ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ସକାଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ମୃତ୍ୟୁ ହୋଇଛି। ଆଜି ସକାଳେ ଉଚ୍ଚ ସଦନ ନିର୍ବାଚନ ପ୍ରଚାର ସମୟରେ ତାଙ୍କ ଉପରକୁ...

ଦ୍ରୌପଦୀ ମୁର୍ମୁଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ଵାଗତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସମର୍ଥନ ଯୋଗାଡ଼ କରିବାକୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ଦ୍ରୌପଦୀ ମୁର୍ମୁ ବିଧାନସଭାରେ...

ଭୁବନେଶ୍ୱର ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସମର୍ଥନ ଯୋଗାଡ଼ କରିବାକୁ ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ଦିନ ୧୧ଟାରେ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ...

ବ୍ରିଟେନ ପ୍ରଧାନମନ୍ତ୍ରୀ ରେସ୍‌ରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରିଟେନରେ ରାଜନୈତିକ ଅସ୍ଥିରତା କାରଣରୁ ଇସ୍ତଫା ଦେଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ। ଭାରତୀୟ ବଂଶୋଦ୍ଭବ ଋଷି ସୁନକ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ନେଇ ଏବେ ଚର୍ଚ୍ଚା ହେଉଛି। ମନ୍ତ୍ରିମଣ୍ଡଳରେ ବିଦ୍ରୋହ ଏବଂ...

ଇସ୍ତଫା ଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରିମଣ୍ଡଳରେ ବିଦ୍ରୋହ କାରଣରୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଦିନ ଇସ୍ତଫା ଦେଇଛନ୍ତି। ଦେଶବାସୀଙ୍କୁ ସମ୍ବୋଧନ କରି ନିଜ ଇସ୍ତଫା ବିଷୟରେ ଘୋଷଣା କରିଛନ୍ତି ବୋରିସ ଜନସନ। ନୂଆ ପ୍ରଧାନମନ୍ତ୍ରୀ...

ବନ ମହୋତ୍ସବ ରାଜନୀତି: ପୁଣି ସାଂସଦ ଅପରାଜିତାଙ୍କୁ ଅଣଦେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗିଙ୍କୁ ଅଣାଦେଖା କଲେ ରାଜ୍ୟ ସରକାର। ବନ ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ, ବିଧାୟକ ଏବଂ ମେୟରଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ସାଂସଦ...

ବିବାହ ବନ୍ଧନରେ ବାନ୍ଧି ହେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିବାହ ବନ୍ଧନରେ ବାନ୍ଧି ହେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ। ଗୁରୁବାର ଦିନ ୧୨ଟାରେ ଗୁରୁପ୍ରିତ କୌରଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭଗବନ୍ତ ସିଂ ମାନ। ଦିଲ୍ଲୀ...

କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ମୁଖତାର ଆବାସ ନକଭୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୋଦୀଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ମୁଖତାର ଆବାସ ନକଭୀ। ବୁଧବାର ଦିନ ସେ ଇସ୍ତଫା ଦେଇଛନ୍ତି। ଆସନ୍ତା ଗୁରୁବାର ଦିନ ତାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାରୁ ଆଜି ସେ...

ଆମେ ମିଛୁଆ ବିଧାୟକ ହୋଇ ରହିବାକୁ ଚାହୁଁନୁ: ସୌମ୍ୟରଞ୍ଜନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ସରକାରୀ ଅଧିକାରୀମାନେ ଭୁଲ ଏବଂ ଭିନ୍ନ ଭିନ୍ନ ତଥ୍ୟ ଦେଇ ବିଧାୟକମାନଙ୍କୁ ମିଛୁଆ ସଜାଉଛନ୍ତି। ହେଲେ ଆମେ ମିଛୁଆ ବିଧାୟକ ହୋଇ ରହିବାକୁ ଚାହୁଁନୁ। ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନରେ...

ମହାରାଷ୍ଟ୍ର ଫ୍ଲୋର ଟେଷ୍ଟରେ ଏକନାଥ ସିନ୍ଦେ ବିଜୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ଫ୍ଲୋର ଟେଷ୍ଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ବହୁମତ ମିଳିଛି ଏକନାଥ ସିନ୍ଦେ ସରକାରଙ୍କୁ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସମର୍ଥନରେ ୧୬୪ ବିଧାୟକ ଭୋଟ ଦେଇଛନ୍ତି। ମହାରାଷ୍ଟ୍ରର ନୂଆ...