ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ: ଇଟାଲୀରେ ଭାରତୀୟ ରାଷ୍ଟ୍ରଦୂତ ନୀନା ମଲହୋତ୍ରାଙ୍କୁ ସାକ୍ଷାତ କଲେ ନବୀନ

ଓଡ଼ିଶାଲାଇଭ୍ ବ୍ୟୁରୋ ରୋମ ଏବଂ ଦୁବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ମୁଖ୍ୟମନ୍ତ୍ରୀ ଇଟାଲୀରେ ପହଁଚିଛନ୍ତି। ଇଟାଲୀରେ ପହଞ୍ଚିବା ପରେ ସେଠାରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ...

ଜୁନ ୨୦ରୁ ରୋମ ଏବଂ ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ଜୁନ ୨୦ ତାରିଖରେ ଏକାଧିକ ଅଧିକାରୀଙ୍କୁ ସାଙ୍ଗରେ ଧରି ରୋମ ଏବଂ ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ...

ରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ନିର୍ବାଚନ ଲାଗି ବୁଧବାର, ଜୁନ ୧୫ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁଲାଇ ୧୮ ତାରିଖରେ ଅନୁଷ୍ଠିତ ହେବ ରାଷ୍ଟ୍ରପତି ନିର୍ବାଚନ। ଏ ନେଇ ଓଡ଼ିଶା...

ରାହୁଲ ଗାନ୍ଧୀଙ୍କୁ ଇଡିର ଜେରା: କଂଗ୍ରେସର ବିକ୍ଷୋଭ, ବିଜେପି କହିଲା ତଦନ୍ତକାରୀ ସଂସ୍ଥା ଉପରେ ଚାପ ପକାଇବାକୁ ଚେଷ୍ଟା...

ଓଡ଼ିଶାଲାଇଭ୍ ବ୍ୟୁରୋ ନ୍ୟାସନାଲ ହେରାଲ୍ଡ ମାମଲାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗୁଡ଼େଇ ତୁଡ଼େଇ ପ୍ରଶ୍ନ କରିଛି ଇଡି। ଗତ ୧ ତାରିଖରେ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)...

ଛାତ୍ର ଜୀବନରୁ ରାଜନୀତିକୁ ଓହ୍ଲାଇଥିଲେ ବିକ୍ରମ କେଶରୀ ଆରୁଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଛାତ୍ର ଜୀବନରୁ ରାଜନୀତି ପ୍ରତି ତାଙ୍କର ଆଗ୍ରହ ପରବର୍ତ୍ତୀ ସମୟରେ ସକ୍ରିୟ ରାଜନୀତି ପାଇଁ ବାଟ କଢ଼ାଇଥିଲା। ଭଞ୍ଜନଗର ବିଧାନସଭା ଆସନରୁ ୬ ଥର ବିଧାୟକ ଭାବେ ନିର୍ବାଚିତ ହେବା ସହ...

ନ୍ୟାସନାଲ ହେରାଲ୍ଡ ମାମଲା: ରାହୁଲ ଗାନ୍ଧୀଙ୍କୁ ଇଡିର ଜେରା

ଓଡ଼ିଶାଲାଇଭ୍ ବ୍ୟୁରୋ ନ୍ୟାସନାଲ ହେରାଲ୍ଡ ମାମଲାରେ ସୋମବାର, ଜୁନ ୧୩ ତାରିଖରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଜେରା କରାଯାଉଛି। ଗତ ଜୁନ ୧ ତାରିଖରେ ଏହି ମାମଲାରେ କଂଗ୍ରେସ...

ବିକ୍ରମ କେଶରୀ ଆରୁଖ ହେଲେ ନୂଆ ବାଚସ୍ପତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି। ସୋମବାର, ଜୁନ ୧୩ ତାରିଖରେ ଅନୁଷ୍ଠିତ ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ। ବାଚନିକ ଭୋଟ...

ଜୁନ ୧୩ରେ ବାଚସ୍ପତି ନିର୍ବାଚନ: ବିଜେଡିରୁ ପ୍ରାର୍ଥିପତ୍ର ଦାଖଲ କଲେ ବିକ୍ରମ କେଶରୀ ଆରୁଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁନ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଖୁବଶୀଘ୍ର ବିଧାନସଭାର ନୂଆ ମୁଖିଆ ପଦ ସମ୍ଭାଳିବେ। ବାଚସ୍ପତି ନିର୍ବାଚନ ଲାଗି ଶୁକ୍ରବାର, ଜୁନ ୧୦ ତାରିଖରେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା...

ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୨୧ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ...

ଜୁନ ୧୩ରେ ବାଚସ୍ପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁନ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏ ନେଇ ବୁଧବାର ଦିନ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର ବିଧାନସଭାର ନୂଆ ମୁଖିଆ ପଦ ସମ୍ଭାଳିବେ। ବାଚସ୍ପତି...