ମୋଦୀଙ୍କ ନୂଆ ଟିମ୍‌ରେ ଓଡ଼ିଶାରୁ ଦୁଇ – ଅଶ୍ଵିନୀଙ୍କୁ କ୍ୟାବିନେଟ୍, ବିଶ୍ଵେଶ୍ଵରଙ୍କୁ ରାଷ୍ଟ୍ର ପାହ୍ୟା

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ କେନ୍ଦ୍ର ମନ୍ତ୍ରିମଣ୍ଡଳ ଆଜି ସମ୍ପ୍ରସାରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଟିମ୍ ଗଠନ କରିଛନ୍ତି। ଏହି ଟିମ୍‌ରେ ଓଡ଼ିଶାରୁ ରାଜ୍ୟସଭା ଯାଇଥିବା ଅଶ୍ଵିନୀ ବୈଷ୍ଣବଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଥିବା...

ମୋଦୀଙ୍କ ନୂଆ ଟିମରେ ୪୩ ଜଣଙ୍କ ନାଁ – ଓଡ଼ିଶାର ଦୁଇ ସାଂସଦ ସାମିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି। ଏହି ସମ୍ପ୍ରସାରଣରେ ୪୩ ଜଣ ନୂଆ ଚେହେରାଙ୍କୁ କ୍ୟାବିନେଟ୍‌ରେ ସ୍ଥାନ ମିଳିଛି। ଏଥିରେ ଓଡ଼ିଶାରୁ ଦୁଇ ଜଣ ସାଂସଦ...

କିଏ ପୁଷ୍କର ସିଂ ଧାମୀ? ଯିଏ ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମୀ। ଜାଣନ୍ତୁ, କାହିଁକି ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଗଲା। ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମୀ। ୧୧ତମ ମୁଖ୍ୟମନ୍ତ୍ରୀ...

ମୋଦୀଙ୍କ କ୍ୟାବିନେଟ୍ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା – ସାମିଲ ହୋଇପାରନ୍ତି ନୂଆ ମୁହଁ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ କେନ୍ଦ୍ର ମନ୍ତ୍ରିମଣ୍ଡଳକୁ ଖୁବ୍ ଶୀଘ୍ର ସମ୍ପ୍ରସାରଣ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ଏବେ ରାଜନୀତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ୨୦୧୯ ସାଧାରଣ ନିର୍ବାଚନ ପରେ ମୋଦୀଙ୍କର ଏହା...

ଜୟପୁର: ଚାଷୀଙ୍କ ସମସ୍ୟା ନେଇ କଂଗ୍ରେସର ରାସ୍ତା ରୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୟପୁରରେ ଚାଷୀଙ୍କ ସମସ୍ୟା ନେଇ ରାସ୍ତା ରୋକ କରିଥିଲା କଂଗ୍ରେସ। ଧାନର ଅଭାବି ବିକ୍ରି ଏବଂ ରବି ମଣ୍ତିରେ ବ୍ୟାପକ ଅନୀୟମିତତା ହେଉଥିବା ପ୍ରତିବାଦରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାନେତ୍ରୀ...

ବିଜେପି କାର୍ଯ୍ୟକାରିଣୀରେ ଓଡ଼ିଶା ସରକାରଙ୍କ ଅପାରଗତାକୁ ନିନ୍ଦା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ତା’ର ସଂଗଠନକୁ ସୁଦୃଢ଼ ଓ କ୍ରିୟାଶୀଳ କରିବ। ମଙ୍ଗଳବାର ଦିନ ବିଜେପି ରାଜ୍ୟ କାର୍ଯ୍ୟକାରିଣୀରେ ଏନେଇ ୧୦ଟି ଚିଠା ପ୍ରସ୍ତାବ ଗୃହୀତ ହୋଇଛି।...
bjp

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଜେପିର ୩ ନୂଆ କମିଟି

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ସାଂଗଠନିକସ୍ତରରେ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ୩ଟି ନୂଆ କମିଟି ଗଠନ କରି ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବାକୁ...

ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା...

୬ ନେତାଙ୍କୁ ୩୦ଟି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ୩୦ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତି ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିର ଗୋଟି ଚାଳନା ଆଗକୁ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ସମ୍ଭାବନା ଆଜି ବିଜୁ ଜନତା ଦଳ ପକ୍ଷରୁ...

କାଶ୍ମୀର କଥାବାର୍ତ୍ତା

ଭାସ୍କର ପରିଚ୍ଛା ଜାମ୍ମୁ କାଶ୍ମୀର ସ୍ଥିତିର ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଯେଉଁ ବୈଠକ ଡାକିଛନ୍ତି ତାହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୫ ଅଗଷ୍ଟ ୨୦୧୯ରେ ସମ୍ବିଧାନର ଧାରା ୩୭୦ର ଉଚ୍ଛେଦ ପରେ...