ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି। ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଓଡ଼ିଶା ବନ୍ଦର ନୀତି-୨୦୨୨କୁ କ୍ୟାବିନେଟ...
ବାଲିଯାତ୍ରା ସରୁ ସରୁ ଦୁର୍ନୀତି ଅଭିଯୋଗ ଆଣିଲେ ବିଜେଡିର ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀ
ଓଡ଼ିଶାଲାଇଭ୍ ବ୍ୟୁରୋ
“କଟକ ବାଲିଯାତ୍ରାରେ ବ୍ୟାପକ ଦୁର୍ନୀତି ହୋଇଛି। ପ୍ଲଟ ଆବଣ୍ଟନଠାରୁ ଦର ନିର୍ଦ୍ଧାରଣ, ସବୁଥିରେ ଚଞ୍ଚକତା କରାଯାଇଛି”, ବାଲିଯାତ୍ରା ସରୁ ସରୁ ଆଜି ଏଭଳି ଅଭିଯୋଗ ଆଣିଛନ୍ତି ବିଜେଡିର ବରିଷ୍ଠ ନେତା ତଥା...
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ।
ମିଳିଥିବା ସୂଚନା ଅନୁସାରେ ଏହି ବୈଠକରେ...
ପଦ୍ମପୁର ଉପନିର୍ବାଚନ: ସରିଲା ପ୍ରାର୍ଥିପତ୍ର ଦାଖଲ, ଏବେ ପ୍ରଚାର ହେବ ଜୋରଦାର
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଲା ଛକାପଞ୍ଝା, ଶେଷ ଦିନରେ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ପ୍ରାର୍ଥୀ। ଏବେ ପ୍ରଚାର ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।
ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲକୁ...
ପଦ୍ମପୁର ବିଧାନସଭା ଉପନିର୍ବାଚନ: ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶେଷ ଦିନରେ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା। ଦଳର ବହୁ ବରିଷ୍ଠ ନେତା ଏବଂ କର୍ମୀଙ୍କ ଗହଣରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ...
ବିଜେଡିରେ ସାମିଲ ହେଲେ ନୂଆପଡ଼ାର ପୂର୍ବତନ ସହକାରୀ ଜିଲ୍ଲାପାଳ ମହେନ୍ଦ୍ର ବଢ଼େଇ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରେ ସାମିଲ ହେଲେ ନୂଆପଡ଼ା ଜିଲ୍ଲାର ପୂର୍ବତନ ସହାକାରୀ ଜିଲ୍ଲାପାଳ ମହେନ୍ଦ୍ର ବଢ଼େଇ। ଶତାଧିକ ସମର୍ଥକଙ୍କ ଗହଣରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ମହେନ୍ଦ୍ର ବଢ଼େଇଙ୍କ...
୨୦୨୩ରେ ଭାରତରେ ହେବ ଜି-୨୦ ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୦୨୩ରେ ଭାରତ ଅଧ୍ୟକ୍ଷତାରେ ହେବ ଜି-୨୦ ସମ୍ମିଳନୀ। ଏହି ସମ୍ମିଳନୀ ଭାରତର ଜୟପୁର ସହରରେ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି। ବାଲିଠାରେ ଅନୁଷ୍ଠିତ ଦୁଇଦିନିଆ ଜି-୨୦ ସମ୍ମିଳନୀ ଶେଷ...
ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ଏକ ପ୍ରହେଳିକା – ପୃଥ୍ଵୀରାଜ ହରିଚନ୍ଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେବା ପରେ ଏହାକୁ ନେଇ ସରଗରମ ହୋଇଛି ରାଜ୍ୟ ରାଜନୀତି। ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ବିଜେପି...
ୟୁକ୍ରେନ ସୀମା ଟପି ପୋଲାଣ୍ଡରେ ପଡ଼ିଲା ରୁଷର ମିସାଇଲ୍, ୨ ପୋଲାଣ୍ଡ ନାଗରିକ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ୟୁକ୍ରେନ୍ ଉପରେ ରୁଷ୍ ମିସାଇଲ୍ ମାଡ଼ ଜାରିରହିଛି। ଏହାରି ଭିତରେ ରୁଷର ମିସାଇଲ୍ ୟୁକ୍ରେନ୍ ସୀମା ଡେଇଁଛି। ସୀମା ଡେଇ ପୋଲାଣ୍ଡରେ ରୁଷର ମିସାଇଲ୍ ମାଡ଼ ହୋଇଥିବା ସୂଚନା ମିଳିଛି। ମିସାଇଲ୍...
ପଦ୍ମପୁର ଲଢ଼େଇ: ବିଜେପି ଘରେ ବିଜେଡି ନାଟ!
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ପଦ୍ମପୁର ରାଜନୀତିରେ ହଟଚମଟ। ବିଜେଡି ଟିକେଟରେ ଲଢ଼ୁଛନ୍ତି ବିଜେପି ନେତାଙ୍କ ବୋହୂ।
ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ଘରେ ବିଜେଡିର ନାଟ ଚାଲିଥିବା ଦେଖିବାକୁ ମିଳିଛି। ବିଜେଡି ବର୍ଷା ସିଂ ବରିହାଙ୍କୁ...




















