ମହାରାଷ୍ଟ୍ର ଫ୍ଲୋର ଟେଷ୍ଟରେ ଏକନାଥ ସିନ୍ଦେ ବିଜୟୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଫ୍ଲୋର ଟେଷ୍ଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ବହୁମତ ମିଳିଛି ଏକନାଥ ସିନ୍ଦେ ସରକାରଙ୍କୁ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସମର୍ଥନରେ ୧୬୪ ବିଧାୟକ ଭୋଟ ଦେଇଛନ୍ତି।
ମହାରାଷ୍ଟ୍ରର ନୂଆ...
ବିଜେବି କଲେଜ ଛାତ୍ରୀ ରୁଚିକା ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା, ଗୃହ ୧୧ଟା ୩୦ ଯାଏଁ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ...
ଓଡ଼ିଶା ବଜେଟ ୨୦୨୨-୨୩: ଶିକ୍ଷା କ୍ଷେତ୍ର ପାଇଁ ୨୭,୩୨୪ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ଟଙ୍କା ରହିଛି।...
ଓଡ଼ିଶା ବଜେଟ ୨୦୨୨-୨୩: ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୨, ୨୪୧ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ...
ବିଧାନସଭାରେ ନୂପୁର ଶର୍ମା ପ୍ରସଂଗକୁ ନେଇ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳଙ୍କ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ଗୃହରେ ଆଲୋଚନା ପାଇଁ ରାଜ୍ୟର ଅନେକ ସମସ୍ୟା ରହିଥିବାବେଳେ ନୂପୁର ଶର୍ମାଙ୍କ ବିବାଦୀୟ ବୟାନ ଉପରେ...
ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। କୋଭିଡ କଟକଣା ମଧ୍ୟରେ ଚାଲିବ ୨୪ ଦିନିଆ କାର୍ଯ୍ୟ ଦିବସ। ଶନିବାର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ପଦବୀରୁ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ମହାରାଷ୍ଟ୍ରରେ କିଛି ଦିନ ଧରି ଲାଗି ରହିଥିବା ରାଜନୈତିକ ହାଇଡ୍ରାମା ଉପରେ ଯବନିକା ପଡ଼ିଲା। ଏବେ ବିଜେପି ସମର୍ଥରେ ମହାରାଷ୍ଟ୍ରର ରାଜନୀତିର...
ମହାରାଷ୍ଟ୍ରରେ ସରକାର ଗଢ଼ିବେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଏବେ ନୂଆ ମୋଡ଼ ନେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ଏବେ ମହାରାଷ୍ଟ୍ରର କମାଣ ସମ୍ଭାଳିବେ ଏକନାଥ ସିନ୍ଦେ।
ଗତ କିଛି...
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଚାଲିଥିବା ରାଜନୀତି ମହାନାଟକର ଅନ୍ତ ଘଟିଲା। ଫ୍ଳୋର ଟେଷ୍ଟକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଲେ। ଫେସବୁକ୍ ଲାଇଭରେ ମୁଖ୍ୟମନ୍ତ୍ରୀ ପଦରୁ...
ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ଵରକୁ ସିଧାସଳଖ ବିମାନ ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ୱରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏନେଇ ଦୁବାଇରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିନା ଅପେକ୍ଷାରେ...




















