ପଦ୍ମପୁର ବିଧାନସଭା ଉପନିର୍ବାଚନ: ୨୭୯ଟି ବୁଥରେ ମତଦାନ କରିବେ ୨ଲକ୍ଷ ୫୭ ହଜାର ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ହେବ ମତଦାନ। ଏହି ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା...

ବିରାଟ ପଟୁଆରରେ ଆସିଲେ, ପ୍ରାର୍ଥିପତ୍ର ଦାଖଲ ନକରି ଫେରିଗଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିରାଟ ପଟୁଆରରେ ଆସିଲେ ପ୍ରାର୍ଥିପତ୍ର ଦାଖଲ ନକରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରୁ ଫେରିଗଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଏହିଭଳି ହାଇଡ୍ରାମା ଦେଖିବାକୁ ମିଳିଛି ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ। ପଦ୍ମପୁର ବିଧାନସଭା...

ପଦ୍ମପୁର ବିଧାନସଭା ଉପନିର୍ବାଚନ: ବର୍ଷାରାଣୀ ସିଂ ବରିହାଙ୍କୁ ପ୍ରାର୍ଥୀ କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ କଳ୍ପନା ଜଳ୍ପନାର ଅନ୍ତ ହେଲା ଶେଷରେ ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି। ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷାରାଣୀ ସିଂ...

ପଦ୍ମପୁର ବିଧାନସଭା ଉପନିର୍ବାଚନ: ପ୍ରାର୍ଥୀ ଦେଲେ ବିଜେପି-କଂଗ୍ରେସ, ବିଜେଡିର ଚାଲିଛି ଚୟନ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ବିଜେପି ଏବଂ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବାବେଳେ ଏ ପର୍ଯ୍ୟନ୍ତ ପ୍ରାର୍ଥୀ ଚୂଡ଼ାନ୍ତ କରିନାହିଁ ବିଜେଡି। ବିଜେପି ଗତ ୧୧ ତାରିଖରେ ପ୍ରଦୀପ...

ରାଷ୍ଟ୍ରପତିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ହରଡ଼ଘଣାରେ ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ହରଡ଼ଘଣାରେ ପଡ଼ିଛନ୍ତି ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି। ପଶ୍ଚିମବଙ୍ଗ ନନ୍ଦିଗ୍ରାମର ଏକ ଜନସଭାରେ ଯୋଗ ଦେବା ଅବସରରେ...

ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ଦଳ ପାର୍ଥୀ କରିଛି। ଏନେଇ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଘୋଷଣା କରିଛି। ଆସନ୍ତା ନଭେମ୍ବର...

ଜେଲରୁ ମୁକୁଳିବେ ରାଜୀବ ଗାନ୍ଧୀଙ୍କ ୬ ହତ୍ୟାକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲରୁ ମୁକୁଳିବେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୬ ଜଣ ହତ୍ୟାକାରୀ। ଏ ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬...

ରୁଷ ଆସି ଅଧାରେ ଥିବା ମେଡ଼ିକାଲ ପାଠପଢ଼ା ଶେଷ କର

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁକ୍ରେନ୍‌ରେ ମେଡିକାଲ ପାଠପଢା ଅଧାରୁ ଛାଡ଼ିଥିବା ଭାରତୀୟ ଛାତ୍ରଛାତ୍ରୀଙ୍କୁ ରୁଷ ଆସି ପାଠପଢ଼ା ସାରିବାକୁ ରୁଷ ସରକାର ପ୍ରସ୍ତାବ ଦେଇଛନ୍ତି। ଚେନ୍ନାଇରେ ରୁଷର ବାଣିଜ୍ୟିକ ଦୂତ ଓଲେଗ ଅବଦିଭ ଏହା କହିଛନ୍ତି। ଓଲେଗ...

ରାଜଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନାଗରିକ ସମ୍ବର୍ଦ୍ଧନା, ଉପହାର ମିଳିଲା ମାଣ୍ଡିଆ କିଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଭାବେ ଦାୟିତ୍ଵ ନେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମଭୂମି ଓଡ଼ିଶା ଆସିଛନ୍ତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ମାଟିରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି ମହାମହିମଙ୍କୁ। ପୁରୀ ଶ୍ରୀମନ୍ଦିରରେ ଚତୁର୍ଦ୍ଧା...

ପଦ୍ମପୁର ବିଧାନସଭା ଉପନିର୍ବାଚ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ଗୁରୁବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା। ଆସନ୍ତା ନଭେମ୍ବର ୧୭ ପ୍ରାର୍ଥିପତ୍ର ଦାଖଲର ଶେଷ...