ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୦.୫୫ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶର ପଞ୍ଚମ ଓ ରାଜ୍ୟର ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଶାନ୍ତିଶୃଙ୍ଖଳାର ସହ ସକାଳ ୭ଟାରୁ ଆରମ୍ଭ...
ପୁରୀ ଲୋକସଭା ଆସନରେ ହେବ କଡ଼ା ଟକ୍କର: ଅରୁପ ଓ ସମ୍ବିତଙ୍କ ଭାଗ୍ୟ ପରୀକ୍ଷା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ପୁରୀ ଲୋକସଭା ଆସନ ଉପରେ ମୋଦୀଙ୍କ ନଜର ରହିଥିବାବେଳେ ନବୀନଙ୍କର ବି ରହିଛି ବହୁତ ଆଶା। ଏହି ଆସନ ହାତେଇବାକୁ ଗୁରୁତ୍ଵ ଦେଉଛନ୍ତି ଉଭୟ ବିଜେପି ଏବଂ ବିଜେଡି। ଏଥିପାଇଁ...
ଭୋଟ ଦେଉଛି ଓଡ଼ିଶା: ଦିନ ୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ଦିନ ୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ...
ପୁରୀରେ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ବିଶାଳ ରୋଡ ସୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ସକାଳେ ପୁରୀ ଶ୍ରୀମନ୍ଦିର ଯାଇ ବଡ଼ଠାକୁରଙ୍କ ଦର୍ଶନ କରିବା ପରେ ବଡ଼ଦାଣ୍ଡରେ ଆରମ୍ଭ ହୋଇଥିଲା ନରେନ୍ଦ୍ର ମୋଦୀଙ୍କ ରୋଡ...
ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ...
ଭୋଟ୍ ଦେଉଛି ଓଡ଼ିଶା: ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଆରମ୍ଭ ହେଲା ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ...
ସୁନ୍ଦରଗଡ଼ ଲୋକସଭା ଆସନ: ପୁଣି ଜୁଏଲଙ୍କ ଭାଗରେ ପଡ଼ିବ ନା ବାଜି ମାରିବେ ଦିଲ୍ଲୀପ?
ସତୀଶ ଶର୍ମା
ସୁନ୍ଦରଗଡ଼ ଲୋକସଭା ଆସନରେ ଜୁଏଲ ଓରାମ ପୁଣି ବାଜି ମାରିବେ ନା ଦିଲ୍ଲୀପ ପିନ୍ଧିବେ ବିଜୟ ମୁକୁଟ, ଏପେଟେ ଗଡ଼କୁ ଫେରିବା ଆଶାରେ ରହିଛନ୍ତି ଜନାର୍ଦ୍ଦନ।
ସୁନ୍ଦରଗଡ଼ ଲୋକସଭା ଆସନରେ ଏଥର ଦେଖିବାକୁ ମିଳିବ...
ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାର ୫ ଲୋକସଭା ଓ ୩୫ ବିଧାନସଭା କ୍ଷେତ୍ରରେ ଭୋଟ ଦେବେ ୭୯ ଲକ୍ଷରୁ...
ଓଡ଼ିଶାଲାଇଭ୍ ବ୍ୟୁରୋ
ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମେ’ ୨୦ ତାରିଖରେ ଓଡ଼ିଶାର ୫ଟି ଲୋକସଭା ଏବଂ ଏହା ଅଧିନସ୍ଥ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ। ଏଥିରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ...
ବାଲେଶ୍ଵରରେ ବିଜେପିର ଶକ୍ତି ପ୍ରଦର୍ଶନ: ଏକାଠି ରୋଡ୍ ସୋ’ କଲେ ଦଳର ୫ ତୁଙ୍ଗ ନେତା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ବାଲେଶ୍ଵରରେ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ବୃହତ୍ ଶକ୍ତି ପ୍ରଦର୍ଶନ କରାଯାଇଛି। ଶନିବାର ଏଠାରେ ରାଜ୍ୟ ବିଜେପିର ୫ ଜଣ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ...
ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ପୁଣି କଂଗ୍ରେସ, ନା ବିଜେଡି-ବିଜେପି ମାରିନେବେ ବାଜି
ସତୀଶ ଶର୍ମା
ରାଜଗାଙ୍ଗପୁର ବିଧାନସଭା ଆସନ ହାତେଇବାକୁ କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଛକାପଞ୍ଝା ଲାଗିରହିଥିବାବେଳେ ବିଜୟ ରଣନୀତି ପ୍ରସ୍ତୁତ କରୁଛି ବିଜେପି।
ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ...





















