ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ ହେବ। ଉପରାଷ୍ଟ୍ରପତି ନିର୍ବାଚନ ଲାଗି ମତଦାନ ସରିବା ପରେ ଫଳାଫଳ ସେହିଦିନ ପ୍ରକାଶିତ ହେବ। ଆସନ୍ତା ଅଗଷ୍ଟ ୧୦ ତାରିଖରେ ଉପରାଷ୍ଟ୍ରପତି...

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ: ଅନୁଷ୍ଠିତ ହେଲା ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁାରୋ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଦିନ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନର ସୁପରିଚାଳନା...

ବିଦ୍ରୋହୀ ବିଧାୟକଙ୍କୁ ମନେଇବାକୁ ଉଦ୍ଧବ ଠାକରେଙ୍କ ଆଉ ଏକ ପ୍ରୟାସ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ମୁଣ୍ଡ ଟେକିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବିଦ୍ରୋହୀ ବିଧାୟକଙ୍କୁ ମନେଇବା ପାଇଁ ପୁଣି ଏକ ପ୍ରୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆପୋସ ଆଲୋଚନା କରି ନିଜ ନିଜ ଭିତରେ...

ରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିରୋଧୀଙ୍କ ପ୍ରାର୍ଥୀ ଯଶୱନ୍ତ ସିହ୍ନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ ରାଷ୍ଟ୍ରପତି ନିର୍ବାଚନ। ସୋମବାର ଦିନ ନିର୍ବାଚନ ଲାଗି ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନା। ଦିଲ୍ଲୀ ସଂସଦ ଭବନରେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲଙ୍କ...

ମହଙ୍ଗା ପଡ଼ିଲା ବିନା ହେଲମେଟରେ ବାଇକ୍‌ ଯାତ୍ରା, ଫାଇନ ଭରିଲେ ମନ୍ତ୍ରୀ ଏବଂ ବିଧାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିନା ହେଲମେଟରେ ବାଇକ୍ ଚଲାଇ ଫାଇନ ଗଣିଲେ ମନ୍ତ୍ରୀ ଏବଂ ବିଧାୟକ। ଏହି ଭଳି ଘଟଣା ବାଲେଶ୍ଵର ଜିଲ୍ଲାରେ ଦେଖିବାକୁ ମିଳିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୪...

ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଏସପି

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁଜନ ସମାଜ ପାର୍ଟି(ବିଏସପି) ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ। ଏ ନେଇ ଶନିବାର ବିଏସପି ମୁଖ୍ୟ ମାୟାବତୀ ଘୋଷଣା କରିଛନ୍ତି। ସେ କହିଛନ୍ତି ଦଳର ନିଷ୍ପତ୍ତି ଅନୁସାରେ...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବିଶ୍ଵକୁ ବାଟ ଦେଖାଇବ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା। ଓ୍ଵାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ...

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ସାଂସଦ ଭାବେ ଶୁକ୍ରବାର ଦିନ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ...

ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ଲାଗି ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ତଥା...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ। ପ୍ରାର୍ଥିପତ୍ର ଦାଖଲ...