ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨: ଜାମନଗରରେ ବିଜୟ ଅଭିମୁଖେ ବିଜେପି ପ୍ରାର୍ଥୀ ରିବାବା ଜାଡେଜା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଗୁଜରାଟର ଜାମନଗର ଆସନରୁ ବିଜେପି ପ୍ରାର୍ଥୀ ରିବାବା ଜାଡେଜା ୩୫ ହଜାରରୁ ଅଧିକ ଭୋଟରେ ଆଗୁଆ ଅଛନ୍ତି। କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିବାବା ଜାଡେଜା ନିଜ...

ଗୁଜରାଟରେ ଇତିହାସ ରଚିବା ଅଭିମୁଖେ ବିଜେପି, ୧୫୩ ଆସନରେ ଆଗୁଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଜରାଟରେ ଇତିହାସ ରଚିବା ଅଭିମୁଖେ ବିଜେପି। ଗୁଜରାଟରେ ବିଜେପି ୧୫୩ ଆସନରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୧୯ଟି ଆସନରେ ଆଗୁଆ ରହିଛି। ଗୁଜରାଟରେ ହୋଇଥିବା ତ୍ରୀକୋଣିୟ ମୁକାବିଲାରେ ଉଭୟ...

ଗୁଜରାଟରେ ସ୍ଥିତି ହରାଉଛି କଂଗ୍ରେସ: ସେପଟେ ହିମାଚଳ ପ୍ରଦେଶରେ ବିଜେପି-କଂଗ୍ରେସ କଡ଼ା ଟକ୍କର  

ଓଡ଼ିଶାଲାଇଭ୍ ବ୍ୟୁରୋ ସକାଳ ୮ଟାରୁ ଆରମ୍ଭ ହୋଇସାରିଛି ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନର ଭୋଟ୍ ଗଣତି। ଗୁଜରାଟରେ ବିଜେପି ୧୪୬ ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୨୪ ଆସନ ଆଗୁଆ ରହିଛି।...

୧୩୪ ଆସନରେ ବିଜୟ ସହ ଦିଲ୍ଲୀରେ ଏମସିଡି ନିର୍ବାଚନ ଜିତିଲା ଆପ୍‌, ଭାଙ୍ଗିଲା ୧୫ ବର୍ଷର ବିଜେପି ଗଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍)କୁ ମିଳିଲା ବହୁମତ। ୨୫୦ଟି ଆସନରୁ ଆପକୁ ସର୍ବାଧିକ ୧୩୪ଟି ଆସନ ମିଳିଥିବା ବେଳେ ବିଜେପିକୁ ୧୦୪, କଂଗ୍ରେସ  ୯...

ଗୁଜରାଟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଧାଡ଼ିରେ ଛିଡ଼ା ହୋଇ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁଜରାଟ ବିଧାନସଭା ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ସାବରମତି ବିଧାନସଭା କ୍ଷେତ୍ରର ନିଶାନ ପବ୍ଲିକ୍ ସ୍କୁଲ...

ଗୁଜରାଟ ବିଧାନସଭା ନିର୍ବାଚନ: ଇସୁଦାନ ଗଢ଼ଭୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲା ଆପ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଗୋଟିଏ ଦିନ ପରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଆମ ଆଦମୀ ପାର୍ଟି(ଆପ)। ଆପର ରାଷ୍ଟ୍ରୀୟ ସଂଯୋଜକ ତଥା...

ଚମ୍ପାବତ ବିଧାନସଭା ଉପନିର୍ବାଚନ: ୫୫ ହଜାର ଭୋଟରେ ଜିତିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଚମ୍ପାବତ ବିଧାନସଭା ଉପନିର୍ବାଚନରେ ବିପୁଳ ବିଜୟ ହାସଲ କରିଛନ୍ତି। ଧାମୀ ୫୫,୦୨୫ ଖଣ୍ଡ ଭୋଟରେ ବିଜୟ ହାସଲ କରିଛନ୍ତି। ଏହି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ...

“ମୁଁ ଯୋଗୀ ଆଦିତ୍ୟ ନାଥ, ଈଶ୍ଵରଙ୍କ ନାଁରେ ଶପଥ ନେଉଛି…”

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶ(ୟୁପି)ରେ ଆରମ୍ଭ ହେଲା ଯୋଗୀ ଆଦିତ୍ୟନାଥଙ୍କ ଦ୍ଵିତୀୟ ଇନିଂସ। ଦ୍ଵିତୀୟ ଥର ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଗାଦିରେ ବସିଲେ ଯୋଗୀ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜେପିକୁ ବିପୁଳ ଜନ ସମର୍ଥନ ମିଳିଲା। ୟୁପିରେ...

ଭୁବନେଶ୍ଵରରେ ଭୋଟ ଦେଲେ ବିଏମ୍‌ସି ମେୟର ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ   ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି। ଭୁବନେଶ୍ଵର ମହାନଗର ନିଗମର ମେୟର ପ୍ରାର୍ଥୀମାନେ ନିଜ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଜେଡି ମେୟର ପ୍ରାର୍ଥୀ...

ପଞ୍ଜାବର ନୂଆ ମନ୍ତ୍ରୀ ମଣ୍ଡଳ ଗଠନ କଲେ ମାନ: ମନ୍ତ୍ରୀ ପଦର ଶପଥ ନେଲେ ୧୦ ବିଧାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ ନିଜର ମନ୍ତ୍ରୀ ମଣ୍ଡଳ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାନଙ୍କ ମନ୍ତ୍ରୀ ମଣ୍ଡଳର ୧୦ ଜଣ ମାର୍ଚ୍ଚ ୧୯ ତାରିଖ ମନ୍ତ୍ରୀ ପଦର ଶପଥ...