ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଭୁଲ ମାଗିଲେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ବିବାଦରେ ଛନ୍ଦି ହୋଇଥିବା କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ ଶେଷରେ ଭୁଲ ମାଗିଲେ। ଅଧୀର ରଞ୍ଜନଙ୍କ ମନ୍ତବ୍ୟକୁ...

ଶିକ୍ଷକ ନିଯୁକ୍ତି ଘୋଟାଲା: ବଢ଼ୁଛି ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ମୁଖର୍ଜୀଙ୍କ ଅଡ଼ୁଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷକ ନିଯୁକ୍ତି ଘୋଟାଲାରେ ଛନ୍ଦି ହୋଇଥିବା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ସହଯୋଗୀ ଅର୍ପିତା ମୁଖର୍ଜୀଙ୍କ ଅଡ଼ୁଆ ବଢ଼ି ବଢ଼ି ଚାଲିଛି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଘୋଟାଲା ମାମଲାରେ ଛନ୍ଦି ହୋଇଥିବା...

ଏ ମାଟିର କନ୍ୟା

ନବୀନ ପଟ୍ଟନାୟକ  “ମୁଁ ଦ୍ରୌପଦୀ ମୁର୍ମୁ...”। ଜୁଲାଇ ୨୫ ତାରିଖ ସମୟ ପୂର୍ବାହ୍ନ ୧୦.୧୪ ମିନିଟ୍। ଆମ ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିର ନୂଆଦିଲ୍ଲୀର ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ ଏହି ଶବ୍ଦ ଉଚ୍ଚାରିତ...

ମମତାଙ୍କ ମନ୍ତ୍ରିମଣ୍ଡଳରୁ ବିଦାହେଲେ ପାର୍ଥ ଚାଟାର୍ଜୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁର୍ନୀତି ଅଭିଯୋଗରେ ଛନ୍ଦି ହେବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଘୋଟାଲାରେ ଫସିଥିବା ପାର୍ଥ ଚାଟାର୍ଜୀଙ୍କୁ...

“ରାଷ୍ଟ୍ରପତ୍ନୀ” କହି ଅଡ଼ୁଆରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ବଦଳରେ ରାଷ୍ଟ୍ରପତ୍ନୀ କହି ଅଡ଼ୁଆରେ ପଡ଼ିଛନ୍ତି କଂଗ୍ରେସର ଲୋକସଭା ସାଂସଦ ଅଧୀର ରଞ୍ଜନ ଚୌଧୁରୀ। ଏହି ଘଟଣାକୁ ନେଇ ବିବାଦ ବଢ଼ିବା ପରେ ସଫେଇ ଦେଇଛନ୍ତି...

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ ‘ଏ ମାଟିର କନ୍ୟା’

ଓଡ଼ିଶାଲାଇଭ୍ ବ୍ୟୁରୋ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ। ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ଏ ମାଟିର କନ୍ୟା’ ଶୀର୍ଷକରେ ମୁଖ୍ୟମନ୍ତ୍ରୀଙ୍କ ଆଲେଖ୍ୟକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ଓଡ଼ିଶା ମାଟିର ଝିଅ...

ନ୍ୟାସନାଲ ହେରାଲ୍ଡ ମାମଲା: ଇଡି କାର୍ଯ୍ୟାଳୟରେ ପୁଣି ହାଜର ହେଲେ ସୋନିଆ ଗାନ୍ଧୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଧାରଣାସ୍ଥଳରୁ ରାହୁଲ ଗାନ୍ଧୀଙ୍କୁ ଉଠାଇ ନେଲା ପୋଲିସ୍ ଦେଶବ୍ୟାପୀ ଇଡି କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ ନ୍ୟାସନାଲ ହେରାଲ୍ଡ ମାମଲାରେ ଦ୍ଵିତୀୟ ଥର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି କଂଗ୍ରେସ...

ନଭୀ ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ଼ କଲେ ଓଡ଼ିଶା ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ     କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ସ୍ଥିତ ଓଡ଼ିଶା ଭବନରେ ଡାକ୍ତରମାନଙ୍କ ରହଣି ବାବଦ ଦେୟ ଛାଡ଼ ପ୍ରଥମ ଲହରରେ ଛାଡ଼ ହୋଇଥିଲା ୨ କୋଟି ଟଙ୍କା କୋଭିଡ ରୋଗୀଙ୍କ ଚିକିତ୍ସା...

ବଦଳିଲା ଠିକଣା: ରାଷ୍ଟ୍ରପତି ଭବନରୁ ବିଦାୟ ନେଲେ ରାମନାଥ କୋବିନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦିନ ରାଷ୍ଟ୍ରପତି ଭବନରୁ ବିଦାୟ ନେଇଛନ୍ତି। ଏବେ ତାଙ୍କ ଠିକଣା ବଦଳି ନୂଆଦିଲ୍ଲୀ ସ୍ଥିତ ୧୨ ଜନପଥ ନୂଆ ଠିକଣା ପାଲଟିଛି। ଜୁଲାଇ ୨୪ ତାରିଖରେ...

ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇ ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ପଞ୍ଚଦଶ ରାଷ୍ଟ୍ରପତି ତଥା ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଆଜି ପଦ ଏବଂ ଗୋପନୀୟତାର ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ...