ଝାରସୁଗୁଡ଼ା ଉପନିର୍ବାଚନ: ଦଳୀୟ ଟିକେଟ ନେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଳି ଦାସ ଶନିବାର ଦିନ ଦଳୀୟ ଟିକେଟ ନେଇଛନ୍ତି। ଦୀପାଳି ଆଜି ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ...
ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ପାଇଁ ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ଶନିବାର ଦିନ ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ନିକଟରେ ନିଜର ନାମାଙ୍କନ ଭରିଛନ୍ତି। ଏହି ପ୍ରାର୍ଥୀପତ୍ର...
‘ଇତିହାସ’କୁ ନେଇ ରାଜନୀତି: ସରକାର ବଦଳିଲେ ବଦଳେ ବହି!
ଓଡ଼ିଶାଲାଇଭ୍ ବ୍ୟୁରୋ
ଇତିହାସ ବଦଳେ ନି, କିନ୍ତୁ ରାଜନୀତି ପାଇଁ ବଦଳିଯାଏ ଇତିହାସ ବହି।
ପାଠକୁ ନେଇ ବି ଆରମ୍ଭ ହୁଏ ରାଜନୀତି। ଖାସ କରି ଇତିହାସକୁ ନେଇ। ଇତିହାସ ବଦଳେ ନି, କିନ୍ତୁ ରାଜନୀତି...
ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କଲା ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସବୁଠୁ ଶେଷରେ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବୁଧବାର ଦଳ ପକ୍ଷରୁ ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି।
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପୂର୍ବରୁ ବିଜେଡି...
ଏଡିଆର୍ ରିପୋର୍ଟ: ନବୀନ ପଟ୍ଟନାୟକ ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ହେଉଛି ୬୩ କୋଟି ୮୭ ଲକ୍ଷ ଟଙ୍କା। ଏହା ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମ...
ପରିସ୍ଥିତି ସହ ବଦଳେ ସମ୍ପର୍କ: କ୍ଷମତା ଯିବା ପରେ ଛାଡ଼ିଛନ୍ତି ରାହୁଲଙ୍କ ‘ହାତ’!
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ପରିସ୍ଥିତି ସହ ସମ୍ପର୍କ ବି ବଦଳି ଯାଏ। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଘନିଷ୍ଠ କୁହାଯାଉଥିବା ଅନେକ ନେତା କ୍ଷମତା ଯିବା ପରେ ରହୁଲଙ୍କ ‘ହାତ’ ଛାଡ଼ିଥିବା ଦେଖିବାକୁ ମିଳିଛି।
ପରିସ୍ଥିତି ଏବଂ...
ଝାରସୁଗୁଡ଼ା ଉପନିର୍ବାଚନ: ତରୁଣ ପାଣ୍ଡେ ହେଲେ କଂଗ୍ରେସ ପ୍ରାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ସୋମବାର ଦିନ ତରୁଣଙ୍କ ନାଁ ବିଧିବଦ୍ଧ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି।
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ...
ଝାରସୁଗୁଡ଼ା ଉପନିର୍ବାଚନ – ବିଜେଡିରୁ ପ୍ରାର୍ଥୀ ଦୀପାଳି, ବିଜେପି ଓ କଂଗ୍ରେସର ଗଣିତ ଛିଡୁନି
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରି ବିଜେଡି ଗୋଟିଏ ପାଦ ଆଗୁଆ ଥିବା ବେଳେ ବିଜେପି ଓ କଂଗ୍ରେସ ପଛରେ।
ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି।...
ଝାରସୁଗୁଡ଼ା ଉପନିର୍ବାଚନ: କେଉଁ ବ୍ଲକ ଜଗିବେ ବିଜେଡିର କେଉଁ ନେତା?
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାସଭା ଉପନିର୍ବାଚନ ପାଇଁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପୂର୍ବରୁ ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ଵ ମିଳିଥିବାବେଳେ ଶୁକ୍ରବାର ଦିନ ବ୍ଲକ ଏବଂ...
ଆଦାନୀ ମାମଲାର ଜେପିସି ତଦନ୍ତ ଦାବିରେ ବିରୋଧୀ ସାଂସଦଙ୍କ ‘ତ୍ରିରଙ୍ଗା ଶୋଭାଯାତ୍ରା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାର ବିରୋଧୀ ଦଳର ସାଂସଦମାନେ ଦିଲ୍ଲୀରେ ‘ତ୍ରିରଙ୍ଗା ଶୋଭାଯାତ୍ରା’ କରିଛନ୍ତି। ଆଦାନୀ ଷ୍ଟକ୍ ଦୁର୍ନୀତି ମାମଲାରେ ଯୁଗ୍ମ ସଂସଦୀୟ କମିଟିର (ଜେପିସି) ତଦନ୍ତ ଦାବି କରି ବିରୋଧୀ ସାଂସଦମାନେ ଏହି ଶୋଭାଯାତ୍ରା...




















