ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଆଇପିଏସ୍ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ...

ପ୍ରତାପ-ଲେଖାଶ୍ରୀ-ଶ୍ରୀକାନ୍ତ: କାହାର ହେବ ବାଲେଶ୍ଵର ଲୋକସଭା ଆସନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=7pRpm_x6VwQ&t=79s ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...

ଜୁନ୍ ୪ରେ ଓଡ଼ିଶାରେ ସରକାର ଗଢ଼ିବ ବିଜେପି – ଅମିତ ଶାହ

ଓଡ଼ିଶାଲାଇଭ୍ ବ୍ୟୁରୋ ଶେଷ ପର୍ଯ୍ୟାୟ ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଓଡ଼ିଶାରେ ଜୋରଦାର ପ୍ରଚାର କରିଛନ୍ତି ବରିଷ୍ଠ ବିଜେପି ନେତା ଅମିତ ଶାହ। ମଙ୍ଗଳବାର ସେ ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ...

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ବିରୋଧ: ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେପି

ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ଭୋଟ ଗ୍ରହଣବେଳେ ବୁଥରେ ଗଣ୍ଡଗୋଳ ଓ ଇଭିଏମ୍ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଖୋର୍ଦ୍ଧା ବିଧାନସଭା ଆସନରୁ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ। ତାଙ୍କ ଗିରଫଦାରୀକୁ...

ତୃତୀୟ ପର୍ଯ୍ୟାୟରେ ଓଡ଼ିଶାରେ ହାରାହାରି ୬୦ ପ୍ରତିଶତ ମତଦାନ: ଇଭିଏମରେ ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଶେଷ ହୋଇଛି। ଇଭିଏମରେ ସିଲ୍ ହେଲା ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ପ୍ରାୟ ୬୦.୦୭...

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଦିନ ୩ଟା ସୁଦ୍ଧା ୪୮.୪୪ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଶନିବାର ଦିନ ୩ଟା ସୁଦ୍ଧା ୪୮.୪୪ ପ୍ରତିଶତ ମତଦାନ ହୋଇଛି। ରାଜ୍ୟର ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ...

ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି – ସ୍ମୃତି ଇରାନୀ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଥିବା ବରିଷ୍ଠ ବିଜେପି ନେତ୍ରୀ ସ୍ମୃତି ଇରାନୀ ଶନିବାର ମାରାଥନ୍ ପ୍ରଚାର କରିଛନ୍ତି। ସେ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ଓ କେନ୍ଦ୍ରାପଡ଼ାର ଆଳିରେ ବିଜେପିର ବିଜୟ ସଂକଳ୍ପ ସମାବେଶକୁ...

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଦିନ ୧ଟା ସୁଦ୍ଧା ୩୫.୬୯ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଶନିବାର ଦିନ ୧ଟା ସୁଦ୍ଧା ୩୫.୬୯ ପ୍ରତିଶତ ମତଦାନ ହୋଇଛି। ରାଜ୍ୟର ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରରେ ସକାଳ...

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଶନିବାର ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ ହୋଇଛି। ରାଜ୍ୟର ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରରେ ସକାଳ...

ଲୋକସଭା ନିର୍ବାଚନ: ଷଷ୍ଠ ପର୍ଯ୍ୟାୟରେ ଭାରତର ୫୮ଟି ଆସନରେ ମତଦାନ ଜାରି

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଭାରତରେ ଲୋକସଭା ନିର୍ବାଚନ ଲାଗି ଶନିବାର ଷଷ୍ଠ ପର୍ଯ୍ୟାୟ ଭୋଟଗ୍ରହଣ ଜାରି ରହିଛି। ଓଡ଼ିଶା ସମେତ ଦେଶର ୬ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ଭୋଟରମାନେ...