ପୁରୁଷ ହକି ବିଶ୍ଵକପ-୨୦୨୩ରେ ଯୋଗ ଦେବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ଵନ୍ତ ସିଂ ମାନଙ୍କୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୁଷ ହକି ବିଶ୍ଵକପ ୨୦୨୩ର ଆୟୋଜନ କରୁଛି ଓଡ଼ିଶା। ହକି ମହାକୁମ୍ଭ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ହୋଇଛି ଆୟୋଜନ। ଜାନୁଆରି ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ଵର...

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବ୍ରଜରାଜନଗରଠାରେ ବିଧାନସଭାର ପୂର୍ବତନ ବାଚସ୍ପତି ସ୍ଵର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତିକୁ...

ଆନ୍ଧ୍ରପ୍ରଦେଶର ନେଲୋରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ଦଳାଚକଟା: ୮ ଜଣଙ୍କ ମୃତ୍ୟୁ, ୭ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲାର କାନ୍ଦୁକୁରୁ ସହରରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଦଳର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ସାଧାରଣ ସଭାରେ ଦଳାଚକଟା ହୋଇ ୮ ଜଣଙ୍କର...

ଭୁବନେଶ୍ୱର ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ – ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ରୂପ ନେବାକୁ ଯାଉଛି ଭୁବନେଶ୍ୱର ରେଳ ଷ୍ଟେସନ। ଭୁବନେଶ୍ୱର ରେଳ ଷ୍ଟେସନର ନବୀକରଣ ହେବା ସହ ଏହାକୁ ବିଶ୍ୱସ୍ତରୀୟ କରିବା ଲାଗି ଗୁରୁବାର ଦିନ ଭୂମି ପୂଜନ କରିଛନ୍ତି କେନ୍ଦ୍ର...

ନୂଆ ବର୍ଷରେ ଓଡ଼ିଶାରେ ଆରମ୍ଭ ହେବ ୫-ଜି ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ବର୍ଷରେ ଓଡ଼ିଶାର ମୋବାଇଲ ଉପଭୋକ୍ତାଙ୍କ ଲାଗି ୫-ଜି ସେବା ଉପଲବ୍ଧ ହେବାକୁ ଯାଉଛି। ଆସନ୍ତା ୨୦୨୩ ଜାନୁଆରି ୨୬ ତାରିଖ ପୂର୍ବରୁ ରାଜ୍ୟରେ ୫-ଜି ସେବା ଉପଲବ୍ଧ ହେବ ବୋଲି...

ମା’ମାନଙ୍କ ଆଶୀର୍ବାଦ ରହିଲେ ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ସେବାର ସୁଯୋଗ ପାଇବ ବିଜେଡି – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନାରୀ ସଶକ୍ତ ହେଲେ ରାଜ୍ୟ ତଥା ଦେଶର ବିକାଶ ହେବ ନୂତନ ଓଡ଼ିଶା ଗଠନର ସ୍ଵପ୍ନ ଦେଖୁଥିବା ଯୁବପିଢ଼ିଙ୍କୁ ବିଜେଡିରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ ମହିଳାମାନେ ନେତୃତ୍ଵ ନେବାକୁ...

ଆଜି ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ, ଶ୍ରୀକ୍ଷେତ୍ରରେ ସମର୍ପଣର ସଙ୍କଳ୍ପ ନେବେ ୫୦ ହଜାର କର୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଜୁ ଜନତା ଦଳ ପାଳନ କରୁଛି ୨୬ତମ ପ୍ରତିଷ୍ଠା ଦିବସ। ଶ୍ରୀକ୍ଷେତ୍ରରେ ଏବର୍ଷ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେଉଛି। ଏଥିରେ ୪୦ରୁ ୫୦ ହଜାର କର୍ମୀ ଓ ନେତାଙ୍କ...

ପୁରୁଷ ହକି ବିଶ୍ଵକପ-୨୦୨୩ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ ଲଗାତର ଭାବେ ଦ୍ଵିତୀୟ ଥର ପାଇଁ ବିଶ୍ଵକପ୍‌ ଆୟୋଜନ ଓଡିଶାର ଗୌରବ ବଢାଇଛି ସରକାରଙ୍କୁ ଧନ୍ୟବାଦ ଦେଲେ ସବୁ ଦଳ ପୁରୁଷ ହକି ବଶ୍ଵକପ୍-୨୦୨୩ର ଆୟୋଜନ...

ବାଲେଶ୍ଵର ଜିଲ୍ଲାରେ ୧,୮୦୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ୫,୬୦୦ ଏସଏଚଜି ଗ୍ରୁପକୁ ୨୨୦ କୋଟି ଟଙ୍କାର ସହାୟତା ‘ଓ୍ଵାନ ପଞ୍ଚାୟତ, ଓ୍ଵାନ ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ ଶିଳ୍ପ ବିକାଶରେ ମା’ମାନେ ନୂଆ ଇତିହାସ ସୃଷ୍ଟି କରିବେ...

କୋଭିଡ ପାଇଁ ସତର୍କ କରାଇଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନ, ଜାପାନ ଏବଂ ଆମେରିକା ସମେତ ୫ଟି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗୁଆ ପକ୍ଷେପ ଗ୍ରହଣ କରାଯାଉଛି। ସଂସଦରେ...