ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ସପ୍ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।...

ଏଥର ନିର୍ବାଚନ ମଇଦାନରେ ଅରୁଣ-ପ୍ରତ୍ୟୁଷା ଟକ୍କର: କିଏ ଜିତିବ ନୟାଗଡ଼?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନୟାଗଡ଼ ବିଧାନସଭା ଆସନକୁ ନେଇ ଏବେ ଜୋର ଧରିଛି ଚର୍ଚ୍ଚା। ବିଜେଡିର ଗଡ଼ ରହି ଆସିଛି ଏହି ଆସନ। ୨୦୨୪ରେ ଏଠାରେ ବିଜେଡି ପୁଣି ବାଜି ମାରିବ ନା ବିଜେପି...

କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ ପଟ୍ଟନାୟକ, ସମ୍ବଲପୁର ଏବଂ ରେଢ଼ାଖୋଲରେ ବିଜେଡିର ପ୍ରାର୍ଥୀ ଅଦଳବଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୯ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। କଣ୍ଟାବାଞ୍ଜିରୁ...

ବାଲେଶ୍ୱରରେ ହାଇପ୍ରୋଫାଇଲ୍ ଲଢ଼େଇ – କିଏ ମାରିବ ବାଜି?

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...
congress

ଓଡ଼ିଶାର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଉଭୟ ଲୋକସଭା ଓ ବିଧାନସଭା ଆସନ ଲାଗି ପୂର୍ବରୁ ବିଜେଡି ଓ ବିଜେପି ପ୍ରାର୍ଥୀ ଘୋଷଣା କରିଥିବାବେଳେ ମଙ୍ଗଳବାର ଦିନ କଂଗ୍ରେସର ପ୍ରାର୍ଥୀ ତାଲିକା ସାମ୍ନାକୁ ଆସିଛି। ପ୍ରାଥମ ପର୍ଯ୍ୟାୟରେ...

ଓଡ଼ିଶାର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢ଼ିବେ ଭର୍ତ୍ତୃହରି ମହତାବ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବାକି ଥିବା ୩ଟି ଲୋକସଭା ଆସନ ପାଇଁ ଶନିବାର ଦିନ ପ୍ରାର୍ଥୀ ଘୋଷଣା କରିଛି ବିଜେପି। କଟକ ଲୋକସଭା ଆସନ ଲାଗି ଭର୍ତ୍ତୃହରି ମହତାବଙ୍କୁ ବିଜେପି ପ୍ରାର୍ଥୀ କରିଛି। ସେହିପରି...

ବାଜିଲା ନିର୍ବାଚନୀ ବିଗୁଲ: ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନ ଲାଗି ବାଜିଲା ବିଗୁଲ। ଶନିବାର ଦିନ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନର୍ବାଚନ କମିଶନର ରାଜୀବ କୁମାର। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଲାଗି ତାରିଖ...

ସରିଲା ଏନଏସି ଭୋଟ: ଅତାବିରାରେ ୭୪ ପ୍ରତିଶତ ଓ ହିନ୍ଦୋଳରେ ୮୮ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶାନ୍ତିଶୃଙ୍ଖଳାର ସହ ଶେଷ ହେଲା ଉଭୟ ଅତାବିରା ଏବଂ ହିନ୍ଦୋଳ ଏନଏସି ନିର୍ବାଚନ। ସୋମବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ବରଗଡ଼ ଜିଲ୍ଲା ଅତାବିରା ଏନଏସି ଏବଂ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ...

ଏପ୍ରିଲ ୩ରେ ଅତାବିରା ଏନଏସି ନିର୍ବାଚନ: ନିର୍ବାଚନ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଏପ୍ରିଲ ୩ ତାରିଖରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହେବ। ଏପ୍ରିଲ ୫ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ଅତାବିରା ବିଜ୍ଞାପିତ ଅଞ୍ଚଳ...

ଶପଥ ନେଲେ କଟକ ନୂଆ ମେୟର ସୁବାସ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ମହାନଗର ନିଗମର ନବନିର୍ବାଚିତ ମେୟର ସୁବାସ ସିଂ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ମୋଟ ୫୯ ଓ୍ଵାର୍ଡର କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି। ଶପଥ ଗ୍ରହଣ ପାଇଁ କଟକ...