୀୟତାର ଶପଥ...

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା: ଅବସରପ୍ରାପ୍ତ ଓଆଇଏସ୍ ଅଫିସର ନିରଞ୍ଜନ ସେଠୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା ସୋମବାର ନୂଆ ମୋଡ଼ ନେଇଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇଛନ୍ତି ସୂଚନ ଓ ଲୋକସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ(ବୈଷୟିକ)...