ଜୁନ ୩ରେ ଭୋଟ ଗଣତି: ରାତି ପାହିଲେ ପ୍ରକାଶ ପାଇବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଫଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଛି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ବାଲାଟ ବକ୍ସରେ ସିଲ ହୋଇଛି ପ୍ରାର୍ଥୀମାନଙ୍କ ଭାଗ୍ୟ। ତେବେ ଏଥର ବ୍ରଜରାଜନଗର ଭୋଟରଙ୍କ ମନ କିଏ ଜିଣିଛନ୍ତି ରାତି ପହିଲେ ସ୍ପଷ୍ଟ ହୋଇଯିବ।
ରାତି...
ନ୍ୟାସନାଲ ହେରାଲ୍ଡ ମାମଲାରେ ରାହୁଲ ଏବଂ ସୋନିଆ ଗାନ୍ଧୀଙ୍କୁ ଇଡିର ସମନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିଲା ଗାନ୍ଧୀ ପରିବାରର ଅଡ଼ୁଆ। ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଜୁନ ୨ ତାରିଖରେ...
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ: ସନ୍ଧ୍ୟା ୬ଟା ସୁଦ୍ଧା ୬୯ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
କଡ଼ା ସୁରକ୍ଷା ମଧ୍ୟରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ କରିଛନ୍ତି ଭୋଟର। ସନ୍ଧ୍ୟା ୬ଟା ସୁଦ୍ଧା ୬୯ ପ୍ରତିଶତ ମତଦାନ ହୋଇଛି। ସୁରକ୍ଷା ପାଇଁ ବୁଥଗୁଡ଼ିକରେ ୧୦୦୦ ପୋଲିସ ଫୋର୍ସ...
ପ୍ରଧାନମନ୍ତ୍ରୀଙ୍କ ଉପହାର: ଚାଷୀଙ୍କ ଖାତାକୁ ଗଲା ପିଏମ୍ କିସାନ କିସ୍ତି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ସରକାରର ୮ ବର୍ଷ କାର୍ଯ୍ୟକାଳ ପୂର୍ତ୍ତି ଅବସରରେ ଚାଷୀଙ୍କୁ ଉପହାର ଦେଇଛନ୍ତି। ପିଏମ କିସାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଏକାଦଶ କିସ୍ତି ଟଙ୍କା ଚାଷୀଙ୍କ...
ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୪ ବିଜେଡି ପ୍ରାର୍ଥୀ। ଆଜି, ମେ’ ୩୧ ତାରିଖ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାରୁ ୪...
କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
କଡ଼ା ସୁରକ୍ଷା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇଛି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ। ମୋଟ ୧୧ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବାବେଳେ ତିନି ପ୍ରମୁଖ ଦଳ...
ନବୀନଙ୍କ ଦୁଇ ଦିନିଆ ଦିଲ୍ଲୀ ଗସ୍ତ – ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି କଲେ ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୋମବାର ଦିଲ୍ଲୀରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରାୟ ୩୦ ମିନିଟ ଧରି ଆଲୋଚନା ହୋଇଥିବା ନେଇ ନବୀନ...
ରାଜ୍ୟସଭା ନିର୍ବାଚନ: ବିଜେଡିର ଭରସା ଯୁବ ଚେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭାରେ ବିଜେଡିର ଖାଲି ପଡ଼ିଥିବା ୪ ଆସନ ପାଇଁ ବହୁ ବରିଷ୍ଠ ନେତାଙ୍କ ନାଁ ଚର୍ଚ୍ଚା ହେଉଥିଲା। କିନ୍ତୁ ରବିବାର ବିଜେଡି ସୁପ୍ରିମୋ ୪ ଜଣ ଯୁବ ଚେହେରାଙ୍କ ଉପରେ ଆସ୍ଥା...
ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେଇଛି ମୋ ସରକାର – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୋ ସରକାର ସମୀକ୍ଷା
ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗ ସାମିଲ
ସରକାର ଓ ସରକାରୀ ଅନୁଷ୍ଠାନ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀ ବଦଳିଛି
ଜନସାଧାରଣ ଓ ସରକାର ମଧ୍ୟରେ...
ଦିଲ୍ଲୀର ନୂଆ ଉପରାଜ୍ୟପାଳ ହେଲେ ବିନୟ କୁମାର ସକ୍ସେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ନୂଆ ଉପରାଜ୍ୟପାଳ ହେଲେ ବିନୟ କୁମାର ସକ୍ସେନା। ଗୁରୁବାର ଦିଲ୍ଲୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଶପଥ ଗ୍ରହଣ କରିଛନ୍ତି। ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ବିପିନ ସାନ୍ଧୀ...




















