୨୫ରୁ ବିଧାନସଭା ବିଜେଟ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ମାର୍ଚ୍ଚ ୨୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ୬ ଦିନିଆ ଅଧିବେଶନ। କୋଭିଡ କଟକଣା ମଧ୍ୟରେ ଚଳିତ ବିଧାନସଭା ବଜେଟ ଅଧିବେଶନ ଅନୁଷ୍ଠିତ ହେବ। ବଜେଟ୍ ଅଧିବେଶନ ପୂର୍ବରୁ...
ସରିଲା ପୌର ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୫ ପ୍ରତିଶତରୁ ଅଧିକ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଏବଂ ବିଜ୍ଞପିତ ଅଞ୍ଚଳ ଓ ୩ଟି ମହାନଗର ନିଗମରେ ନିର୍ବାଚନ ଲାଗି ମତଦାନ ଶେଷ ହୋଇଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ କରିଥିଲେ...
ଭୁବନେଶ୍ଵରରେ ଭୋଟ ଦେଲେ ବିଏମ୍ସି ମେୟର ପ୍ରାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି। ଭୁବନେଶ୍ଵର ମହାନଗର ନିଗମର ମେୟର ପ୍ରାର୍ଥୀମାନେ ନିଜ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଜେଡି ମେୟର ପ୍ରାର୍ଥୀ...
ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚାଲି ଚାଲି ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ଜଣେ ସାଧାରଣ ନାଗରିକ ଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଗାଦିରେ ବସିଲେ ପୁଷ୍କର ସିଂହ ଧାମି
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପୁଷ୍କର ସିଂହ ଧାମି। ଡେରାଡୁନର ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଧାମି ମୁଖ୍ୟମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଉତ୍ତରାଖଣ୍ଡର ବିକାଶ ପାଇଁ...
ରାତି ପାହିଲେ ପୌର ନିର୍ବାଚନ: ଦୁଇଥର ଭୋଟ ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ପୌର ନିର୍ବାଚନ। ସହରୀ ଭୋଟର ନିଜ ନିଜର ନେତା ବାଛିବେ। ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ସରକାରଙ୍କ...
ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ବାଣପୁର ଜେଏମ୍ଏଫସି କୋର୍ଟ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ମଙ୍ଗଳବାର ବାଣପୁର ପୋଲିସ୍ ତାଙ୍କୁ...
ପୌର ନିର୍ବାଚନ: ଶେଷ ଦିନ ପ୍ରଚାରରେ କମ୍ପିଲା ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଓ ବିଜ୍ଞପିତ ଅଞ୍ଚଳ ଏବଂ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ବି...
ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମଙ୍ଗଳବାର ଗିରଫ କରିଛି ବାଣପୁର ପୋଲିସ। ତାଙ୍କୁ ଭୁବନେଶ୍ଵର କୋର୍ଟରେ ହାଜର କରିଯିବା ପରେ ବାଣପୁର କୋର୍ଟକୁ ନିଆଯିବ। ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ସମ୍ପର୍କରେ...
ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ହେଲେ ଏନ ବୀରେନ ସିଂହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଗାତର ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ଗାଦିରେ ବସିଛନ୍ତି ଏନ୍ ବୀରେନ ସିଂହ। ସୋମବାର ରାଜବଭନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବୀରେନ ସିଂହଙ୍କୁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ପଦ ଏବଂ ଗୋପନୀୟତାର ଶପଥ...



















