ସ୍ଵାଧୀନତା ସଂଗ୍ରାମୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାଧୀନତା ସଂଗ୍ରାମୀ ତଥା ଲବଣ ସତ୍ୟାଗ୍ରହୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବୁଧବାର ଏହି ଅବସରରେ କଟକସ୍ଥିତ ସତୀଚଉରା ଶ୍ମଶାନରେ ଅନୁଷ୍ଠିତ ସ୍ମୃତିସଭାରେ ବହୁ ବିଶିଷ୍ଟ ବ୍ୟକ୍ତି...

ମହିଳା ଏବଂ ଶିଶୁଙ୍କ ବିକାଶ ପାଇଁ ମିଶନ ବାତ୍ସଲ୍ୟ ଓ ସକ୍ଷମ ଅଙ୍ଗନବାଡ଼ି ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ବଜେଟରେ ମହିଳା ଏବଂ ଶିଶୁ ବିକାଶ ଉପରେ ଗୁରୁତ୍ଵ ଦିଆଯାଇଛି। ମିଶନ ବାତ୍ସଲ୍ୟ, ସକ୍ଷମ ଅଙ୍ଗନବାଡ଼ି ଓ ପୋଷଣ ୨.୦ ଯୋଜନା ପାଇଁ ୨୧,୦୦୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।...

ଭାରତରେ ୫୭୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହେଲେ ଓଡ଼ିଶାର ଜଣେ ଓମିକ୍ରନ ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଓ ମୁମ୍ବାଇରେ ସର୍ବାଧିକ ଓମିକ୍ରନ ଆକ୍ରାନ୍ତ ୧୦ ରାଜ୍ୟରେ କେନ୍ଦ୍ରୀୟ ଟିମ୍ ଓଡ଼ିଶାରେ ଜଣେ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେ କରୋନାର ନୂଆ ଭ୍ୟାରିଏଣ୍ଟ...

ଭିଜୁଛି ଓଡ଼ିଶା: ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଶୁକ୍ରବାର ରାତିରୁ ବର୍ଷା ଜାରି ରହିଛି। ଆଗକୁ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।...
Madhu Babu

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଜାତି ଇତିହାସ ଜାତିର ନିର୍ଝର’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/6fIJrVo9AB8 ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ଉତ୍କଳ ଗୌରବ...

ଜଳିବ ଓଡ଼ିଶା, ଆହୁରି ବଢ଼ିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ତାତି ଆହୁରି ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଯୋଗୁଁ ବର୍ଷା ହେବାର...

କିଟ୍ ବିଶ୍ଵବିଦ୍ୟାଳୟରେ ରାଷ୍ଟ୍ରିୟ ଦଉଡି ଡିଆଁ ପ୍ରତିଯୋଗିତା

ଓଡ଼ିଶାଲାଇଭ୍ ବ୍ୟୁରୋ ୧୩ଟି ରାଜ୍ୟରୁ ୧୫୨ଜଣ କ୍ରୀଡାବିତ ସାମିଲ ରାଷ୍ଟ୍ରିୟ ଖେଳକୁଦ ସଂଘ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ରୋପ୍ ସ୍କିପିଙ୍ଗର ସମାପନ ଉତ୍ସବ କିଟ୍ ବିଶ୍ଵବିଦ୍ୟାଳୟରେ ପାଳିତ ହୋଇଯାଇଛି। କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦ୍ବାରା...

ନୃତ୍ୟ ସଂଗୀତରେ ସରିଲା ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହି ଉତ୍ସବରେ ଯୋଗ ଦେଇଥିଲେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଲୋକେ। ବିଭିନ୍ନ ରକମର ଘରକରଣା ଉପକରଣ ସାଙ୍ଗକୁ...

ଶିକ୍ଷା ଓ ଅନୁସନ୍ଧାନ: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ଜ୍ଵଳ ଉଚ୍ଚଶିକ୍ଷା କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ଡିମ୍ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ଜ୍ଵଳ ଉଚ୍ଚଶିକ୍ଷା କେନ୍ଦ୍ର ହୋଇପାରିଛି। ସୋଆରୁ...

କଳିଙ୍ଗନଗର ଗୁଳିକାଣ୍ଡ ଓ ଈଟିଭି – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୧୩)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...