ତେଲ ଦର ବୃଦ୍ଧି ପ୍ରତିବାଦରେ ମୋଦିଙ୍କ ପୋଷ୍ଟର ଚିରିଲା କଂଗ୍ରେସ – ସାଇକେଲରେ ବିଧାନସଭା ଆସିଲେ ବିଧାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ତେଲ ଦର ବୃଦ୍ଧିକୁ ନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛି ରାଜ୍ୟ କଂଗ୍ରେସ। ମଙ୍ଗଳବାର ସାଇକେଲ ଚଳାଇ ସିଧା ବିଧାନସଭାରେ ପହଞ୍ଚିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି, ଅଧିରାଜ ପାଣିଗ୍ରାଣୀ, ସୁରେଶ...
ପୁଡୁଚେରୀରେ ଭାଙ୍ଗିଲା କଂଗ୍ରେସ ସରକାର – ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଭି ନାରାୟଣସ୍ଵାମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଡୁଚେରୀରେ କଂଗ୍ରେସ-ଡିଏମ୍କେ ମେଣ୍ଟ ସରକାର ଭାଙ୍ଗିଛି। ସୋମବାର ବିଧାନସଭା ଫ୍ଲୋର ଟେଷ୍ଟରେ ମୁଖ୍ୟମନ୍ତ୍ରୀ ଭି ନାରାୟଣସ୍ଵାମୀ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିବାରେ ଅସମର୍ଥ ହୋଇଛନ୍ତି। ଫଳରେ ସେଠାରେ କଂଗ୍ରେସ ସରକାରର ପତନ...
ଗ୍ୟାସ୍ ଓ ତୈଳ ଦର ବୃଦ୍ଧିକୁ ନେଇ ପ୍ରତିବାଦ – ମାଟି ଚୁଲା ଧରି ବିଧାନସଭାରେ ପହଞ୍ଚିଲେ ବିହାର...
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ଲଗାତର ଏଲପିଜି ଦର ଓ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଫଳରେ ଦେଶବ୍ୟାପୀ ଲୋକେ ଏହାକୁ ବିରୋଧ କରିବା ଆରମ୍ଭ କଲେଣି। ତେବେ ବିହାରରେ ଜଣେ କଂଗ୍ରେସ ବିଧାୟକ...
ବିଧାନସଭା ବଜେଟ୍ ଅଧିବେଶନ – ଦ୍ୱିତୀୟ ଦିନ ଆରମ୍ଭରୁ ଗୃହ ମୁଲତବି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନର ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖା ଦେଇଛି । ଗୃହରେ ହଙ୍ଗାମା କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ଚାଷୀ ଓ ଧାନମଣ୍ଡି ସମସ୍ୟାକୁ...
ବିଧାନସଭା ବଜେଟ ଅଧିବେଶନ – ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲାରେ କମ୍ପିଲା ଗୃହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ପ୍ରଥମ ଦିନରେ ହିଁ ବିରୋଧୀଙ୍କ ହୋହଲ୍ଲା, ହଟ୍ଟଗୋଳ ଯୋଗୁଁ ଗୃହ କମ୍ପିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଗୃହକୁ ଶୁକବ୍ରାର ଦିନ ୧୦ଟା ୩୦...
ଗୁରୁବାରଠାରୁ ବିଧାନସଭା ବଜେଟ ଅଧିବେଶନ- ରହିବ ପ୍ରଶ୍ନକାଳ ଓ ଶୂନ୍ୟକାଳ, ଜଗିବେ ୩୦ ପ୍ଲାଟୁନ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ବଜେଟ ଅଧିବେଶନ । ଏହି ଅଧିବେଶନ ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ସର୍ବଦଳୀୟ ବୈଠକ । ଏହି ବୈଠକରେ ସବୁ...
ଶୁକ୍ରବାର ସୁପ୍ରିମକୋର୍ଟରେ ହେବ କୋଟିଆ ବିବାଦର ଶୁଣାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଶୁକ୍ରବାର ଦିନ ସୁପ୍ରିମକୋର୍ଟରେ ହେବ କୋଟିଆ ବିବାଦର ଶୁଣାଣି । ସୀମାରେ ତିନୋଟି ଗାଁକୁ ନେଇ ଓଡ଼ିଶା ସରକାର ଓ ଆନ୍ଧ୍ର ସରକାରଙ୍କର ମଧ୍ୟରେ ବିବାଦ ଲାଗିରହିଛି । ନିକଟରେ...
ଏକାମ୍ର କ୍ଷେତ୍ରରେ ବାଇ-ଲ’ ପ୍ରତ୍ୟାହାର ଓ ‘ନିଖୋଜ ପୋଷ୍ଟର’କୁ ନେଇ ମୁହଁ ଖୋଲିଲେ ସାଂସଦ ଅପରାଜିତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଏକାମ୍ର କ୍ଷେତ୍ରରେ ବାଇ-ଲ’ ପ୍ରତ୍ୟାହାର ଦାବି ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖା ଦେବାପରେ ଶେଷରେ ମୁହଁ ଖୋଲିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ସାଂସଦ ଭୁବନେଶ୍ୱରରେ ପହଞ୍ଚିବାପରେ ଏକ ସାମ୍ବାଦିକ...
ବନ୍ଦ ପାଳନ ବେଳେ ଭୁବନେଶ୍ୱରରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ବନ୍ଦ ପାଳନ ବେଳେ କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଅଫିସରୁ କର୍ମୀମାନେ ବିଧାନସଭା ଆଡ଼କୁ ଆସୁଥିଲା ବେଳେ ପୋଲିସ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଏଭଳି...
ଓଡ଼ିଶା ବନ୍ଦର ପ୍ରଭାବ – ବିଭିନ୍ନ ସ୍ଥାନରେ ପିକେଟିଂ ସହ ରାସ୍ତାରୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଆଜି ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ତୈଳ ଦର ବୃଦ୍ଧିକୁ ବିରୋଧ ସହ ଏକାଧିକ ପ୍ରସଙ୍ଗରେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ସକାଳ...