ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଅଭିଭାଷଣ ସମୟରେ ଶାସକ ଓ ବିରୋଧୀ ମୁହାଁମୁହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରେ ସୋମବାର ଶାସକ ଓ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଭାଷଣ ସମୟରେ ଜୋରଦାର ହଙ୍ଗାମା ହୋଇଛି। ଏହି ମଧ୍ୟରେ ରାହୁଲ ଗାନ୍ଧୀ...

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ। ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ପ୍ରାୟ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ହେମନ୍ତ...

ଲୋକସଭାର ବାଚସ୍ପତି ଭାବେ ପୁଣି ନିର୍ବାଚିତ ହେଲେ ଓମ୍ ବିର୍ଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାର ବାଚସ୍ପତି ଭାବେ ପୁଣି ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା। ସେ ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ହରାଇ ବାଚସ୍ପତି ହୋଇଛନ୍ତି। ସେ ଲଗାତର ଦ୍ଵିତୀୟଥର ପାଇଁ...

ଭଙ୍ଗାଗଲା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ଵରସ୍ଥିତ ସରକାରୀ ବାସଭବନ ପରିସରରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘରକୁ ଭଙ୍ଗାଯାଇଛି। ସରକାରୀ କ୍ଵାର୍ଟର ପରିସରରେ ବିଳାଶପୂର୍ଣ୍ଣ କୋଠା ସହ ଅଣ୍ଡରଗ୍ରାଉଣ୍ଡ ଘର ନିର୍ମାଣ...

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ନିଜ ଗାଁକୁ ଗଲେ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ନିଜ ଜନ୍ମମାଟି କେନ୍ଦୁଝର ଜିଲ୍ଲା ରାଇକଳାକୁ ଯାଇଛନ୍ତି ମୋହାନ ଚରଣ ମାଝୀ। ରବିବାରଠାରୁ ସେ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି। ଗାଁରେ ପହଞ୍ଚିବା...

ବିଜେଡି ସଂସଦୀୟ ଦଳ ବୈଠକ: ନବୀନ ନିବାସରେ ଏକାଠି ହେଲେ ଦଳର ସବୁ ରାଜ୍ୟସଭା ସାଂସଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭୁବନେଶ୍ଵରରେ ବିଜେଡି ସଂସଦୀୟ ଦଳର ବୈଠକ ହୋଇଛି। ନବୀନ ନିବାସରେ ଦଳର ସମସ୍ତ ରାଜ୍ୟସଭା ସାଂସଦ ଏକାଠି ହୋଇଥିଲେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଅଧ୍ୟକ୍ଷତା କରିଥିଲେ। ରାଜ୍ୟସଭାରେ...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ ଶୁକ୍ରବାର ଦିନ କାଳିମାଡ଼ ହୋଇଛି। କିଛି ଅସନ୍ତୁଷ୍ଠ ଗୋଷ୍ଠୀ କଂଗ୍ରେସ ଭବନ ଭିତରକୁ ପଶିଆସି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ କରିଥିଲେ। ଶରତ ପଟ୍ଟନାୟକ କଂଗ୍ରେସ...

ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନି – ଆଇନ ମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଆସନ୍ତା ଜୁଲାଇ ୮ ତାରିଖରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ବୁଧବାର ସନ୍ଧ୍ୟାରେ କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। କେବେ ରତ୍ନଭଣ୍ଡାର...

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହେବେ ବିରୋଧୀ ଦଳର ନେତା। ବିଜେଡି ବିଧାୟକ ଦଳର ବୈଠକରେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ହୋଇଛି। ୨୪ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଓଡ଼ିଶାର...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି ହେଲେ ୨୨ ଜଣ ଓଏସଏସ ଅଧିକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଢ଼ିଛି ବିଜେପି। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ। ନୂଆ ସରକାର ଗଠନ ପରେ ରାଜ୍ୟର ବିଭିନ୍ନ ବିଭାଗର ଜୋରଦାର ସମୀକ୍ଷା...