ଦୁଇ ବର୍ଷ ପରେ ସାମ୍ବାଦିକଙ୍କ ଲାଗି ଆସନ୍ତା ୧୮ରୁ ଖୋଲିବ ଲୋକସେବା ଭବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଏପ୍ରିଲ ୧୮ ତାରିଖରୁ ସାମ୍ବାଦିକ ଏବଂ ସାଧାରଣ ଲୋକଙ୍କ ଲାଗି ଖୋଲିବ ଲୋକସେବା ଭବନ। କୋଭିଡ ମହାମାରୀ ଯୋଗୁଁ ଲୋକସେବା ଭବନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା। କୋଭିଡ...

ବିଶ୍ଵର ଏକ ନମ୍ବର ସହର ହେବ ଭୁବନେଶ୍ଵର – ସୁଲୋଚନା ଦାସ

ସଂଗୀତା ମାନସିଂହ [youtube https://www.youtube.com/watch?v=tRMO0uwQJBI] ସାମ୍ବାଦିକରୁ ଭୁବନେଶ୍ଵର ମହାନଗର ନିଗମର ପ୍ରଥମ ମହିଳା ମେୟର ହୋଇଛନ୍ତି ସୁଲୋଚନା ଦାସ। ଭୁବନେଶ୍ଵରକୁ ବିଶ୍ଵର ଏକ ନମ୍ବର ସହରରେ ପରିଣତ କରିବା ତାଙ୍କର ଲକ୍ଷ୍ୟ ବୋଲି ଓଡ଼ିଶାଲାଇଭ୍‌କୁ ସ୍ଵତନ୍ତ୍ର...

ଭୁବନେଶ୍ଵର ଡେପୁଟି ମେୟର ହେଲେ ମଞ୍ଜୁଲତା କହଁର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ମହାନଗର ନିଗମର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ୨୨ ନମ୍ବର ଓ୍ଵାର୍ଡର କର୍ପୋରେଟର ମଞ୍ଜୁଲତା କହଁର। ବିଏମ୍‌ସିର ଡେପୁଟି ମେୟର ପାଇଁ ଅନେକ ଆଶାୟୀ ରହିଥିଲେ। କିନ୍ତୁ ଦଳ...

କଟକ ଡେପୁଟି ମେୟର ହେଲେ ଦମୟନ୍ତୀ ମାଝି ଓ ବ୍ରହ୍ମପୁରରେ ବିବେକ ରେଡ୍ଡୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ମହାନଗର ନିଗମର ଡେପୁଟି ମେୟର ଭାବେ ୪୯ ନମ୍ବର ଓ୍ଵାର୍ଡର ବିଜେଡି କର୍ପୋରେଟର ଦମୟନ୍ତୀ ମାଝି ନିର୍ବାଚିତ ହୋଇଥିବାବେଳେ ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ହୋଇଛନ୍ତି ୪୨ ନମ୍ବର...

ଶପଥ ନେଲେ ଭୁବନେଶ୍ଵର ମେୟର ସୁଲୋଚନା ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ମହାନଗର ନିଗମର ପ୍ରଥମ ମହିଳା ମେୟର ସୁଲୋଚନା ଦାସ ଶନିବାର ଶପଥ ଗ୍ରହଣ କରିଛନ୍ତି। ବିଏମ୍‌ସି କନଫରେନ୍ସ ହଲଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଗୃହ ଏବଂ ନଗର ଉନ୍ନୟନ ବିଭାଗର...

ଡ୍ରେନେଜ ସମସ୍ୟାରୁ ମୁକୁଳିବେ ଭୁବନେଶ୍ଵର ବାସିନ୍ଦା – ସୁଲୋଚନା ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି)ର ପ୍ରଥମ ମହିଳା ମେୟର ଭାବେ ନିର୍ବାଚିତ ହୋଇଛନ୍ତି ସୁଲୋଚନା ଦାସ। ଭୁବନେଶ୍ଵରରେ ବର୍ଷ ବର୍ଷ ଧରି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଡ୍ରେନେଜ ସମସ୍ୟା ଖୁବଶୀଘ୍ର ଦୂର କରିବାକୁ ଯୋଜନା...

ଶପଥ ନେଲେ କଟକ ନୂଆ ମେୟର ସୁବାସ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ମହାନଗର ନିଗମର ନବନିର୍ବାଚିତ ମେୟର ସୁବାସ ସିଂ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ମୋଟ ୫୯ ଓ୍ଵାର୍ଡର କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି। ଶପଥ ଗ୍ରହଣ ପାଇଁ କଟକ...

ସଙ୍କଟରେ ପାକିସ୍ତାନ: ଚୌକି ହରାଇବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ!

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନ ରାଜନୀତିରେ ଏବେ ଉତ୍‌ଥାନ ପତନ ଜାରି ରହିଛି। ଏପରିକି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଚୌକି ମଧ୍ୟ ସଙ୍କଟରେ ରହିଛି। ଦିନକୁ ଦିନ ପାକିସ୍ତାନ ପ୍ରଧାମନ୍ତ୍ରୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ସଙ୍କଟରେ...

ଆଗକୁ ରାଜ୍ୟସଭା ନିର୍ବାଚନ: ରେସ୍‌ରେ କିଏ ହେବେ ସାମିଲ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ମାସରେ ହେବ ରାଜ୍ୟସଭା ନିର୍ବାଚନ। କିଏ ଏହି ରେସ୍‌ରେ ସାମିଲ ହେବେ ତାକୁ ନେଇ ଏବେ ସବୁଠି ଚର୍ଚ୍ଚା। ଓଡ଼ିଶାର ତିନି ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ସେମାନେ...

କିଏ ହେବେ ଭାରତର ନୂଆ ରାଷ୍ଟ୍ରପତି ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ ରାଷ୍ଟ୍ରପତି ନିର୍ବାଚନ। ଏବେଠାରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଆସନ୍ତା ଜୁଲାଇ ୨୫ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଜୁଲାଇ ମାସରେ ହିଁ ରାଷ୍ଟ୍ରପତି ନିର୍ବାଚନ ହେବ।...