ରାୟଗଡ଼ା: ଭୋଟର ତାଲିକାରେ ନାଁ ନଥିବାରୁ ଭୋଟବାକ୍ସ ଉଠାଇନେଲେ ଡଙ୍ଗରିଆ ସମ୍ପ୍ରଦାୟର ଲୋକେ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଧ୍ୟ ଭୋଟ ବିଭ୍ରାଟ ଦେଖାଯାଇଛି। ଭୋଟର ତାଲିକାରେ ନାଁ ନ ଥିବାରୁ ମତଦାନରୁ ବଞ୍ଚିତ ହୋଇ ରାୟଗଡ଼ା ଜିଲ୍ଲାରେ...

ଯାଜପୁର ଜିଲ୍ଲା ବାମଦେବପୁରରେ ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ, ୪୨ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକାଛଳ ପଞ୍ଚାୟତ ବାମଦେବପୁରରେ ଗତ ରବିବାର ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବଚାନ ପାଇଁ ମତଦାନ ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି...

ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ୭୧ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଗତ ରବିବାର ଶେଷ ହୋଇଛି। ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ କରିଛନ୍ତି ଭୋଟର। ଏନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ତୃତୀୟ...

ସରିଲା ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ତୃତୀୟ ପର୍ଯ୍ୟାୟ ପାଇଁ ସଜବାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୮.୩ ପ୍ରତିଶତ ମତଦାନ ହୋଇଥିବା...

ସରିଲା ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ୭୧ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶୁକ୍ରବାର ସକାଳ ୭ଟାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ସୂଚନା...

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ହିଂସା : ୨୫ଟି ବୁଥରେ ପୁନଃ ନିର୍ବାଚନ ପାଇଁ ପ୍ରସ୍ତାବ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନ ସମୟରେ ରାଜ୍ୟର ଚାରିଟି ଜିଲ୍ଲାରେ ହିଂସାକାଣ୍ଡ ଘଟିଥିଲା। ଫଳରେ ୪ଟି ଜିଲ୍ଲାର ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଏହି ୨୫ଟି ବୁଥରେ ପୁନର୍ବାର...

ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ଦ୍ଵିତୀୟ ପର୍ଯ୍ୟାୟ ପାଇଁ ସଜବାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ମୋଟ ୭୨.୨ ପ୍ରତିଶତ ଅଧିକ ମତଦାନ ହୋଇଥିବା ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ...

କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ : ପୁରୁଷଙ୍କ ଅପେକ୍ଷା ଅଧିକ ମହିଳା ଭୋଟର କଲେ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ) : କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଆଳି ବ୍ଲକରେ ପୁରୁଷଙ୍କ ଅପେକ୍ଷା ୨ ପ୍ରତିଶତ ଅଧିକ ମହିଳା ମତଦାନ କରିଛନ୍ତି। ସେହିପରି...

ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ : ୬୦ ପ୍ରତିଶତରୁ ଅଧିକ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଥିବା ତ୍ରିୟସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ଭୋଟର ମତଦାନ କରିଥିବା ରାଜ୍ୟ...

ନିର୍ବାଚନ ମଇଦାନରେ ଦିବ୍ୟାଙ୍ଗ ନାଗାର୍ଜୁନ ବିଡ଼ିକା

ଓଡ଼ିଶାଲାଇଭ୍ ବ୍ୟୁରୋ “ମୁଁ ଦିବ୍ୟାଙ୍ଗ, ଅକର୍ମଣ୍ୟ ନୁହେଁ। ନିର୍ବାଚନ ପରେ ନିର୍ବାଚନ ଆସୁଛି। ଜଣକ ପରେ ଜଣେ ପ୍ରାର୍ଥୀ ବଦଳୁଛନ୍ତି। କିନ୍ତୁ ପଛୁଆ ଅଞ୍ଚଳ ଭାବେ ପରିଚିତ ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତର ଭାଗ୍ୟ...