ଭୋଟ୍ ଦେଉଛି ଓଡ଼ିଶା: ରାଜ୍ୟର ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ଆରମ୍ଭ ହେଲା ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ଏଥିରେ...

ବାଲେଶ୍ୱର ଲୋକସଭା ଆସନ – ଏଥର ତିନିମୁଖୀ ଟକ୍କର

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=7pRpm_x6VwQ&t=50s ଏଥର ସାଧାରଣ ନିର୍ବାଚନରେ ବାଲେଶ୍ଵର ଲୋକସଭା ଆସନରେ ଦେଖିବାକୁ ମିଳିବ ତ୍ରିମୁଖୀ ଲଢ଼େଇ। ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ବିଜେପିରୁ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କଂଗ୍ରେସରୁ ଶ୍ରୀକାନ୍ତ ଜେନା ଆଉ ବିଜେଡିରୁ...

ଓଡ଼ିଶା ଆସିଲେ, ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଗତକାଲି ଭୁବନେଶ୍ଵରରେ ବିଶାଳ ରୋଡ ସୋ’ କଲେ, ଆଜି ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ଠାରେ ଆୟୋଜିତ ଦଳୀୟ ସମାବେଶରେ ରାଜ୍ୟ ସରକାରଙ୍କ ଉପରେ ଖୁବ୍ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦୁଇ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାର ୪ ଲୋକସଭା ଓ ୨୮ ବିଧାନସଭା କ୍ଷେତ୍ରରେ ଭୋଟ ଦେବେ ୬୨ ଲକ୍ଷରୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମେ’ ୧୩ ତାରିଖରେ ଓଡ଼ିଶାର ୪ଟି ଲୋକସଭା ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ। ଏଥିରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ...

ଜୁନ ୯ରେ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ – ଭି କେ ପାଣ୍ଡିଆନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ “ଏଠି କେବଳ ନବୀନ ହାଓ୍ଵା ଚାଲିଛି। ଓଡ଼ିଶାରେ ପୁଣି ସରକାର ଗଢ଼ିବ ବିଜେଡି। ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଓଡ଼ିଶାରେ ମାରାଥନ ପ୍ରଚାର ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଥମେ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ। ଏଠାରେ...

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ୍ ସୋ’: କମ୍ପିଲା ଜନପଥ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଭୁବନେଶ୍ୱରରେ ବିଶାଳ ରୋଡ୍ ସୋ' କରିଛନ୍ତି। ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏଁ ହୋଇଥିବା ଏହି ଶୋଭାଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଥିଲେ। ଘଣ୍ଟଘଣ୍ଟା, ହୁଳହୁଳି ତଥା...

ଓଡ଼ିଶାରେ ମେଣ୍ଟ ରାଜନୀତିର କାହାଣୀ – ୧୯୩୭ରୁ ୨୦୨୪

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନିର୍ବାଚନ ସମୟ ଆସିଲେ ‘ମେଣ୍ଟ ରାଜନୀତି’ କଥା ଉଠେ। ଏଇ ଯେମିତି ୨୦୨୪ ନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶାରେ ବିଜେଡି-ବିଜେପି ଭିତରେ ପୁଣି ମେଣ୍ଟ ଚର୍ଚ୍ଚା ହେଉଥିଲା। ଏନେଇ ଉଭୟ ଦଳର...

ପ୍ରାର୍ଥିପତ୍ର ଦାଖଲ କଲେ ବିଭିନ୍ନ ଦଳର ହେଭିଓ୍ଵେଟ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଶୁକ୍ରବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ହେଭିଓ୍ଵେଟ ନେତା। କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେଡି ପ୍ରାର୍ଥୀ ଅଂଶୁମାନ...

ନୟାଗଡ଼ ଜିଲ୍ଲାର ୪ ବିଧାନସଭା ଆସନରେ ଲଢ଼ିବେ ୩୨ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜିଲ୍ଲାର ୪ଟି ବିଧାନସଭା ଆସନରେ ମୋଟ ୩୨ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଭୋଟ ଗ୍ରହଣ ପାଇଁ ନୟାଗଡ଼ରେ ୯୩୭ଟି...