କରୋନା ଚିହ୍ନଟ ପରେ ଭୁବନେଶ୍ଵରର ୫ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବୁଧବାର ଭୁବନେଶ୍ଵରର ୫ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଭୁବନେଶ୍ଵର ମହାନଗର ନିଗମ। ଏହି ଅଞ୍ଚଳଗୁଡ଼ିକ ହେଲା ଆଚାର୍ଯ୍ୟ ବିହାର ସାଇ ଟେମ୍ପୁଲ...

ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଜୁନ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ଶନିବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ବର୍ତ୍ତମାନ ମାଟ୍ରିକ୍...

ଆରବିଆଇ କଲା ସାବଧାନ- ଏହି ଆପ୍‌ ଫୋନ୍‌ରେ ଥିଲେ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହେବ ଗାଏବ୍‌

ଓଡ଼ିଶାଲାଇଭ୍‌ ବ୍ୟୁରୋ ଅନଲାଇନ୍‌ରେ ଠକେଇ କରିବାର ନୂଆ ନୂଆ ଉପାୟ ସାମ୍ନାକୁ ଆସୁଛି। ଏବେ ଏମିତି ଏକ ଆପ୍‌ ଆସିଛି ଯାହାକୁ ମୋବାଇଲ୍‌ରେ ଇନଷ୍ଟଲ କରିବାକ୍ଷଣି ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ୍‌ହୋଇଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ...

ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା: ଆର୍ଯ୍ୟନ ଖାନଙ୍କୁ କ୍ଲିନ ଚିଟ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ ଚିଟ୍ ଦେଇଛନ୍ତି ଅଦାଲତ। ଏନଡିପିଏସ କୋର୍ଟରେ ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରେ(ଏନସିବି) ଚାର୍ଜସିଟ ଦାଖଲ କରିଥିଲା। ଏହି ଚାର୍ଜସିଟରେ...

ନଭୀ ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ଼ କଲେ ଓଡ଼ିଶା ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ     କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ସ୍ଥିତ ଓଡ଼ିଶା ଭବନରେ ଡାକ୍ତରମାନଙ୍କ ରହଣି ବାବଦ ଦେୟ ଛାଡ଼ ପ୍ରଥମ ଲହରରେ ଛାଡ଼ ହୋଇଥିଲା ୨ କୋଟି ଟଙ୍କା କୋଭିଡ ରୋଗୀଙ୍କ ଚିକିତ୍ସା...

କର୍ମ ଓ କର୍ମଫଳ

ବିଜୟମୋହନ ମିଶ୍ର ‘ବିଦେଶରୁ ଦୃଷ୍ଟି’ ପ୍ରଫେସର୍‌ ବିଜୟମୋହନ ମିଶ୍ରଙ୍କ ଏକ ନିୟମିତ ସ୍ତମ୍ଭ। ଦୀର୍ଘ ବର୍ଷ ଧରି ଆମେରିକାରେ ରହୁଥିବା ଲେଖକ ଶ୍ରୀଯୁକ୍ତ ମିଶ୍ର ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଓଡ଼ିଶା ସମ୍ପର୍କରେ ତାଙ୍କର ସ୍ମୃତି ଓ...
madhu babu

ଓଡ଼ିଆ ସ୍ୱାଭିମାନ ଓ ମଧୁସୂଦନ

ଦାଶ ବେନହୁର [youtube https://www.youtube.com/watch?v=BJOGVYU8-XI] ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶାଲାଇଭ୍‌ର ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ମଧୁ ବାବୁଙ୍କ ଜୀବନୀ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍‌ର ଏକ ପ୍ରୟାସ।  ‘‘ଇତିହାସ...

ସୌମ୍ୟରଞ୍ଜନ: ଓଡ଼ିଆ ସ୍ୱାଭିମାନର ସ୍ୱରୂପ

କପିଳାସ ଭୂୟାଁ ଅଗଷ୍ଟ ମାସ ୧୮ ତାରିଖ। ସ୍ୱାଭିମାନ ଦିବସ ରୂପେ ପାଳନ କରାଯାଉଛି ଏହି ଦିନଟିକୁ। କାରଣ ଏହା ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସକାଳେ ସ୍ଥାନୀୟ ଇଡକଲ ପ୍ରେକ୍ଷାଳୟରେ ରାଜ୍ୟ...

ବାତ୍ୟାକୁ ନେଇ ଭୟଭୀତ ନହୋଇ ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ସାମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ନହୋଇ ସତର୍କ ରହିବା ପାଇଁ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା। ସେ କହିଛନ୍ତି ଦକ୍ଷିଣ ଆଣ୍ଡାମାନ ସାଗରରେ...

ନନ୍ଦନକାନନଠାରେ ରାଜ୍ୟର ପ୍ରଥମ ତିନି ମହଲା ବିଶିଷ୍ଟ ବହୁତଳ କାର ପାର୍କିଂ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କାର ପାର୍କିଂକୁ ନେଇ ଏବେ ଚିନ୍ତା ଦୂର ହେବ। ପାର୍କିଂକୁ ନେଇ ଭୁବନେଶ୍ଵର-ନନ୍ଦନକାନନ ରାସ୍ତାରେ ଜମୁଥିବା ଭିଡ଼ ମଧ୍ୟ କମିବ। କାରଣ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନନ୍ଦନକାନନଠାରେ ତିନି ମହଲା...