ଜୋର ଧରିଲା ଟିକା ରାଜନୀତି – ବାଲେଶ୍ଵର ଓ ଅନୁଗୁଳରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଚିରିଲା ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଟିକାକରଣକୁ ନେଇ ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି। ବାଲେଶ୍ଵର ଓ ଅନୁଗୁଳରେ ଥିବା ଟିକାକରଣ କେନ୍ଦ୍ରଗୁଡ଼ିକରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟରକୁ ନେଇ ତେଜିଛି ରାଜନୀତି। ବିଜେପି...
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ – ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୦ତମ ଜନ୍ମ ଜୟନ୍ତୀ।
ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ। ସେ ଓଡ଼ିଶାରେ ଲୌହମାନବୀ ଭାବେ ବେଶ ପରିଚିତ।...
ଅନୁପ ଚନ୍ଦ୍ର ପାଣ୍ଡେ ହେଲେ ଭାରତର ନୂତନ ନିର୍ବାଚନ କମିସନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଅବସର ପ୍ରାପ୍ତ ଆଇଏଏସ ଅଧିକାରୀ ଅନୁପ ଚନ୍ଦ୍ର ପାଣ୍ଡେ ଭାରତର ନୂତନ ନିର୍ବାଚନ କମିସନର ଭାବେ ନିଯୁକ୍ତି ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଏନେଇ କେନ୍ଦ୍ର...
କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା ହେଲେ ଛତିଶଗଡ଼ କଂଗ୍ରେସର ସହପ୍ରଭାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକାଙ୍କୁ ଛତିଶଗଡ଼ କଂଗ୍ରେସର ସହପ୍ରଭାରୀ ଦାୟିତ୍ଵ ଦିଆଯାଇଛି। କଂଗ୍ରେସ ଅଧ୍ୟାକ୍ଷା ସୋନିଆ ଗାନ୍ଧୀ...
କରୋନାରେ ଚାଲିଗଲେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଘଟିଛି। କୋଭିଡ୍ରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି। ଏନେଇ ହସ୍ପିଟାଲ...
ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ସ୍ଥାନ ନେଲେ ମହେଶ ଜେଠମାଲାନି
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସରକାରଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ କରିଛନ୍ତି। ସମ୍ବିଧାନର ଧାରା୮୦ ଅନୁଯାୟୀ ଏହି ମନୋନୟନ କରାଯାଇଛି। ସେ...
ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଲେ ଅଲ୍ପନ ବନ୍ଦୋପାଧ୍ୟାୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଲେ ଅଲ୍ପନ ବନ୍ଦୋପାଧ୍ୟାୟ। ତାଙ୍କୁ ନେଇ କେନ୍ଦ୍ର ସରକାର ଓ ମମତା ବାନାର୍ଜୀଙ୍କ ସରକାର ମଧ୍ୟରେ ବିବାଦ ଉପୁଜିବା ପରେ ସୋମବାର ସେ...
ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାତ୍ୟା ସମୀକ୍ଷା – ବିଜେପି ଉପରେ ବର୍ଷିଲେ ଦିଦି
ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ
ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାତ୍ୟା 'ୟାସ୍'ର ସମୀକ୍ଷା ବୈଠକ ନେଇ ଏବେ ରାଜନୀତି ଜୋର୍ ଧରିଛି। ଗୋଟିଏ ପଟେ ବୈଠକରେ ମୁଖ୍ୟମନ୍ତ୍ରୀ ମମତାଙ୍କ ବିଳମ୍ଵରେ ପହଞ୍ଚିବା ଏବଂ ଅଧାରୁ...
‘ମାଗଣା କୋଭିଡ୍ ଚିକିତ୍ସା ଯୋଗାଇବାରେ ଦେଶରେ ପ୍ରଥମ ରାଜ୍ୟ ଓଡ଼ିଶା’
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାର ଓ ବିଜେଡିର ପଞ୍ଚମ ପାଳିକୁ ଦୁଇ ବର୍ଷ ପୁରିଛି। ସେହି ଅବସରରେ ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ଏଥିସହ ବାତ୍ୟା ମୁକାବିଲା ପାଇଁ...
କୋଡ଼ିଏ ବର୍ଷ ଧରି କାହିଁକି ଲୋକପ୍ରିୟ ହୋଇପାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ?
ଭାସ୍କର ପରିଚ୍ଛା
ରାଜନୀତିରେ ନବୀନଙ୍କ ବିରଳ ବ୍ୟକ୍ତିତ୍ୱ। ଦୀର୍ଘ ୨୦ବର୍ଷ ଧରି ଓଡ଼ିଶାବାସୀଙ୍କ ଲୋକପ୍ରିୟ ହୋଇପାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମେ' ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ସରକାରର...




















