ନବୀନ ନିବାସରେ ଚାଲିଛି ପଦ୍ମପୁର ସମୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଫଳାଫଳକୁ ନେଇ ଗୁରୁବାର ଦିନ ନବୀନ ନିବାସରେ ଚାଲିଛି ସମୀକ୍ଷା। ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନେ ଏହି ସମୀକ୍ଷା ବୈଠକରେ...

କୋରାପୁଟ: ଠେଲାପେଲାରୁ ଚାଲିଗଲା ମହିଳାଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କଳି ତୁଟାଇବାକୁ ଯାଇ ଠେଲାପେଲା ଯୋଗୁଁ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁର ଥାନା ଅନ୍ତର୍ଗତ ବାରିଣିପୁଟ ଗାଁରେ। ମୃତ ମହିଳା...

ଖୁବ ଶୀଘ୍ର ଆସିବ ଛତୁ ମିଶନ, ରାଜ୍ୟରେ ବଢ଼ିବ ନିଯୁକ୍ତି ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଖୁବ୍ ଶୀଘ୍ର ଆସିବ ଛତୁ ମିଶନ। ରାଜ୍ୟରେ ଛତୁ ଉତ୍ପାଦନ ବୃଦ୍ଧି କରିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆରମ୍ଭ ହେବ ଛତୁ ମିଶନ। ଏ ନେଇ ସୂଚନା...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା କଂଗ୍ରେସର ବରିଷ୍ଠ ନେତା ରାଜା ପଟେରିଆ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିୟାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ସକାଳେ ତାଙ୍କୁ ଗିରଫ କରିଛି...

ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ସୋମବାର ଦିନ ଦେହାନ୍ତ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ୬୫ ବର୍ଷ ବୟସରେ ସେ ପ୍ରାଣ...

କାଳ ହେଲା ବିବାହ ଭୋଜି: ୩ଦିନ ପରେ କୂଅ ଭିତରୁ ମିଳିଲା ୪ ଜଣଙ୍କ ମୃତ ଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ ରାଜ୍ୟର କାଙ୍କେରକୁ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିବା ନବରଙ୍ଗପୁର ଜିଲ୍ଲା ରାଇଘରର ସପନ ସରକାର, ତାଙ୍କ ପତ୍ନୀ ଇତିଶ୍ରୀ, ଶଳା ବିଶ୍ଵଜିତ ଏବଂ ପଡ଼ୋଶୀ ହାଜାରିଙ୍କର ମୃତ ଦେହ...

ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଭୂପେନ୍ଦ୍ର ପଟେଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର...

“ମୋଦୀଙ୍କ ହତ୍ୟା ପାଇଁ ତତ୍ପର ରୁହ…”: ବିବାଦୀୟ ବୟାନ ଦେଇ ହରଡ଼ଘଣାରେ କଂଗ୍ରେସର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବାଦୀୟ ବୟାନ ଦେଇ ହରଡ଼ଘଣାରେ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆ। ଆୟୋଜିତ ଦଳୀୟ ସଭାରେ ରାଜା କଟେରିଆଙ୍କ...

ପଦ୍ମପୁର ବିଧାୟକ ଭାବେ ଶପଥ ନେଲେ ବର୍ଷା ସିଂ ବରିହା

ଓଡ଼ିଶାଲାଇଭ୍ ବ୍ୟୁରୋ ସୋମବାର ଦିନ ପଦ୍ମପୁରର ବିଧାୟକ ଭାବେ ଶପଥ ନେଲେ ବର୍ଷାରାଣୀ ସିଂ ବରିହା। ବିଜେଡିର ନବନିର୍ବାଚିତ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ବାଚସ୍ପତି...

ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିଗଲା ଗାଡ଼ି

ଓଡ଼ିଶାଲାଇଭ୍‌ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ମଝି ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ଗୋଟିଏ ସ୍କର୍ପିଓ ଗାଡ଼ି। ହେଲେ ଅଳ୍ପକେ ବଞ୍ଚି ଯାଇଛି ୮ ଜଣ ଯାତ୍ରୀଙ୍କ ଜୀବନ। ବୌଦ୍ଧ ବାଇପାସ୍ ରାସ୍ତାରେ...